ସ୍ତ୍ରୀଙ୍କୁ ଦେଖି ରଣବୀରଙ୍କ ହୋଶ୍ ଉଡିଲା: କହିଲେ, ହେ ଭଗବାନ…
ବଲିଉଡ୍ ଫେମ୍ ଦୀପିକା ପାଦୁକୋଣ ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ ପ୍ୟାରିସରେ ଏକ ଫରାସୀ ଲଗଜରୀ ବ୍ରାଣ୍ଡର ହାଉସ ଆମ୍ବାସାଡର ଭାବରେ ଭାରତକୁ ପ୍ରତିନିଧିତ୍ୱ କରିଛନ୍ତି। ସେ ଆଜିକାଲି ପ୍ୟାରିସରେ ଅଛନ୍ତି। ସେଠାରେ ସେ ଆଇଫେଲ ଟାୱାର ସାମ୍ନାରେ ପୋଜ ଦେଇ…
ଧରିତ୍ରୀ ଲାଇଭ୍ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ ପରେ ଜାମିନ
ଭୁବନେଶ୍ୱର,୧୧।୩(ସତ୍ୟଜିତ୍ ରାଉତ): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡ୍ରେ ‘ଧରିତ୍ରୀ ଲାଇଭ୍’ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ସହ ଗାଡ଼ି କ୍ଷତିଗ୍ରସ୍ତ କରି କ୍ୟାମେରା ଭାଙ୍ଗିବା ମାମଲାରେ ଦୁଇ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଅଭିଯୁକ୍ତଦ୍ୱୟ ହେଲେ ଝାରପଡା ମହାଦେବନଗରରେ…
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୭ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ୍ ଉପରେ ରହୁଛି। ସୋମବାର ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀର ଓ ଝାରସୁଗୁଡ଼ାରେ ୩୭.୪, ସୋନପୁର ୩୭.୨, ଭବାନୀପାଟଣା ୩୭,…
ଦ୍ୱିତୀୟ ବିବାହ ପାଇଁ ୨ ପୁଅଙ୍କୁ ହତ୍ୟା କଲେ ବାପା
ନୟାଗଡ଼,୧୧ା୩(ଲୋକନାଥ ମିଶ୍ର):ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ପ୍ରାୟ ୩ ବର୍ଷ ତଳେ ସ୍ତ୍ରୀ ଆମତ୍ହତ୍ୟା କରିଥିଲେ। ସ୍ତ୍ରୀଙ୍କ ମୃତ୍ୟୁ ପରେ ବ୍ୟକ୍ତି ଜଣକ ଅନ୍ୟତ୍ର ବିବାହ କରିବାକୁ ଯୋଜନା ଚଳାଇଥିଲେ। ଏହି ଦ୍ୱିତୀୟ ବିବାହ ପ୍ରସ୍ତାବକୁ ୨ ନାବାଳକ ପୁଅ…
ମ୍ୟାନ୍ମାର ସ୍କାମ୍ ସେଣ୍ଟରରୁ ମୁକ୍ତ ୩୦୦ ଭାରତୀୟ ଫେରିଲେ
ନୂଆଦିଲ୍ଲୀ,୧୦।୩: ମ୍ୟାନ୍ମାରର ସ୍କାମ୍ ସେଣ୍ଟରଗୁଡ଼ିକରୁ ମୁକ୍ତ ହୋଇଥିବା ପାଖାପାଖି ୩୦୦ ଭାରତୀୟଙ୍କୁ ସୋମବାର ବାୟୁସେନାର ସି-୧୭ ବିମାନ ଯୋଗେ ଫେରାଇ ଅଣାଯାଇଛି। ମୁଖ୍ୟତଃ ଚାଇନା ଅପରେଟରଙ୍କ ଦ୍ୱାରା ପରିଚାଳିତ ବେଆଇନ ଅନ୍ଲାଇନ ଜାଲିଆତି ସେଣ୍ଟରଗୁଡ଼ିକରେ ଚଢ଼ାଉ କରାଯାଇ ୨ ଡଜନରୁ ଊର୍ଦ୍ଧ୍ୱ…
ମହିଳା ସୁରକ୍ଷା ନାଁରେ ସରକାର ଭୁଆଁ ବୁଲାଉଛନ୍ତି ଜିଲାପାଳଙ୍କ ଅଫିସ ଘେରିଲା କଂଗ୍ରେସ
ନୂଆପଡ଼ା,୧୦ା୩ (ମକାରୁ ବେମାଲ): ରାଜ୍ୟରେ ଏସ୍ସି,ଏସ୍ଟି, ଓବିସି ମହିଳା ଓ ନାବାଳିକାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ଏହାକୁ ନେଇ ସୋମବାର ଜିଲା କଂଗ୍ରେସ କମିଟି ରାସ୍ତାକୁ ଓହ୍ଲାଇଛି। ସଭାପତି…
ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
କୋକସରା,୧୦ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ୍ କାର୍ଯ୍ୟାଳୟଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। କୋକସରା ବିଡିଓ ଡ. ହିମାଞ୍ଚଳ ମାଝୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ, ଜିଲା ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେବରକୋଣ୍ଡା,…
ଜଗନ୍ନାଥ, ଅଷ୍ଟଶମ୍ଭୁ ମନ୍ଦିର ପ୍ରତିଷ୍ଠା ମହୋତ୍ସବ
ଗଞ୍ଜାମ,୧୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍ ବିରୁଳିଗଡ଼ ତାଳୁକା ଅନ୍ତର୍ଗତ ଉମ୍ବୁରି ଧର୍ମଶରଣପୁର ଶାସନ ଗ୍ରାମରେ ନୂତନ ଜଗନ୍ନାଥ, ଅଷ୍ଟଶମ୍ଭୁ, କମଳା, ବିମଳା ମନ୍ଦିର ଓ ନାମ ମଣ୍ଡପ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପଣ୍ଡିତ ତୁମ୍ବନାଥ ତ୍ରିପାଠୀଙ୍କ ତତ୍ୱାବଧାନରେ ପ୍ରତିଷ୍ଠା ଉତ୍ସବ…
ଗାଡ଼ି ଚକରେ ଲାଗିଗଲା ଶାଢ଼ି: ଆଖି ବୁଜିଲେ ଆଶାକର୍ମୀ
ପୁରୁଷୋତ୍ତମପୁର,୧୦।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଧୋବାସାହି ଛକ ନିକଟରେ ସୋମବାର ସନ୍ଧ୍ୟାରେ ଏକ ମୋପେଡ୍ ଗାଡିରୁ ଖସିପଡି ଆଛୁଲି ଗ୍ରାମର ଆଶାକର୍ମୀ ପ୍ରମିଳା ପଣ୍ଡା(୫୫)ଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଆଶାକର୍ମୀ ପ୍ରମିଳା ଜଣେ ଗର୍ଭବତୀ ମହିଳାଙ୍କୁ…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ବୁଗୁଡା,୧୦ା୩(କାଳିଚରଣ ଦାଶ): ବୁଗୁଡା ଥାନା ଅନ୍ତର୍ଗତ ପଙ୍କଳସାହି ଗାଁର ଗୌରହରି ଦଳରା(୨୧)କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ଆହତ ହୋଇଥିବା ନେଇ ଥାନାରେ ଅଭିଯୋଗ ପରେ ପୋଲିସ ପକ୍ଷରୁ କେଶ୍ ନଂ.୧୩୪/୨୫ରେ ମାମଲା ରୁଜୁ ହୋଇଛି। କିଛିଦିନ ତଳେ ଗୌରହରି ଓ ତାଙ୍କ ଗ୍ରାମର…
ବଢୁଛି ନାରୀ ନିର୍ଯାତନା: ଜିଲାପାଳଙ୍କ ଅଫିସ ଆଗରେ କଂଗ୍ରେସର ପ୍ରତିବାଦ
ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଅଛନ୍ତି। ନାରୀ ନିର୍ଯାତନା ନିତିଦିନିଆ ଘଟଣାରେ ପରିଣତ ହୋଇଛି। ବେଟି ବଞ୍ଚାଅ, ବେଟି ପଡ଼ାଅ ସ୍ଲୋଗାନ ଦେଉଥିବା ଡବଲ ଇଞ୍ଜିନ ସରକାରଙ୍କ ୮ ମାସର ଶାସନକାଳ ଲଜ୍ଜାରେ ଭରି ରହିଛି । ଗତ ୮…
ଜୟନାରାୟଣଙ୍କ ବୟାନ ପରେ ବଢୁଛି କୋଶଲ ତାତି: ବନ୍ଦେ ଉତ୍କଳ ଜନନୀକୁ ବିରୋଧ
ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): କୋଶଲ ପ୍ରସଙ୍ଗରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଶନିବାର ବୟାନ ଦେବା ପରେ କୋଶଲ ଆନ୍ଦୋଳନ ତେଜି ଉଠିଛି। ସୋମବାରସନ୍ଧ୍ୟାରେ କୋଶଲ ସେନାର ସଂଗ୍ରାମୀମାନେ ବରଗଡ଼ ଗାନ୍ଧୀଛକରେ ସମବେତ ହୋଇଥିଲେ। ଜୟନାରାୟଣଙ୍କ ବୟାନକୁ ସେମାନେ ସମର୍ଥନ କରିଥିଲେ। ଏହା…
Archives


