ଅଧିକ ସମୟ ଭିଡିଓଗେମ୍ ଖେଳୁଥିଲେ…
ଭିଡିଓ ଗେମ୍ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ ଏହାଦ୍ୱାରା ଜଣଙ୍କର ଜୀବନଶୈଳୀ ମଧ୍ୟ ପ୍ରଭାବିତ ହୋଇଥାଏ। କେବଳ ସେତିକି ନୁହେଁ, ଏହାଦ୍ୱାରା…
ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….
ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ନିଲମ୍ବିତ କରିଛନ୍ତି ।…
ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…
ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି । ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ…
ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…
ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ ଚାପ ଯୋଗୁ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ…
ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK
ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ ରାଜ୍ୟ ସଙ୍ଗୀତ ‘ତାମିଲ ଥାଇ ଭାଜଥୁ’ ଗାନକୁ ବାଧ୍ୟତାମୂଳକ କରାଯାଇଛି। ବିଧାନସଭାରେ ପ୍ରସ୍ତାବ…
ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ
ଜେରୁଜେଲମ୍, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ, ହମାସ୍ ସମ୍ପୂର୍ଣ୍ଣ ଭାବେ ଅସ୍ତ୍ର…
ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ
ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହାକୁ ନେଇ ଛତ୍ରପୁର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ରାଜେଶ…
ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ
ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ ଏକାଠି ହୋଇ ପାରମ୍ପରିକ ବାଦ୍ୟ ଯନ୍ତ୍ର ପୋଷାକ, ଅଳଙ୍କାର, ଆଦି ପରିଧାନ କରି…
ଧାନ ରୋଇବା ବେଳେ ବଜ୍ରପାତ, ବିଲରେ ଘଟିଲା ଏମିତି…
ପାତ୍ରପୁର,୯।୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ତଣ୍ଡିପୁର ଗ୍ରାମରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣକ କୁନ୍ତୀ ସେଠୀ(୪୫) ଓ ଆହତ ମହିଳା ଜଣକ…
ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ
କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା । ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ବିଦ୍ୟୁତ ଵିଭାଗ ପକ୍ଷରୁ ତତପରତା…
ଘରେ ପଶି ଗୀତାଞ୍ଜଳିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ବିବାହ ନ କରି ରହୁଥିଲେ ଏକାକୀ, ଗାଁରେ ପଡ଼ିଛି ଚହଳ…
ବଲାଙ୍ଗୀର,୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଖମାର ମୁଣ୍ଡା ଗ୍ରାମଠାରେ ଜଣେ ଅବିବାହିତା ମହିଳା ଏକୁଟିଆ ଘରେ ଥିବା ବେଳେ ଦୁର୍ବୃତ୍ତ ଘରକୁ ପଶି ଆସି ମୁଣ୍ଡକୁ ପଥରରେ ଛେଚି ମାରିଦେଇଥିବା ଜଣାପଡ଼ିଛି। ମୃତ ମହିଳା ଜଣକ…
ଓଲଟିଲା କୋଇଲା ବୋଝେଇ ଟ୍ରକ୍, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍
ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର ବିଳମ୍ବିତ ରାତ୍ରିରେ ପାର୍ତ୍ତାପୁର ଗ୍ରାମ ନିକଟରେ ବିଶାଖାପାଟଣାରୁ କୋଇଲା ବୋଝେଇ ହୋଇ ରାୟପୁର…

