Home Left

ଦୁର୍ଘଟଣା: ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରାକ୍ଟର

ଦିଗପହଣ୍ଡି,୧୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟ ତିନିଆମ୍ବ ଛକରେ ବୁଧବାର ସକାଳ ପ୍ରାୟ ସାଢେ ୮ଟାରେ ସ୍କୁଲ ମିନି ବସ୍‌କୁ ଏକ ପଥର ଚିପ୍ସ ବୋଝେଇ ଟ୍ରାକ୍ଟର ଧକ୍କା ଦେଇଛି। ଫଳରେ ସିଦ୍ଧେଶ୍ୱର ଗ୍ରାମର…

ପ୍ରେସ ଗ୍ୟାଲେରୀ ସାମ୍ବାଦିକଙ୍କୁ ମୋବାଇଲମନା

ଭୁବନେଶ୍ୱର,୧୨।୩।:ବିଧାନସଭା ପ୍ରେସ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ମନା କରାଯାଇଛି। ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଛି। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା…

ଏଲନ ମସ୍କଙ୍କୁ ଖୁସି କରିବା ପାଇଁ ଏମିତି କାମ କଲେ ଡୋନାଲ୍ଡ ଟ୍ରମ୍ପ: ସବୁଠି ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ କିଛି ମାସ ଧରି ଲଗାତାର ହେବ ଚର୍ଚ୍ଚାରେ ଅଛନ୍ତି। ଏବେ ତାଙ୍କର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଟ୍ରମ୍ପ ଏବଂ ମସ୍କ ଏକ ଟେସଲା କାର…

କେଜ୍‌ରିଓ୍ବାଲଙ୍କ ବିରୋଧରେ ମାମଲା ରୁଜୁ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୨।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଦିଲ୍ଲୀର ଏକ ଅଦାଲତ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ୨୦୧୯ରେ ଦିଲ୍ଲୀର ଦ୍ୱାରକାରେ ଜନସାଧାରଣଙ୍କ ଅର୍ଥର ଦୁରୁପଯୋଗ କରି କେଜ୍‌ରିଓ୍ବାଲଙ୍କର ହୋର୍ଡିଂ ଲଗାଯାଇଥିବା ଅଭିଯୋଗ ହୋଇଥିଲା। ଏଥିପାଇଁ…

‘ଗଣତନ୍ତ୍ରକୁ ବ୍ୟର୍ଥ କରିବାକୁ ଅମଲାତନ୍ତ୍ରକୁ ଅନୁମତି ଦିଆଯାଇ ପାରିବନି’

ନୂଆଦିଲ୍ଲୀ, ୧୨।୩: ସୁପ୍ରିମକୋର୍ଟ ମଙ୍ଗଳବାର ଏକ ମାମଲାର ଶୁଣାଣି କରି କହିଛନ୍ତି, ତୃଣମୂଳ ସ୍ତରର ଗଣତନ୍ତ୍ରକୁ ବ୍ୟର୍ଥ କରିବାକୁ ଅମଲାତନ୍ତ୍ରକୁ ଅନୁମତି ଦିଆଯାଇ ପାରିବ ନାହିଁ। ମହାରାଷ୍ଟ୍ରର ଏକ ଗ୍ରାମରେ ଜଣେ ମହିଳା ସରପଞ୍ଚଙ୍କୁ ପୁନଃସ୍ଥାପିତ କରିବା ପାଇଁ ବମ୍ବେ ହାଇକୋର୍ଟଙ୍କ…

ଅନ୍ୟାୟ ବିରୋଧରେ ଲଢ଼ିବେ କାଜଲ

ମୁମ୍ବାଇ: ମାଇଥୋଲୋଜିକାଲ ହରର୍‌ ଫିଲ୍ମ ‘ମା’ରେ ଅଭିନେତ୍ରୀ କାଜଲ ଦେବଗନ୍‌ଙ୍କୁ ଦେଖିବାକୁ ମିଳିବ। ଏନେଇ ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଘୋଷଣା କରାଯାଇଛି। ମଙ୍ଗଳବାର ନିର୍ମାତାଙ୍କ ପକ୍ଷରୁ ଫିଲ୍ମରେ କାଜଲଙ୍କ ପ୍ରଥମ ଲୁକ୍‌କୁ ଶେୟାର କରାଯିବା ସହ ଏହାର ରିଲିଜ୍‌ ତାରିଖକୁ ଘୋଷଣା…

୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୨।୩: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ…

ଭିତରକନିକାରେ ୪ ପ୍ରଜାତିର ୫୦୫ ଡଲ୍‌ଫିନ୍‌

ରାଜନଗର, ୧୨ା୩(ଭାସ୍କର ରାଉତରାୟ):ଚଳିତ ବର୍ଷ ଡଲ୍‌ଫିନ୍‌ ଗଣନା ରିପୋର୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏହି ଅନୁଯାୟୀ ସାରା ଓଡ଼ିଶାରେ ୭୧୦ଟି ଦେଖିବାକୁ ମିଳିଛି। କେବଳ ଭିତରକନିକରେ ୪ ପ୍ରଜାତିର ୫୦୫ଟି ଡଲ୍‌ଫିନ୍‌ ଚିହ୍ନଟ କରାଯାଇଛି। ୨୦୨୪ ରେ ୫୦୨ଟି ଡଲ୍‌ଫିନ୍‌ ଥିବାବେଳେ…

ବିଜେଡିକୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ଭାଜପା ରାଜ୍ୟ ମୁଖପାତ୍ର: କହିଲେ, ଏବେ ବି ତାମିଲ…

ଭୁବନେଶ୍ୱର,୧୨ା୩(ସୁନିତ୍‌ ମିଶ୍ର):ଦେଶରେ ଇଣ୍ଡିଆ ମେଣ୍ଟର କିଛି ରାଜନୈତିକ ଦଳ ଡିଲିମିଟେଶନକୁ ନେଇ ଅଯଥାରେ ମିଥ୍ୟା ପ୍ରଚାର କରୁଛନ୍ତି। ବିବାଦୀୟ ବୟାନ ଦେଇ ଲୋକଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି ା ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଦେଶର ଗଣତନ୍ତ୍ରକୁ ସୁଦୃଢ଼ କରିବ। ସାରା…

ଅଜବ ପରମ୍ପରା: ଜୀବନରେ ମାତ୍ର ଥରୁଟିଏ ଗାଧାନ୍ତି ଏହି ଜାତିର ମହିଳା, ଜାଣନ୍ତୁ କାହିଁକି

ୱିଣ୍ଡ୍‌ହୋକ୍‌: ବିଶ୍ବର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ତେବେ ସମ୍ପ୍ରତି ଆଧୁନିକ ଯୁଗରେ ଅନେକ ପରମ୍ପରା ନିଜର ଅସ୍ତିତ୍ୱ ହରାଇବାକୁ ବସିଲାଣି। ଏହାସତ୍ତ୍ବେ ବିଶ୍ବର ବିଭିନ୍ନ ଦେଶରେ ରହିଥିବା ଜନଜାତୀୟ ସମାଜଗୁଡ଼ିକ ଏବେ ମଧ୍ୟ ନିଜର ପ୍ରାଚୀନ ପରମ୍ପରାକୁ…

ଅସମ୍ଭାଳ ହେବ ତାତି: ୮ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୨।୩: ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ୩ ଦିନ ଧରି ତାତିବ ଆଭ୍ୟନ୍ତରୀଣ ଓଡ଼ିଶା, ଅସମ୍ଭାଳ ହେବ ତାତି।୮ ଜିଲାକୁ ହିଟୱେଭ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। ଏସବୁ…

ଅପହରଣ ଟ୍ରେନକୁ କାହିଁକି ମୁକ୍ତ କରିପାରିନାହିଁ ପାକିସ୍ତାନ ସେନା? ଉଦ୍ଧାର ହୋଇଥିବା ବ୍ୟକ୍ତି କଲେ ଆଶ୍ଚର୍ଯ୍ୟଜନକ ଖୁଲାସା

ଇସଲାମାବାଦ,୧୨।୩: ପାକିସ୍ତାନ ଟ୍ରେନ ଅପହରଣ ଘଟଣାକୁ ୨୦ ଘଣ୍ଟାରୁ ଅଧିକ ସମୟ ବିତିଗଲାଣି, କିନ୍ତୁ ପାକିସ୍ତାନୀ ସେନା ଏପର୍ଯ୍ୟନ୍ତ ଜାଫର ଏକ୍ସପ୍ରେସକୁ ବାଲୁଚ ଆତଙ୍କବାଦୀଙ୍କ କବଳରୁ ମୁକ୍ତ କରିପାରିନାହିଁ। ମଙ୍ଗଳବାର ରାତିରେ ପାକିସ୍ତାନ ସେନା ଏବଂ ସୁରକ୍ଷା ବାହିନୀ ଜାଫର ଏକ୍ସପ୍ରେସକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri