Home Left

ମହିଳାମାନଙ୍କୁ ଦୋଷ ଦେବା ଏକ ଫ୍ୟାଶନ ହୋଇଗଲାଣି: ଅନ୍ୟ ଯୁବତୀଙ୍କ ସହ ସ୍ବାମୀଙ୍କ ଫଟୋ ଭାଇରାଲ ପରେ ରାଗିଲେ ଧନଶ୍ରୀ

ଭାରତୀୟ କ୍ରିକେଟ ଦଳର ଖେଳାଳି ୟୁଜଭେନ୍ଦ୍ର ଚହଲ ଆଜିକାଲି ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ, ୟୁଜବେନ୍ଦ୍ରଙ୍କୁ ଆରଜେ ମାହଭାଶଙ୍କ ସହ ଦେଖାଯାଇଥିଲା। ଏହି ଫଟୋଗୁଡ଼ିକ ଆସିବା ପରେ,…

ସକାଳୁ ସକାଳୁ ପିଲାମାନଙ୍କୁ ରେଡିକରି ସ୍କୁଲ ପଠାଇବାକୁ ଥକି ପଡୁଛନ୍ତି କି, ଜାଣନ୍ତୁ…

ପିଲାଙ୍କ ସକାଳୁଆ ସ୍କୁଲ ହେଲେ  ସେମାନଙ୍କୁ ରେଡି କରୁଥିବା ଲୋକଟି ହିଁ ବେଶି ଥକିପଡେ। ଆଜିର ଜୀବନଶୈଳୀ ଲେଟ୍‌ରେ ଶୋଇବା ଲେଟ୍‌ରେ ଉଠିବା ପାଇଁ ଏହି କାମ ଆହୁରି କଷ୍ଟକର ହୋଇପଡେ, ତେବେ ଜଣନ୍ତୁ ଏ ନେଇ କିଛି ସହଜ ଉପାୟ……

ସଫଳତାର ପ୍ରଥମ ପାହାଚ ଜିଜ୍ଞାସା

ମସ୍ତେ ସଫଳତାର ପଛରେ ଧାବମାନ। କିନ୍ତୁ ସଫଳତା ବିଶୁଦ୍ଧ ଯୋଜନା ଓ ଉପଯୁକ୍ତ କ୍ରିୟାନ୍ବୟନର ଫଳ ଶ୍ରୁତି । ସେଥିପାଇଁ ପ୍ରଥମ ପାହାଚ ହେଉଛି ଜିଜ୍ଞାସା। ଯେଉଁ ବିଷୟରେ ବି କିଛି କରିବାକୁ ଯାଉଛନ୍ତି ତାହା ସମ୍ବନ୍ଧରେ ବିଶେଷ ଜ୍ଞାନ, ଦକ୍ଷତା…

ଘରୋଇ ଶିକ୍ଷାର ଅନ୍ତରାଳେ

ସମ୍ପ୍ରତି ଶିକ୍ଷା ବ୍ୟବସ୍ଥାରେ ଘରୋଇକରଣର ତୀବ୍ରତା ଯେ ଅଧିକ ଏହାକୁ ସ୍ବୀକାର କରିବାକୁ ପଡ଼ିବ। ଗାଆଁରୁ ସହର ସବୁଠି, ପ୍ରାଥମିକରୁ ଉଚ୍ଚଶିକ୍ଷା ସବୁ ସ୍ତରରେ ଶିକ୍ଷା ଏକ ପଣ୍ୟ ଦ୍ରବ୍ୟ ଭାବରେ କ୍ରୟ ବିକ୍ରୟ ହେଉଛି। ତେବେ ଶିକ୍ଷା ପଣ୍ୟଦ୍ରବ୍ୟ ରୂପେ…

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ ପାର କରିବା ପରେ ରେଳବାଇ ଏକ ମାମଲା ରୁଜୁ କରିଛି, ଯାହା ଫଳରେ ଗାଡ଼ିଟି…

X ଉପରେ ସାଇବର ଆଟାକ୍‌ ପଛରେ ଅଛି ଏହି ଦେଶ! ଏଲନ ମସ୍କଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୧।୩: ସାରା ବିଶ୍ୱରେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ସର୍ଭର ହୋଇଯାଛି। ଫଳରେ ୟୁଜର୍ସମାନେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଆମେରିକାର DOGE ବିଭାଗର ମୁଖ୍ୟ ଏଲନ ମସ୍କ ଦାବି,ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (ଟୱିଟର) ୟୁକ୍ରେନ…

ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା। ଏହି ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି।…

ଜାଣନ୍ତୁ ବେଲପତ୍ର କିପରି କରିଦେବ ସୁନ୍ଦର

ତ୍ୱଚାରେ ଯଦି ବିଭିନ୍ନ ପ୍ରକାର ଦାଗ ରହିଥାଏ ଅଥବା କୁଣ୍ଡାଇ ହେଉଥାଏ ତେବେ ବେଲପତ୍ରକୁ ବାଟି ସେହି ସ୍ଥାନରେ ଲଗାନ୍ତୁ। କିଛିଦିନ ପରେ ଏହି ସମସ୍ୟା ରହିବ ନାହିଁ। ଏହା ବ୍ୟତୀତ ଯଦି ଦେହରୁ ଝାଳ ଗନ୍ଧ ହେଉଥାଏ ତେବେ କିଛିଦିନ…

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ ମଧ୍ୟରୁ ଦୁଇଜଣ ଆହତ ହୋଇଥିବା ଖବର ମିଳିଛି। ଉଭୟଙ୍କୁ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଛି।…

ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ ମାଝି (୪୮) ମାର୍ଚ୍ଚ ୧୨ରେ ଗୋଆରେ ପରିବାର ଓ ନିକଟତର ସଦସ୍ୟଙ୍କ ଉପସ୍ଥିତିରେ ବିବାହ…

ଆଜିଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ): ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ‘ଲକ୍ଷପତି ଦିଦି’ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାକୁ ସଫଳ କରିବା ଲାଗି…

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ଚିନ୍ତା:ଅପେକ୍ଷାରେ ୨୩, ଛାଡ଼ୁନାହାନ୍ତି ୯

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ପ୍ରାୟ ୯ ମାସ ବିତିବାକୁ ବସିଲାଣି। ହେଲେ ଏପର୍ଯ୍ୟନ୍ତ ସମସ୍ତ ୧୪୭ ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ମିଳିପାରି ନାହିଁ। କେଉଁଠି ପୂର୍ବତନ ବିଧାୟକ କିମ୍ବା ସ୍ବର୍ଗତ ବିଧାୟକଙ୍କ ନାଁରେ ସରକାରୀ ବାସବଭବନ ରହିଛି ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri