Home Left

ପଟ ପରିବର୍ତ୍ତନ

ତାସ ଖେଳୁଛନ୍ତି ଯଦି ପଟ ପରିବର୍ତ୍ତନ ହୋଇଗଲା, ଜାଣ ଆପଣଙ୍କ ଖରାପ ବେଳା ଆସିଗଲା। ନିