ଭାଜପା ନୂଆ ରାଜ୍ୟ ସଭାପତି : କାହା ନାଁରେ ବାଜିବ…
ଭୁବନେଶ୍ୱର,୩।୧୦: ଖୁବଶୀଘ୍ର ଘୋଷଣା ହେବ ଭାଜପା ନୂଆ ରାଜ୍ୟ ସଭାପତି ନାଁ। ଏ ନେଇ ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାାଦକ ତରୁଣ ଚୁଗ ସୂଚନା ଦେଇଛନ୍ତି। ତେବେ ଏ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ବସିଥିଲା, ଆଲୋଚନା ମଧ୍ୟ ହୋଇଥିଲା ।…
ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍; ଅଳ୍ପକେ ବଞ୍ଚିଗଲା ରୋଗୀଙ୍କ ସମେତ ୮ ଜଣଙ୍କ ଜୀବନ
ରାୟଗଡା,୧୦।୩: ସୋମବାର ରାୟଗଡା ଜିଲା କାଣିପାଇ ନିକଟରେ ରେଳପଥ ପାର ହେଉଥିବା ସମୟରେ ଏକ ମାଲବାହୀ ଟ୍ରେନ୍ ଏକ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଆମ୍ବୁଲାନ୍ସଟି ରାୟଗଡ଼ାର କଲ୍ୟାଣସିଂହପୁର ବ୍ଲକ୍ ରୁ ଆଖି ଅସ୍ତ୍ରୋପଚାର ପାଇଁ ଅନନ୍ତ ଚକ୍ଷୁ ହସ୍ପିଟାଲକୁ କିଛି ରୋଗୀଙ୍କୁ…
ଟ୍ରାକ୍ଟରେ ଯାଉଥିଲେ ମହିଳା ଶ୍ରମିକ: ଉଠିଗଲା ଡ଼ାଲା, ଆଉ ତା’ପରେ…
ଝରିଗାଁ,୧୦।୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଗୋମିଆଡ଼ା ଗ୍ରାମଠାରୁ କିଛି ଦୂରରେ ସୋମବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଘମା ଗୌଡ଼(୪୫)। ଗ୍ରାମବାସୀଙ୍କ କହିବା ମୁତାବକ, ସବୁଦିନ ଭଳି ସୋମବାର…
ଛତ୍ରପୁର ଉପଖଣ୍ଡ ସରକାରୀ ଚିକିତ୍ସାଳୟକୁ ଅଚାନକ ପରିଦର୍ଶନ କରିଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୧୦।୩(ଦିଲ୍ଲୀପ ସାମଲ): ଛତ୍ରପୁର ଉପଖଣ୍ଡ ସରକାରୀ ଚିକିତ୍ସାଳୟକୁ ସୋମବାର ଅଚାନକ ପରିଦର୍ଶନ କରିଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡା। ଚିକିତ୍ସାଳୟରେ ରୋଗୀଙ୍କୁ ପ୍ରଦାନ କରାଯାଉଥିବା ସ୍ବାସ୍ଥ୍ୟ ସେବା, ନିରାମୟ କେନ୍ଦ୍ର, ପାଥୋଲୋଜି, ଓପିଡି, ହେଲ୍ପ ଡେସ୍କ, ଡାକ୍ତରମାନଙ୍କ ସଠିକ ଚିକିତ୍ସା…
ଜୟନାରାୟଣଙ୍କ ବିବାଦୀୟ ବୟାନ: ବାବୁ ସିଂ କହିଲେ ଓଡ଼ିଶାର ସ୍ବାର୍ଥ ପାଇଁ… …
ଭୁବନେଶ୍ୱର,୧୦।୩: ଜୟନାରାୟଣଙ୍କ ବୟାନକୁ ନେଇ ମୁହଁ ଖୋଲିଲା ଭାଜପା। ଭାଜପା ବିଧାୟକ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାର ସ୍ବାର୍ଥ ପାଇଁ ଇଞ୍ଚେ ବି ସାଲିସ କରାଯିବ ନାହିଁ। ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଭାପତି ତାଙ୍କୁ ପଚାରି ବୁଝିବେ। ସୂଚନାଯୋଗ୍ୟ, ସମ୍ବଲପୁର ବିଧାୟକ…
ଘରେ ନିଆଁ ଲଗାଇବା ଅଭିଯୋଗରେ ପ୍ରକାଶ ପାଇଲା ରାୟ: ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ ଦଣ୍ଡ
ଛତ୍ରପୁର,୧୦।୩(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ମ୍ୟୁନିସିପେଣ୍ଠ ଗ୍ରାମରେ ୨୦୨୩ ସେପ୍ଟେମ୍ବର ୯ ତାରିଖରେ ପ୍ରସାଦ କୁମାର ପ୍ରଧାନଙ୍କ ଘରେ ନିଆଁ ଲଗାଇ ଘରର ଅସବାପତ୍ର ପୋଡି ଦିଆଯାଇଥିଲା। ଯାହାକୁ ନେଇ ସୋମବାର ଛତ୍ରପୁର ସବ୍ଜଜ ଅଦାଲତରେ ଏହି ମାମଲାର ଚୂଡାନ୍ତ ରାୟ…
