CSK ଛାଡି ଏହି ଟିମ୍କୁ ଯିବେ ରବିନ୍ଦ୍ର ଜାଡେଜା! ହୋଇଗଲା ବଡ଼ ଡିଲ୍, IPL ନିଲାମ ପୂର୍ବରୁ ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୧।୧୧: ସଞ୍ଜୁ ସାମସନଙ୍କ ବଦଳରେ ରବିନ୍ଦ୍ର ଜାଡେଜା ଏବଂ ସାମ କୁରାନ ଚେନ୍ନାଇ ସୁପର କିଙ୍ଗସ ଛାଡି ରାଜସ୍ଥାନ ରୟାଲ୍ସକୁ ଯାଇପାରନ୍ତି। କ୍ରିକବଜ ଅନୁଯାୟୀ, ଏହି ତିନି ଖେଳାଳି ବାଣିଜ୍ୟ ପାଇଁ ରାଜି ହୋଇ ଚୁକ୍ତିନାମାରେ ସ୍ବାକ୍ଷର କରିଛନ୍ତି। ତଥାପି,...
ବେଆଇନ ଭାବେ ମାଛ ଧରୁଥିବାବେଳେ ଆନ୍ଧ୍ରପ୍ରଦେଶର ଦୁଇ ଡଙ୍ଗାକୁ ଧରିଲା ମତ୍ସ୍ୟବିଭାଗ, ତାଗିଦ ପରେ…
ଛତ୍ରପୁର, ୧୧।୧୦ (ଦିଲ୍ଲୀପ ସାମଲ) ଆର୍ଯ୍ୟପଲ୍ଲୀ ସମୁଦ୍ରକୁ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରୁ ଅଧିକାଂଶ ସମୟରେ ବଡ ବଡ ଡଙ୍ଗା ଓ ଟ୍ରଲର ଆସି ଏଠାରେ ବଡ ବଡ ଜାଲରେ ମାଛ ମାରୁଥିବା ନେଇ ସ୍ଥାନୀୟ ମତ୍ସ୍ୟଜୀବୀମାନେ ବହୁବାର...
ପାହାଳ ରସଗୋଲାକୁ ନେଇ ଏମିତି କଥା କହିଦେଲେ କେନ୍ଦ୍ରମନ୍ତ୍ରୀ: ବାଟରେ…
ବାଲିଅନ୍ତା ୧୧। ୧୧ (ନୀଳମାଧବ ସାହୁ):କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସୋମବାର ଓଡ଼ିଶା ବିଖ୍ୟାତ ପାହାଳ ରସଗୋଲାର ସ୍ବାଦ ଚାଖିଛନ୍ତି। କଟକରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭୁବନେଶ୍ୱର...
ଘରେ ପଶି ମହିଳାଙ୍କୁ ହାଣିଲେ, ଚିତ୍କାର କରିବାରୁ ସାର୍ଟ, ହେଲମେଟ ଛାଡ଼ି ଦୌଡିଲେ ଆକ୍ରମଣକାରୀ
ହିଞ୍ଜିଳିକାଟୁ, ୧୧।୧୧( ଦ୍ବିତୀକୃଷ୍ଣ ପଣ୍ଡା): ସକାଳେ ପରିବା ଦେବା ବାହାନାରେ ଘରକୁ ଆସି ପରିବା ଦେଇଗଲେ। ସନ୍ଧ୍ୟାରେ ବଳପୂର୍ବକ ଘରେ ପଶି ଖଣ୍ଡାରେ ମହିଳାଙ୍କୁ ହାଣିଲେ। ଅନ୍ୟ ପକ୍ଷରେ ଆକ୍ରମଣକାରୀଙ୍କୁ ସାହାସିକତା ସହ ମୁକାବିଲା କରି ମହିଳା ଜଣକ ପାଟି...
ଦିଲ୍ଲୀରେ ବିସ୍ଫୋରଣ ପରେ ଭୁବନେଶ୍ବରରେ ହାଇଆଲର୍ଟ ଜାରି: ବାଲିଯାତ୍ରା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଦେଲେ ଏଭଳି ପରାମର୍ଶ
ଭୁବନେଶ୍ୱର,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ଯାହାକୁ ନେଇ ଦେଶବ୍ୟାପୀ ହାଇଆଲର୍ଟ କରାଯାଉଛି। ଏହି କ୍ରମରେ ରାଜଧାନୀ ଭୁବନେଶ୍ବରରେ ବି ହାଇଆଲର୍ଟ ଜାରି କରାଯାଇଛି। ଏ ନେଇ...
