ପାଣିଘେରରେ ତେରେସିଂହା ବସ୍ତି ସ୍କୁଲ
କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପଣିଘେରରେ ରହିଛି। ଏହି ସମସ୍ୟା ପ୍ରତିବର୍ଷ ଦେଖାଦେଉଥିଲେ ମଧ୍ୟ ଏହାର ସମାଧାନ ହୋଇପାରିନାହିଁ। ଫଳରେ ଅସୁରକ୍ଷିତ ତଥା ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଚାଲିଛି…
ଦିଗମ୍ବର ଠେଲାଙ୍କ ସ୍ବପ୍ନ ସାକାର: ଅନ୍ତ୍ୟୋଦୟ ଗୃହ ଯୋଜନାରେ ୪ ମାସରେ କଲେ ଗୃହ ନିର୍ମାଣ
ଭବାନୀପାଟଣା,୧ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବୋରବୋର୍ଡା ପଞ୍ଚାୟତ ଅନ୍ତର୍ଗତ ଫପସୀ ଗ୍ରାମର ଦିଗମ୍ବର ଠେଲା ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ପାଇ ୪ ମାସ ମଧ୍ୟରେ ଗୃହ ନିର୍ମାଣ ସମ୍ପୂର୍ଣ୍ଣ କରିଛନ୍ତି। ସେ ଶତପ୍ରତିଶତ ଦିବ୍ୟାଙ୍ଗ (ଦୃଷ୍ଟିବାଧିତ) ହୋଇଥିବାବେଳେ…
ସରକାରଙ୍କ ନୂଆନୀତିକୁ ବିରୋଧ, ଆଜି ଆନ୍ଦୋଳନ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ଖରିଫ ଧାନବିକ୍ରି ପାଇଁ ଏଥର ରାଜ୍ୟ ସରକାର ନୂଆନୀତି ଆଣିଛନ୍ତି। ସରକାରଙ୍କ ଏହି ନୀତି ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ଗୋଟିଏ ପଟେ ଏହି ନୀତି ବିରୋଧରେ ରାଜ୍ୟ ସରକାରଙ୍କ ବିରୋଧରେ ଅସନ୍ତୋଷ ତେଜି ଉଠିଥିବାବେଳେ ଅନ୍ୟପଟେ ପଞ୍ଜୀକରଣରୁ ମଧ୍ୟ…
୧୪ ଦିନ ରଖି ନାବାଳିକାଙ୍କୁ ବଳାତ୍କାର
ସୁନ୍ଦରଗଡ଼,୩୧।୭: ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏକ ଘରେ ପ୍ରାୟ ୧୪ ଦିନ ରଖି ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ୧୪ ଦିନ ତଳେ ନାବାଳିକା…
ଗାଭାସ୍କରଙ୍କ ରେକର୍ଡ ଭାଙ୍ଗିଲେ ଅଧିନାୟକ ଗିଲ୍
ଲଣ୍ଡନ,୩୧ା୭: ଜବରଦସ୍ତ ଫର୍ମରେ ଥିବା ଶୁବମନ ଗିଲ୍ ଗୁରୁବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟେଷ୍ଟରେ ଭାରତୀୟ ଅଧିନାୟକ ଭାବେ ଏକ ଟେଷ୍ଟ ସିରିଜ୍ରେ ସର୍ବାଧିକ ରନ କରିବାର ରେକର୍ଡର ଅଧିକାରୀ ହୋଇଛନ୍ତି। ଦି ଓଭାଲଠାରେ ଖେଳାଯାଉଥିବା ପଞ୍ଚମ ଟେଷ୍ଟ…
ଲଗାତର ୫ ଥର ଟସ୍ ହାରିଲେ ଅଧିନାୟକ ଗିଲ୍, ଜାଣନ୍ତୁ ଏଭଳି ଟସ୍ ହାରିବାରେ କାହାର ରହିଛି ନାଁ…
ଲଣ୍ଡନ,୩୧ା୭: ଭାରତୀୟ ଦଳର ଟେଷ୍ଟ ଅଧିନାୟକ ଶୁବମନ ଗିଲ୍ ଗୁରୁବାର ଦି ଓଭାଲଠାରେ ଆଣ୍ଡରସନ-ତେନ୍ଦୁଲକର ଟ୍ରଫିର ପଞ୍ଚମ ଟେଷ୍ଟରେ ଟସ୍ ହାରିଛନ୍ତି। ଚଳିତ ଟେଷ୍ଟ ସିରିଜ୍ରେ ସେ ପଞ୍ଚମ ଥର ପାଇଁ ଟସ୍ ହାରିଛନ୍ତି। ଏଥିସହିତ ସେ ଭାରତୀୟ କ୍ରିକେଟ୍ ଇତିହାସରେ…