ତେନ୍ଦୁଲକରଙ୍କ ଝିଅ ନୁହନ୍ତି, ଏହି ଅଭିନେତ୍ରୀଙ୍କୁ ଡେଟ୍ କରୁଛନ୍ତି କ୍ରିକେଟର ଶୁବମନ ଗିଲ୍
ମୁମ୍ବାଇ: ଭାରତୀୟ କ୍ରିକେଟର ଶୁବମନ ଗିଲ୍ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କୁ ଡେଟ୍ କରୁଥିଲେ ବୋଲି ଖୁବ୍ ଚର୍ଚ୍ଚା ହେଉଥିଲା। ମାତ୍ର ଏବେ ସାରା ନୁହନ୍ତି, ଏହି ଅଭିନେତ୍ରୀଙ୍କୁ ଡେଟ୍ କରୁଛନ୍ତି ଶୁବମନ। ଉଭୟଙ୍କ ଫଟୋ ମଧ୍ୟ ଭାଇରାଲ ହେବାରେ…
ପୋଲିସଙ୍କ ପାଇଁ ଖୁସିଖବର: ମିଳିବ ସ୍ପିଡ୍ ବାଇକ, ବୋଲେରୋ
ଭୁବନେଶ୍ୱର,୧୦।୩: ଏଥର ଅପରାଧୀଙ୍କୁ ଧରିବା ହେବ ସହଜ । ପୋଲିସକୁ ମିଳିବ ସ୍ପିଡ ବାଇକ ଓ ବୋଲେରୋ। ରାଜ୍ୟ ସରକାରଙ୍କ ପକ୍ଷରୁ ଅପରାଧ ନିୟନ୍ତ୍ରଣ ପାଇଁ ସ୍ପିଡ ଗାଡ଼ି ସ୍ପିଡ ବାଇକ ଓ ବୋଲେରୋ ଯୋଗାଇ ଦିଆଯିବ । ପୋଲେିସଙ୍କୁ ମିଳିବ…
ସେନା ଅଧିକାରୀ-ବାନ୍ଧବୀଙ୍କୁ ଅସଦାଚରଣ ମାମଲା: ଓଡ଼ିଶା ସରକାରଙ୍କୁ ତଦନ୍ତ ରିପୋର୍ଟ ଦେଲ ନ୍ୟାୟିକ କମିଶନ
ଭୁବନେଶ୍ୱର,୧୦।୩: ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କ ଉପରେ ପୋଲିସର ଅତ୍ୟାଚାରର ତଦନ୍ତ ପାଇଁ ଗଠିତ ନ୍ୟାୟମୂର୍ତ୍ତି ଚିତ୍ତ ରଞ୍ଜନ ଦାସ କମିଶନ ସୋମବାର ଗୃହ ବିଭାଗ ସଚିବଙ୍କୁ ୨୮୨ ପୃଷ୍ଠାର ରିପୋର୍ଟ ପ୍ରଦାନ କରିଛନ୍ତି। ଗତବର୍ଷ ଅକ୍ଟୋବର ୧ ତାରିଖରୁ…
ନୟାଗଡ଼ରେ ଭୟଙ୍କର ବାଣ ବିସ୍ଫୋରଣ: ୨ଗୁରୁତର
ନୟାଗଡ଼,୧୦।୩: ନୟାଗଡ଼ ଜିଲା ସଦର ଥାନା ମାଲିସାହି ପଞ୍ଚାୟତ ହୀରାଦେଇପୁର ଗାଁ ସୋମବାର ଭୟଙ୍କର ବାଣ ବିସ୍ଫୋରଣ ଘଟିଛି। ବାଣ ବିସ୍ଫୋରଣରେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ନୟାଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ଭୁବନେଶ୍ୱର…
ରବିନ୍ଦ୍ର ଜାଡେଜାଙ୍କ ବଡ଼ ଘୋଷଣା: ODI ଫର୍ମାଟରୁ ଅବସରକୁ ନେଇ…
ନୂଆଦିଲ୍ଲୀ,୧୦।୩: ଚାମ୍ପିୟନ୍ସ ଟ୍ରଫି ୨୦୨୫ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ବିରାଟ କୋହଲି, ରୋହିତ ଶର୍ମା ଏବଂ ରବିନ୍ଦ୍ର ଜାଡେଜାଙ୍କ ODI ଫର୍ମାଟରୁ ଅବସର ନେବାର ଗୁଜବ ଶୀର୍ଷରେ ଥିଲା। ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ନିଜର ସ୍ପେଲ ସମାପ୍ତ କରିବା ପରେ…
ପ୍ରେମାନନ୍ଦ ମହାରାଜଙ୍କ ଭୟଙ୍କର ଭବିଷ୍ୟବାଣୀ: କହିଲେ କଳିଯୁଗରେ କ’ଣ ଘଟିବ, ଶୁଣିଲେ ଥରିଉଠିବେ…
ନୂଆଦିଲ୍ଲୀ,୧୦।୩: ପ୍ରେମାନନ୍ଦ ଜୀ ମହାରାଜଙ୍କ କୌଣସି ପରିଚୟର ଆବଶ୍ୟକତା ନାହିଁ। ବୃନ୍ଦାବନର ପ୍ରସିଦ୍ଧ ସନ୍ଥଙ୍କୁ ଭେଟିବା ପାଇଁ ଦେଶ ଏବଂ ବିଦେଶରୁ ଲୋକମାନେ ଆସନ୍ତି। ଆଜିକାଲି ସେ ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି। ତାଙ୍କ ସତସଙ୍ଗ ମାଧ୍ୟମରେ ସେ ଲୋକମାନଙ୍କୁ ସାଂସାରିକ…
Archives


