IND vs PAK: ପାକିସ୍ତାନକୁ ଧୂଳି ଚଟାଇବାକୁ ଶ୍ରୀଲଙ୍କା ପହଞ୍ଚିଲା ଟିମ୍ ଇଣ୍ଡିଆ, ହେଲା ଭବ୍ୟ ସ୍ବାଗତ
ନୂଆଦିଲ୍ଲୀ,୧୪।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପାକିସ୍ତାନ ବିପକ୍ଷରେ T20 ବିଶ୍ୱକପ 2026 ର ତୃତୀୟ ମ୍ୟାଚ ଖେଳିବା ପାଇଁ ଶ୍ରୀଲଙ୍କାରେ ପହଞ୍ଚିଛି। ଫେବୃଆରୀ ୧୫ରେ ଟିମ ଇଣ୍ଡିଆ କଲମ୍ବୋର ଆର. ପ୍ରେମଦାସା କ୍ରିକେଟ ଷ୍ଟାଡିୟମରେ ସଲମାନ ଅଲି…
Ind Vs Pak: ଏହି ଷ୍ଟାର ଭାରତୀୟ ଖେଳାଳିଙ୍କୁ ନେଇ ଭୟ କଲାଣି ପାକିସ୍ତାନ!
ନୂଆଦିଲ୍ଲୀ,୧୪।୨: ଫେବୃଆରୀ ୧୫ ତାରିଖରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC ପୁରୁଷ ଟି୨୦ ବିଶ୍ୱକପ ୨୦୨୬ରେ ହେବାକୁ ଥିବା ହାଇ-ଭୋଲଟେଜ ମ୍ୟାଚ ପୂର୍ବରୁ ପରିବେଶ ଉଷ୍ମ ହେଉଛି। ଏହି ବଡ଼ ମ୍ୟାଚ ପୂର୍ବରୁ ସବୁଠାରୁ ଚର୍ଚ୍ଚିତ ଭାରତୀୟ ଖେଳାଳି ହେଉଛନ୍ତି…
ବ୍ୟାନର ମାରି ଉପସ୍ଥିତି ଦର୍ଶାଇଲେ ମାଓବାଦୀ: ଆତଙ୍କିତ ନ ହେବାକୁ….
ରାୟଗଡ଼ା/କଲ୍ୟାଣସିଂହପୁର,୧୪।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ମାଓବାଦୀ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ଜଣ ମାଓବାଦୀ ଆତ୍ମସମର୍ପଣ ପରେ ରାୟଗଡ଼ା ଜିଲା ଏକ ପ୍ରକାର ମାଓମୁକ୍ତ ଅଞ୍ଚଳ ହୋଇଥିବା ନେଇ ପୋଲିସ ଆଶ୍ୱସ୍ତି ପ୍ରକାଶ କରିଥିଲା। ହେଲେ ଠିକ୍ ଏହାର ସପ୍ତାହ…
ସାଇବର ଠକଙ୍କ କବ୍ଜାରେ ବଲାଙ୍ଗୀରର ୯୯୨ ଆକାଉଣ୍ଟ
ବଲାଙ୍ଗୀର,୧୪ା୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସାଇବର ଥାନା ପୋଲିସ ଏକ ଆନ୍ତଃରାଜ୍ୟ ସାଇବର ଠକେଇ ରାକେଟର ପର୍ଦ୍ଦାଫାଶ କରିଛି। ବଲାଙ୍ଗୀର ଏସ୍ପି ଅଭିଳାଷ ଜି ଶୁକ୍ରବାର ସ୍ଥାନୀୟ ସାଇବର ଥାନା ପରିସରରେ ଖବରଦାତା ସମ୍ମିଳନୀ କରି ଏହି ରାକେଟ୍ ସମ୍ପର୍କରେ ସୂଚନା…
ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର
ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ ଦୁର୍ବୃତ୍ତ ମାଡ଼ ମାରିବା ସହିତ ଛୁରାମାଡ କରିଛନ୍ତି । ଛୁରା ମାଡ଼ରେ ଗୁରୁତର…
ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍: ଲୋକୋପାଇଲଟ….
କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ ଟ୍ରେନ୍ ଅଟକିଥିଲା। ହାତୀପଲ ଦେଖି ଲୋକୋପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ଼…
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ
ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା ସଂସ୍କୃତି ଓ ପରମ୍ପରାର ରାଜ୍ୟ। ଅଭାବ ଯୋଗୁ ଲୋକେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ…
ପ୍ରତିଶ୍ରୁତି ମିଳିଲା, ଆନ୍ଦୋଳନ ହଟିଲା: ବିକ୍ରି ଅପେକ୍ଷାରେ ରହିଥିବା ଚାଷୀ
ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ରବି ଚାଷକାର୍ଯ୍ୟ ସମୟ ଗଡ଼ି ଚାଲିଛି। କିଛି ଚାଷୀ ତଳିପକା କାର୍ଯ୍ୟ ସାରିଥିବାବେଳେ ଆଉ କିଛି ବିଲରେ ଧାନପହ୍ଲା ରୋଇ ସାରିଛନ୍ତି। ମାତ୍ର ଜିଲାରେ ଏବେ ମଧ୍ୟ ଅନେକ ଚାଷୀ ଗତ ଖରିଫ ଧାନକୁ ଏପର୍ଯ୍ୟନ୍ତ ବିକ୍ରି କରି ପାରିନାହାନ୍ତି।…
ତାତିଲେ ଚାଷୀ, ୨୮ରେ ତହସିଲ ଘେରାଉ
ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀ ସମସ୍ୟା ବଢି ଚାଲିଛି। ଧାନବିକ୍ରି ଅବ୍ୟବସ୍ଥା ଏଥର ଅନ୍ୟବର୍ଷ ଅପେକ୍ଷା ଚାଷୀଙ୍କ ଦୁଃଖ ବଢାଇ ଦେଇଛି। ଏହାକୁ ନେଇ ଚାଷୀ ଅସନ୍ତୋଷ ବଢିବାରେ ଲାଗିଛି। ଏହି କ୍ରମରେ ଶୁକ୍ରବାର ଭଟଲି ବ୍ଲକ ସୁଲୁସୁଲିଆ କୋଲିଆରି ଡ୍ୟାମ୍ଠାରେ…
ଟିମ୍ ଇଣ୍ଡିଆ ପହଞ୍ଚି ନାହିଁ, ହେଲେ ମ୍ୟାଚ୍ର ୨ ଦିନ ପୂର୍ବରୁ ଏମିତି କଲା ପାକିସ୍ତାନ
କଲମ୍ବୋ,୧୩।୨: କ୍ରିକେଟର ଆଉ ଏକ ମହାଲଢ଼େଇ ପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି। ଟି-୨୦ ବିଶ୍ୱକପ୍ ୨୦୨୬ରେ ଆସନ୍ତା ରବିବାର, ୧୫ ଫେବୃଆରୀରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ହେବାକୁ ଥିବା…
ଫେବୃଆରୀ ୧୦ରେ ଘରକୁ ଆସିବାକୁ କାଟିଥିଲେ ଟିକେଟ: ଗାଁରେ ମୃତଦେହ
ଆଳି,୧୩ା୨(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା କଣ୍ଟିପୁର ଗ୍ରାମର ମାନସ ସାହୁଙ୍କ ପୁଅ ଅନନ୍ତ(୩୭)ଦୁବାଇରେ ପାଣି ପାଇପ ମିସ୍ତ୍ରି କାମ କରୁଥିବା ବେଳେ ଫେବୃଆରୀ ୧୦ରେ ଘରକୁ ଫେରିବା ନିମନ୍ତେ ଟିକେଟ କାଟିଥିଲେ। କିନ୍ତୁ ଫେବୃଆରୀ ୧୦ ତାରିଖ…
ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…
ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ ବିରୋଧୀ ଦଳକୁ ଘେରିବା ସହ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦଙ୍କ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି।…
Archives


