୫ ବର୍ଷରେ ଗିରଫ ହୋଇଛନ୍ତି ୮୨୭ ସରକାରୀ ବାବୁ, ଏବେ ବି ୧୧୩୧ ମାମଲାର ଚାଲିଛି ବିଚାର
ଭୁବନେଶ୍ୱର,୧୦ା୩: ୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ ହୋଇଥିବାବେଳେ ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ ହୋଇଛନ୍ତି। ଏବେ ବି ୧୧୩୧ଟି ମାମଲାର ବିଚାର ପ୍ରକ୍ରିୟା ଜାରି ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର…
୧୮ ବର୍ଷୀୟଙ୍କ ମୁହଁରେ ସବୁଠୁ ବେଶି କେଶ
ଭୋପାଳ: ମଧ୍ୟପ୍ରଦେଶର ରତ୍ନାମ ନିବାସୀ ଲଳିତ ପାଟିଦାର (୧୮)ଙ୍କ ନାମ ଗିନିଜ୍ ଓ୍ବାଲର୍ଡ ରେକଡର୍ସ (ଜିଡବ୍ଲ୍ୟୁଆର୍)ରେ ସ୍ଥାନିତ ହୋଇଛି। ମୁହଁରେ ସବୁଠାରୁ ଅଧିକ କେଶ ଥିବା ବ୍ୟକ୍ତି ଭାବେ ଲଳିତ ଜିଡବ୍ଲ୍ୟୁଆର୍ର ଅଧିକାରୀ ହୋଇପାରିଛନ୍ତି। ସେ ଲମ୍ବା ସମୟ ଧରି ହାଇପର୍ଟ୍ରିଚୋସିସ୍…
ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ୭୨ ଜଣ ଛାତ୍ର ଆତ୍ମହତ୍ୟା କରିଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୩: ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ମୋଟ ୭୨ ଜଣ ଛାତ୍ର ଆତ୍ମହତ୍ୟା କରି ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣା ପଛର କାରଣ…
ଶରୀରକୁ ସୁସ୍ଥ ରଖେ ରଜନୀଗନ୍ଧା
ରଜନୀଗନ୍ଧାର ନାମ ନେବା ମାତ୍ରେ ଆମ ଆଖି ସାମ୍ନାରେ ଏକ ସତେଜ ଧଳା ସୁଗନ୍ଧିତ ଫୁଲର ପ୍ରତିଛବି ଉଙ୍କି ମାରୁଥାଏ। ଔଷଧୀୟ ଗୁଣରେ ପରିପୂର୍ଣ୍ଣ ଏହି ଫୁଲଟି କେବଳ ଆପଣଙ୍କ ଜୀବନକୁ ସୁଗନ୍ଧିତ କରେ ନାହିଁ, ବରଂ ଏହା ଆପଣଙ୍କ ସ୍ବାସ୍ଥ୍ୟକୁ…
IIFA ଆଓ୍ବାର୍ଡରେ ସେରିମନିରେ ରେଖାଙ୍କୁ ମିଳିଲା ସ୍ପେଶାଲ ଗିଫ୍ଟ, ଅଭିନେତ୍ରୀ କିସ୍ କରି କହିଲେ…
ମୁମ୍ବାଇ: ରବିବାର ଜୟପୁରରେ ଅନ୍ତର୍ଜାତୀୟ ଭାରତୀୟ ଚଳଚ୍ଚିତ୍ର ଏକାଡେମୀ (IIFA) ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା। ଜୟପୁର ପ୍ରଦର୍ଶନୀ ଏବଂ ସମ୍ମିଳନୀ କେନ୍ଦ୍ର (JECC)ରେ ଅନୁଷ୍ଠିତ ଏହି ଉତ୍ସବରେ ‘ଲାପତା ଲେଡିଜ’ ସର୍ବାଧିକ ୧୦ଟି ପୁରସ୍କାର ଜିତିଛି। ସେହିପରି, କାର୍ତ୍ତିକ ଆର୍ଯ୍ୟନଙ୍କୁ…
Photo: ବିକିନିରେ ଅନନ୍ୟା ପାଣ୍ଡେଙ୍କ କିଲର ଲୁକ୍, ବେଳାଭୂମିରେ କଲେ ମସ୍ତି…
ମୁମ୍ବାଇ: ବଲିଉଡର ସୁନ୍ଦରୀ ଡିଭା ଅନନ୍ୟା ପାଣ୍ଡେ ଆଜିକାଲି ତାଙ୍କ ଜୀବନର ସବୁଠାରୁ ଭଲ ପର୍ଯ୍ୟାୟରେ ଅଛନ୍ତି। ଅଭିନେତ୍ରୀ ପ୍ରତ୍ୟେକ ମୁହୂର୍ତ୍ତକୁ ଖୋଲାଖୋଲି ଉପଭୋଗ କରୁଛନ୍ତି। ଅଭିନେତ୍ରୀଙ୍କ ଖୁସି ତାଙ୍କ ସଦ୍ୟତମ ଇନଷ୍ଟା ପୋଷ୍ଟକୁ ଦେଖି ଅନୁମାନ କରାଯାଇପାରିବ। ପ୍ରକୃତରେ, ଅନନ୍ୟା…