କନ୍ଧମାଳ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି: ୨୨୯ଟି ଅଭିଯୋଗ ଶୁଣିଲେ…
ଦାରିଙ୍ଗବାଡି, ୧୦ ।୧୧ (ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ସୋମବାର ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଅଭିଯୋଗ ଶୁଣିଛନ୍ତି । ସେ ମୋଟ ୨୨୯ଟି ଅଭିଯୋଗ ଶୁଣିଛନ୍ତି। ସେଥିରେ ବ୍ୟକ୍ତିଗତ ୧୨୨ ଟି ଅଭିଯୋଗ ଶୁଣିଥିବା ବେଳେ ମୋଟ...
ଏହି ଦିନ ଖୋଲିବ ଇକୋ ରିଟ୍ରିଟ: ଜିଲାପାଳ ଦେଲେ ବଡ଼ ସୂଚନା, ଏଥର ପର୍ଯ୍ୟଟକଙ୍କୁ…
ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବଢିବା ସାଙ୍ଗକୁ ପର୍ଯ୍ୟଟକ ମଧ୍ୟ ଭିଡ଼ ମଧ୍ୟ ବଢିଛି। ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରର ଉନ୍ନୟନ ପାଇଁ ବିଭିନ୍ନ...
ଦାଦନ ଖଟିବାକୁ ଯାଇଥିଲେ ଶବ ହୋଇ ଫେରିଲେ, ମୃତଦେହ ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡିଲା ଗାଁ
ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମର ଦାଦନ ଶ୍ରମିକ ରାଜେନ୍ଦ୍ର ବେହେରା(୩୭) ମହାରାଷ୍ଟ୍ରର ମୁମ୍ବାଇ ସାମ୍ବାଜି ଷ୍ଟେଶନର ଟ୍ରେନ ଲାଇନରେ କଟି ମୃତ୍ୟୁବରଣ କରିଛନ୍ତି। ସୋମବାର ସନ୍ଧ୍ୟା ପ୍ରାୟ ୭ଟାରେ ତାଙ୍କ ମୃତଦେହ ସତନ୍ତ୍ର...
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୋଲିସ-ଚାଷୀ ମୁହାଁମୁହିଁ: ଧାନ କିଣାବିକା ପଞ୍ଜିକରଣକୁ ନେଇ…
ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଧାନ ଅମଳ କାର୍ଯ୍ୟ ଜୋର୍ ଧରିଛି। ଜିଲାର ସବୁ ଅଞ୍ଚଳରେ ଚାଷୀମାନେ ନିଜ କଷ୍ଟୋପାର୍ଜିତ ଧାନ ଅମଳ କରୁଛନ୍ତି। ଅନ୍ୟପଟେ, ଏ ପର୍ଯ୍ୟନ୍ତ ଜିଲାରେ ମଣ୍ଡି ଖୋଲିବା ତ ଦୂରର କଥା, ଜିଲାର...
ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ଜଳ ପ୍ରକଳ୍ପ: ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସଚିବଙ୍କ ନିର୍ଦ୍ଦେଶ
ଭଞ୍ଜନଗର,୧୦।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ପ୍ରକଳ୍ପ ବାବଦରେ ପ୍ରାୟ ୧୫୦୯ କୋଟି ଟଙ୍କା ଖର୍ଚ୍ଚ...
ଦିଲ୍ଲୀରେ ବିସ୍ଫୋରଣ କଲେ ଆତଙ୍କବାଦୀ! ପୁରୀରେ ହାଇଆଲର୍ଟ ଜାରି…
ଭୁବନେଶ୍ୱର,୧୦।୧୧: ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍ପି ସୂଚନା ଦେଇଛନ୍ତି। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡ ସହ ଶ୍ରୀମନ୍ଦିର ଚତୁଃପାଶର୍ବ, ରେଲେୱ ଷ୍ଟେଶନ, ବସ୍ଷ୍ଟାଣ୍ଡରେ ହାଇଆଲର୍ଟ ଜାରି କରାଯାଇଛି। ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ...
ଯୋଗାଣ ସହାୟିକା ବିରୋଧରେ ସାଂଘାତିକ ଅଭିଯୋଗ: ହିତାଧିକାରୀଙ୍କ ଦସ୍ତଖତ ନକଲକରି…
ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଯୋଗାଣ ସହାୟିକା ରାଜେଶ୍ୱରୀ ଗୌଡ଼ଙ୍କ ବିରୋଧରେ ସୋମବାର ଜନଜାତି ବହୁଳ ଅଶୋକ ନଗର, ସଅ ଢେପ, ରାଧା ନଗର ପ୍ରଭୃତି ଗ୍ରାମର ବହୁସଂଖ୍ୟକ ମହିଳା ପୁରୁଷ ବ୍ଲକ...
Archives


