ସାଇବର ଅପରାଧରୁ କିପରି ଦୂରେଇ ରହିବେ
କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଳସି ଗ୍ରାମସ୍ଥିତ ଜାହାର ଉଚ୍ଚ ବିଦ୍ୟାପୀଠଠାରେ ଶ୍ରୀ କମ୍ପ୍ୟୁଟର୍ ଏଜୁକେଶନ (ଶ୍ରୀ ରାମ ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର୍ ଏଜୁକେଶନ)ପକ୍ଷରୁ ଦୁଇ ଦିନିଆ ‘ସୁରକ୍ଷିତ ଇଣ୍ଟରନେଟ ଦିବସ’ ଗୁରୁବାର ଓ ଶୁକ୍ରବାର ପାଳିତ…
ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ ପୂର୍ବରୁ ବିଷମକଟକ ବ୍ଲକରେ…
ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ ଇସ୍ତଫା ଦେଇଥିବା ନେଇ ଜିଲା ସଭାପତି ଜଗନ୍ନାଥ ସାରକାଙ୍କୁ ଚିଠି ଲେଖିଥିବା ସହିତ…
ଭ୍ୟାଲେଣ୍ଟାଇନ୍ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍! ସବାଙ୍କ ସହ ବ୍ରେକ୍ଅପ୍ ନେଇ…
ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ । ପ୍ରଥମ ପତ୍ନୀଙ୍କଠାରୁ ଅଲଗା ହେବା ପରେ ଅଭିନେତ୍ରୀ ସବା ଆଜାଦଙ୍କୁ ଡେଟ୍ କରି…
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ
ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି। କାହ୍ନୁ ଚରଣଙ୍କୁ ଜଣେ ସଚ୍ଚୋଟ ନେତା ଭାବେ ଅଭିହିତ…
ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ
ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଳାସପୁର ଗ୍ରାମର…
ରକ୍ଷକ ସାଜିଲା ଭକ୍ଷକ: ମହିଳାଙ୍କ ଅନ୍ତରଙ୍ଗ ମୁହର୍ତ୍ତର ଫୋଟୋ ଭାଇରଲ ଧମକ: ବନ୍ଧାହେଲେ ପୋଲିସ ଏଏସ୍ଆଇ
ବ୍ରହ୍ମପୁର,୧୩।୨(ସୁବାସଚନ୍ଦ୍ର ପାଢ଼ୀ):ଇନଷ୍ଟାଗ୍ରାମରେ ମହିଳାଙ୍କ ସହ ବନ୍ଧୁତା ରଖି ଅଶ୍ଳୀଳ ଫଟୋ ଭାଇରାଲ ଧମକ ଦେଇ ବ୍ଲାକମେଲ ଅଭିଯୋଗରେ ବନ୍ଧାହେଲେ ଜଣେ ପୋଲିସ ଏଏସ୍ଆଇ । ଅଭିଯୁକ୍ତ ଜଣଙ୍କ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗର ସୁରେନ୍ଦ୍ର ପ୍ରଧାନ(୩୯)। ତାଙ୍କ ଘର ଝାରସୁଗୁଡା ହଂସମୁରକତପୁର…
ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍ ଲୋନ୍’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…
ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ କରି ଯେତେବେଳେ ଜଣେ ବ୍ୟକ୍ତି ବ୍ୟାଙ୍କର ସମସ୍ତ ଯୋଗ୍ୟତା ପୂରଣ କରିପାରନ୍ତି ନାହିଁ,…
ଚକୋଲେଟ ଲୋଭ ଦେଖାଇ ଶିଶୁ ସହ ଅପ୍ରାକୃତ ଯୌନସମ୍ପର୍କ, ହତ୍ୟା : ଆସିଲା ବଡ଼ ରାୟ
ବ୍ରହ୍ମପୁର,୧୩ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଞ୍ଚଳରେ ଏକ ଶିଶୁପୁତ୍ର ସହ ଅପ୍ରାକୃତ ଯୌନ ସମ୍ପର୍କ ରଖି ହତ୍ୟା କରାଯାଇଥିଲା। ସ୍ବତନ୍ତ୍ର ପୋକ୍ସୋ ଜଜ୍ ପ୍ରଣତୀ ପଟ୍ଟନାୟକ ଉକ୍ତ ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଉକ୍ତ ଥାନା…
ପୁଣି ଚାମ୍ପିୟନ ହେବ ଟିମ୍ ଇଣ୍ଡିଆ! ୪୩ ବର୍ଷରେ ୩ୟ ଥର ପାଇଁ ଅଦ୍ଭୁତ ସଂଯୋଗ, ବଢ଼ିଲା…
ନୂଆଦିଲ୍ଲୀ,୧୩।୨: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏବେ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିବ ବୋଲି ଏକ ଶୁଭ ସଂଯୋଗ ସୃଷ୍ଟି ହୋଇଛି।…
ଅଟକ ରଖି ୩ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା: ଫିଲ୍ମ ଷ୍ଟାଇଲ୍ରେ ଘରକୁ କରିଦେଲେ ଫୋନ୍, ଏକାବେଳକେ ଖେଳଶେଷ
ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋରୱେଲ ଗ୍ୟାରେଜର ଏକ ଘର ମଧ୍ୟରେ ଅଟକ ଥିବା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ୩ ନିର୍ଯ୍ୟାତିତ ଓଡ଼ିଆ…
୬ ଦାବିଦାରଙ୍କୁ ପଛରେ ପକାଇ ରାଜସ୍ଥାନ ରୟାଲ୍ସର ନୂଆ ଅଧିନାୟକ ହେଲେ ରିୟାନ ପରାଗ, ଜୟସ୍ବାଲ ଦେଲେ ଏଭଳି…
ନୂଆଦିଲ୍ଲୀ,୧୩।୨: ଆଇପିଏଲ ୨୦୨୬ ସିଜିନ ପୂର୍ବରୁ ରାଜସ୍ଥାନ ରୟାଲ୍ସ (RR) ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲିଗ୍ର ପ୍ରଥମ ଚାମ୍ପିୟନ ଦଳ ଏଥର ସମ୍ପୂର୍ଣ୍ଣ ନୂଆ ରୂପରେ ପଡ଼ିଆକୁ ଓହ୍ଲାଇବ। ସଞ୍ଜୁ ସାମସନ ଦଳ ଛାଡ଼ିବା ପରେ…
ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଏମିତି କଥା କହିଲେ ପୂର୍ବତନ ପାକିସ୍ତାନୀ କ୍ରିକେଟର, ଯାହାକୁ ନେଇ ଉଠିଲାଣି ବଡ଼ ବିବାଦ
ନୂଆଦିଲ୍ଲୀ,୧୩।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବନାମ ପାକିସ୍ତାନ ମ୍ୟାଚ ଫେବୃଆରୀ ୧୫ ରେ ହେବାକୁ ଯାଉଛି। ଏହି ବଡ଼ ମ୍ୟାଚ ପୂର୍ବରୁ, ଆମିର ଏକ ଟିଭି ଶୋ’ରେ କହିଥିଲେ ଯେ ଭାରତୀୟ ଓପନର ଅଭିଷେକଙ୍କ ପାଖରେ ସ୍ଥିରତା ନାହିଁ ଏବଂ…
Archives