ନିଆଁ ଲାଗି ଜଳିଗଲା ଦୋକାନ, ୧୦ ଲକ୍ଷ ଟଙ୍କାର ଜିନିଷ ପୋଡ଼ି ପାଉଁଶ
ସାବରଙ୍ଗ,୧୦ା୩(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘର ପୋଖରୀ ପଞ୍ଚାୟତର ଗଦଳା ଗ୍ରାମରେ ଅଶୋକ ନାୟକଙ୍କ ଦୋକାନରେ ରବିବାର ରାତିରେ ନିଆଁ ଲାଗି ଜଳିଯାଇଛି, ଦୋକାନରେ ଥିବା ଦୁଇଟା ବାଇକ୍ ଓ ତେଜରାତି ସାମଗ୍ରୀ ଯାହାର ଆନୁମାନିକ ମୂଲ୍ୟ…
ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ
ଅନୁଗୋଳ ଅଫିସ,୧୦ା୩(ମାନସ ବିଶ୍ୱାଳ): ଅନୁଗୋଳ ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ପୂର୍ବାହ୍ନରେ ମହିଳାମାନଙ୍କ ପ୍ରତି ଅକଥନୀୟ ନିର୍ଯାତନା ବିରୋଧରେ ଏବଂ ମହିଳାମାନଙ୍କ ସୁରକ୍ଷା ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହି ବିକ୍ଷୋଭରେ କଂଗ୍ରେସ ଜିଲା ସଭାପତି ଅମ୍ବିକା ଭୋଟ୍…
ଦୁଇ ନାବାଳକ ଭାଇଙ୍କ ମୃତଦେହ ଜବତ, ହତ୍ୟା ସନ୍ଦେହ
ନୟାଗଡ଼,୧୦ା୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚେଙ୍ଗଡ଼ା ଶିବମନ୍ଦିର ନିକଟସ୍ଥ ଏକ ବନ୍ଦ ଘରୁ ଦୁଇ ନାବାଳକ ଭାଇଙ୍କ ମୃତଦେହ ଜବତ ହୋଇଛି। ଫତେଗଡ଼ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଏହା ହତ୍ୟା ନା ଆତ୍ମହତ୍ୟା…
ଡାଇବେଟିସ୍ ଆଶଙ୍କା ବଢ଼ାଏ ଅସନ୍ତୁଳିତ ଜୀବନଶୈଳୀ: ହୋଇଯାନ୍ତୁ ସଚେତନ
ଆଜିକାଲି ବ୍ୟସ୍ତମୟ ଜୀବନରେ ନିଜର ଜୀବନଶୈଳୀକୁ ସନ୍ତୁଳିତ ରଖିବା ଜରୁରୀ ହୋଇପଡ଼ିଛି। ଯଦି ଦୀର୍ଘ ମାସ ଧରି ଏହା ଅସନ୍ତୁଳିତ ରହିଲା, ତେବେ ତାହା ଡାଇବେଟିସ୍ର କାରଣ ସାଜିବାର ଯଥେଷ୍ଟ ଆଶଙ୍କା ରହିଛି। ଏଭଳି ବିଷୟବସ୍ତୁକୁ ନେଇ ସର୍ଭେ କରିବା ସମୟରେ…
ପିଜୁଳିରେ ରହିଛି ଅନେକ ପୋଷକତତ୍ତ୍ୱ, ମାତ୍ର ଏହି ରୋଗୀଙ୍କୁ ଖାଇବା ମନା, ଜାଣନ୍ତୁ କାହିଁକି…
ପିଜୁଳି ଏମିତି ଏକ ଫଳ ଯାହା ବହୁତ ସ୍ବାଦିଷ୍ଟ ଏବଂ ପୁଷ୍ଟିକର ଭାବରେ ବିବେଚନା କରାଯାଏ। ଅଧିକାଂଶ ଲୋକ ଏହାକୁ ଖାଇବାକୁ ପସନ୍ଦ କରନ୍ତି। ବିଶେଷକରି ଯେଉଁମାନଙ୍କର ପାଚନ ସମସ୍ୟା ଅଧିକ ଥାଏ, ଏହା ସେମାନଙ୍କ ପାଇଁ କୌଣସି ବରଦାନଠାରୁ କମ୍…
ଲାପତା ଲେଡିଜ୍’ର ୧୭ ବର୍ଷୀୟା ନାୟିକା ଜିତିଲେ IIFA ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର, ମଞ୍ଚରେ କହିଲେ ବଡ଼ କଥା
ଜୟପୁର,୧୦।୩: ୨୦୨୫ ମସିହାର IIFA ପୁରସ୍କାରରେ ଶ୍ରେଷ୍ଠ ଅଭିନେତ୍ରୀ (ମହିଳା) ଘୋଷଣା ସମୟରେ ସମସ୍ତେ ସ୍ତବ୍ଧ ହୋଇଯାଇଥିଲେ। ବର୍ତ୍ତମାନ ପିଢ଼ିର ତିନି ଜଣ ସବୁଠାରୁ ଲୋକପ୍ରିୟ ମହିଳା ତାରକା ଥିଲେ, ତାଙ୍କ ସହିତ ସମୀକ୍ଷକମାନଙ୍କ ଦ୍ୱାରା ପ୍ରଶଂସିତ ପ୍ରଦର୍ଶନ ପାଇଁ ଜଣାଶୁଣା…
Archives


