Home Left

ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୮ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଘୋଡ଼ାଘାଟ ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଭବାନୀପାଟଣା ସହର…

ଜୁଆଆଡ୍ଡାରେ ଚଢ଼ାଉ, ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଚିକିଟି,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଚିକିଟି ଫାଣ୍ଡି ଅନ୍ତର୍ଗତ ଧାନଘର ଛକରେ ଗୁରୁବାର ରାତିରେ ଦୀର୍ଘଦିନ ଧରି ଚାଲିଥିବା ଜୁଆଆଡ୍ଡା ଉପରେ ଚିକିଟି ଫାଣ୍ଡି ପୋଲିସ ଚଢ଼ାଉ କରିଛି। ଏଥିରେ ୭ଜଣ ଜୁଆଡ଼ିଙ୍କୁ ଗିରଫ କରିବା…

ପୋଲିସ ଏସ୍‌ଆଇଙ୍କ ନାଁରେ ସାଂଘାତିକ ଅଭିଯୋଗ: ନାବାଳିକା ଝିଅକୁ ବିବାହ କରିବା ପରେ ଦେଉଥିଲେ…

ଜଗତସିଂହପୁର,୮ା୮: ଜଗତସିଂହପୁର ପୋଲିସ ଏସ୍‌ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏସ୍‌ଆଇ ଜଣେ ନାବାଳିକା ଝିଅକୁ ବିବାହ କରି ଘରୁ ତଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ପରେ ଜଗତସିଂହପୁର ସଦର ଥାନାରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ବିବାହ…

ବଳାତ୍କାର ଅଭିଯୋଗରେ ପାକିସ୍ତାନୀ କ୍ରିକେଟର ହାଇଦର ଅଲୀ ଇଂଲଣ୍ଡରେ ଗିରଫ

ଲଣ୍ଡନ,୮।୮: ପାକିସ୍ତାନ କ୍ରିକେଟ ଦଳର ଏକ ଯୁବ ଖେଳାଳି ହାଇଦର ଅଲୀଙ୍କୁ ଇଂଲଣ୍ଡରେ ଗ୍ରେଟର ମାଞ୍ଚେଷ୍ଟର ପୋଲିସ ଗିରଫ କରିଥିବା ଜଣାପଡିଛି। ପାକିସ୍ତାନ ଶାହୀନ୍ସ (‘ଏ’ ଦଳ) ସହିତ ଇଂଲଣ୍ଡ ଗସ୍ତରେ ଥିବା ୨୪ ବର୍ଷୀୟ ହାଇଦରଙ୍କ ବିରୋଧରେ ଜଣେ ଝିଅ…

ବିବାହ ଟିକେଟ ବିକି ୧.୧୬ କୋଟି ରୋଜଗାର କଲେ ନବ ଦମ୍ପତି, ପୂରା ଘଟଣା ଜାଣିଲେ…

ୱାଶିଂଟନ: ସାମ୍ପ୍ରତିକ ସମୟରେ ବିବାହ ଅତ୍ୟନ୍ତ ବ୍ୟୟବହୁଳ ହେବା ସହ ଏହାର ଖର୍ଚ୍ଚ ବଢ଼ି ଚାଲିଥିବାବେଳେ ଏକ ଆମେରିକୀୟ ନବ ଦମ୍ପତି ନିଜ ବିବାହର ଟିକେଟ୍‌ ବିକ୍ରି କରି ଏହାକୁ ଏକ ଇଭେଣ୍ଟରେ ପରିଣତ କରିଛନ୍ତି। ଏହି ପ୍ରକ୍ରିୟାରେ ଉଭୟେ ୧,୩୨,୫୫୦…

ପିଲା ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କାବୁକଲେ ଗ୍ରାମବାସୀ

ଆନନ୍ଦପୁର,୮ା୮(ସୁଶାନ୍ତ କୁମାର ସାହୁ): ପିଲା ଚୋରି ସନ୍ଦେହ କରି ଜଣେ ଯୁବକଙ୍କୁ ଅଟକ ରଖି ପୋଲିସର ଜିମା ଦେଲେ ଗ୍ରାମବାସୀ। କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ନୂଆଗାଁ ଏବଂ ଖଲଣା ଗାଁରେ ପିଲା ଚୋରିକୁ ନେଇ ଏକ ଗୁଜବ ପ୍ରଚାର ହୋଇଥିଲା।…

ରାଜ୍ୟରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ: ହାଇକୋର୍ଟଙ୍କୁ ସରକାରଙ୍କ ସୂଚନା

ଢେଙ୍କାନାଳ,୮।୮: ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ହୋଇଥିବା ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନ, ୧୯୬୦ର ଧାରା ୩ ଏବଂ ଓଡ଼ିଶା ପୌର ନିଗମ ଆଇନ, ୨୦୦୩ର ଧାରା ୫୬୨ ଅନୁସାରେ…

ପୋଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ନିଯୁକ୍ତି: ବୟସସୀମା ୪ ବର୍ଷ କୋହଳ

କଟକ,୮।୮: ଓଡ଼ିଶା ପୋଲିସ ମୋଟର ଟ୍ରାନ୍ସପୋର୍ଟ (ପିଏମ୍‌ଟି) ବିଭାଗରେ ଡ୍ରାଇଭର ନିଯୁକ୍ତି ପାଇଁ ଆଶାୟୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସରକାର ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ସମ୍ପର୍କରେ ଆଡଭୋକେଟ୍…

ବୁଲେଟ୍‌କୁ ଧକ୍କା ଦେଲା ବସ୍‌, ଚାଲିଗଲା ୨ ଜୀବନ

ବୌଦ୍ଧ,୮ା୮(ଅଜିତ କୁମାର ବାରିକ): ଗୁରୁବାର ବିଳମ୍ବିତ ରାତିରେ ଜାତୀୟ ରାଜପଥ ନଂ ୫୭ର ବାଉଁଶୁଣୀ ଥାନା ଗଜରାଜପୁର ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ବସ୍‌ ସହ ବୁଲେଟ୍‌ ମଧ୍ୟରେ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁଯାୟୀ, ବାଉଁଶୁଣୀ…

ଏଇ ଭାରତରେ

ଜ୍ଞାନ ସେଟ୍ଟୀଙ୍କୁ ବୟସ ଏବେ ୨୮ । ସେ ପେସାରେ ଜଣେ ଇଞ୍ଜିନିୟର ଓ ରହୁଛନ୍ତି ମେଙ୍ଗାଲୁରୁରେ । ଏବେ ଚାକିରି ଛାଡ଼ି ଅଗଣାରେ ବଗିଚାଟିଏ କରିଛନ୍ତି। ସେହି ବଗିଚାର ନାମ ଦେଇଛନ୍ତି ‘ନମୋ ବଗିଚା’। ସେ ଘର ଅଗଣା ବଗିଚାରେ…

କହନ୍ତି ଜନତାଙ୍କ ପାଇଁ

ଆମ ଦେଶ ପୃଥିବୀର ସର୍ବବୃହତ୍‌ ଗଣତନ୍ତ୍ର ଦେଶ। ଏଠି ଶାସନ ଡୋର ଧରାଇ ଦିଅନ୍ତି ସାଧାରଣ ଜନତା, ଯେଉଁମାନେ କି ସାବାଳକ, ଭୋଟର। ତେଣୁ ଭୋଟରଙ୍କୁ ନିଜର କରିବାର କଳାଟା ଦଳୀୟ ନେତାଙ୍କର ଜରୁରୀ ହୋଇଥାଏ। ଭାବିଚିନ୍ତି ପ୍ରତ୍ୟେକ ଦଳ ନିଜ…

ଅସଲି ସ୍ବାଧୀନତା

ସ୍ବାଧୀନତା ଏମିତି ଯାହିତାହି କୌଣସି ଚିଜ ନୁହେଁ ଯାହାକି କେବଳ ଆମର ବାହ୍ୟଦେଶରେ ପରିଦୃଷ୍ଟ ହୋଇଥାଏ। ଏଇ ଯେମିତି ଆମ ଆଖିଦ୍ୱୟ ଲମ୍ବିଯାଏ ଆଖପାଖରେ ଥିବା ବିସ୍ତୀର୍ଣ୍ଣ ଖୋଲା ପଡ଼ିଆ ଆଡ଼େ। ତେବେ ଏହି ପ୍ରସଙ୍ଗରେ ଗୋଟିଏ ପ୍ରଶ୍ନ ଉଙ୍କିମାରେ, ମଣିଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?