Home Left

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ) ବିଭାଗର ଛାତ୍ରୀଛାତ୍ରଙ୍କ ପାଇଁ ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ହେମନ୍ତ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ ଓ ଚିନ୍ତା ବଢ଼ିବାରେ ଲାଗିଛି। ସମୁଦ୍ରର ଜଳରାଶି ଧୀରେ ଧୀରେ ଜନବସତି ଆଡ଼କୁ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର ଏକ ଅଜଗର ବନ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ବାହାଦୁର…

ଘର ତାଲା ଭାଙ୍ଗି ଚୋରି: ୩୦ ଭରି ସୁନା ଅଳଙ୍କାର, ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ….

ଦିଗପହଣ୍ଡି,୧୦|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧ ନଂ ୱାର୍ଡ ରାଜପୁର ରୋଡରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଘରୁ ପ୍ରାୟ ୩୦ ଭରି ଓଜନର ସୁନା ଅଳଙ୍କାର,୫୦…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ ସମାଜସେବୀ ଦୀପକ କୁମାର ମୁଦୁଲି। ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ମନ୍ଦିର…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ ଦାଵି ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ପ୍ରଦାନ କରିଛନ୍ତି। ଏଥିରେ ଆରଟିଇ ଅର୍ଥ…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ ତାଙ୍କ ୨ପୁଅ କାର୍ତ୍ତିକ ଓ ତିଳ କୁମାର ଜବରଦସ୍ତ ଭାବେ ଜେସିବି ମେଶିନ…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିୟମିତ ବ୍ୟାୟାମ, ଯୋଗ ଆଦି କରନ୍ତି…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ ଯଶୋବନ୍ତ ଜେଠୱାଙ୍କୁ ADGରୁ DG ପାହ୍ୟାକୁ ପଦୋନ୍ନତି କରିଛନ୍ତି। ପଦୋନ୍ନତି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ, ପ୍ରଦୂଷଣ ପ୍ରମାଣପତ୍ର ସ୍ବୟଂକ୍ରିୟ ପଦ୍ଧତିରେ ଯାଞ୍ଚ ହେବ। ବୈଧ କାଗଜପତ୍ର ନ ଥିଲେ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ ମହିଳା ଶାଖା ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?