କାଲି ଏହି ୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୩୧ା୭(ଅନୁରାଧା ମହାରଣା) – ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ…
ପଲିଟିକ୍ସକୁ ଓହ୍ଲାଇବେ ସଲମାନ? କ୍ରିପ୍ଟିକ୍ ପୋଷ୍ଟକୁ ନେଇ ବଢ଼ିଲା ହଲଚଲ…
ମୁମ୍ବାଇ: ବଲିଉଡ ପରେ ନୂଆ ଇନିଂସ ଆରମ୍ଭ କରିବେ ଭାଇଜାନ୍। ସେଇଟି ହେଲା ରାଜନୀତି। କିଛି ଏଭଳି ଚର୍ଚ୍ଚା ଏବେ ବଢ଼ିବାରେ ଲାଗିଛି। ଏହା ପଛରେ ରହିଛି ସୁପରଷ୍ଟାର ସଲମାନଙ୍କ ଏକ ପୋଷ୍ଟ। ଆଗକୁ ମହାରାଷ୍ଟ୍ରରେ ବିଏମ୍ସିର ନିର୍ବାଚନ ହେବାକୁ ଯାଉଛି।…
ଦାୟିତ୍ୱ ଗ୍ରହଣର ୩ ଦିନ ପରେ କୋଟିଆରେ ପହଞ୍ଚିଲେ ନୂତନ ଜିଲାପାଳ: ତଦାରଖ କଲେ ଉନ୍ନୟନମୂଳକ କାର୍ଯ୍ୟ
ପଟ୍ଟାଙ୍ଗି,୩୧।୭(ଶରତ କୁମାର ଧଳ): କୋରାପୁଟ ଜିଲାକୁ ବଦଳି ହୋଇ ଆସିଥିବା ମନୋଜ ସତ୍ୟବାନ ମହାଜନ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବାର ୩ଦିନ ପରେ ଗୁରୁବାର ହଟାତ୍ ପଟ୍ଟାଙ୍ଗି ବ୍ଲକ ଅଧୀନ ସୀମାନ୍ତ କୋଟିଆ ପଞ୍ଚାୟତ ଗସ୍ତ କରି ଚାଲିଥିବା ବିଭିନ୍ନ…
ପୁଣି ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଲେ କଲେଜର ଡାଟା ଏଣ୍ଟ୍ରି ଅପରେଟର, ସହଯୋଗ କରୁଥିଲେ ଅଧ୍ୟାପକ
ଦିଗପହଣ୍ଡି,୩୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଏକ କଲେଜର ଜଣେ ଯୁକ୍ତ ୨ ଦ୍ୱିତୀୟବର୍ଷ ବିଜ୍ଞାନ ଛାତ୍ରୀଙ୍କୁ ସେହି କଲେଜର ଜଣେ ଡାଟା ଏଣ୍ଟ୍ରି ଅପରେଟର ଦେବବ୍ରତ ସାହୁ ଯୌନ ଶୋଷଣ କରିଥିବା ଅଭିଯୋଗ ହୋଇଛି। ଦେବବ୍ରତଙ୍କୁ ସାନଖେମୁଣ୍ଡି…
୭୧ତମ ଜାତୀୟ ପୁରସ୍କାର: ଆଗରେ ରାଣୀ ମୁଖାର୍ଜୀ, ବିକ୍ରାନ୍ତ ମେସି
ନୂଆଦିଲ୍ଲୀ,୩୧।୭: ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ମେସି ଓ ରାଣୀ ମୁଖାର୍ଜୀ ମୁଖ୍ୟ ଦାବିଦାର ଭାବେ ଆଗରେ ରହିଛନ୍ତି। ‘୧୨ଥ ଫେଲ’ରେ ବିକ୍ରାନ୍ତଙ୍କ ଅଭିନୟ ଓ ‘ମିସେସ ଚାଟାର୍ଜୀ ଭର୍ସେସ ନରୱେ’ରେ ରାଣୀଙ୍କ ଭୂମିକା ବର୍ଷର ଶ୍ରେଷ୍ଠ ଅଭିନୟ…
ଖାଦ୍ୟ ମୂଲ୍ୟ ନିୟନ୍ତ୍ରଣ ପାଇଁ ସଂସଦରେ ନୂଆ ଆଇନ ଦାବି କଲେ ଅଭିନେତା ରବି କିଶନ, ସିଙ୍ଗଡ଼ାର ଦେଲେ ଉଦାହରଣ
ନୂଆଦିଲ୍ଲୀ,୩୧।୭: ଭାଜପା ଏମପି ତଥା ଅଭିନେତା ରବି କିଶନ ବୁଧବାର କେନ୍ଦ୍ର ସରକାରଙ୍କୁ ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବାରେ ପରିବେଷିତ ଖାଦ୍ୟର ମୂଲ୍ୟ ନିୟନ୍ତ୍ରଣ ପାଇଁ ଏକ ନୂଆ ଆଇନ ପ୍ରଣୟନ କରିବାକୁ ଦାବି କରିଛନ୍ତି। ଲୋକସଭାର ଶୂନ୍ୟ ସମୟରେ ଉତ୍ତରପ୍ରଦେଶର…

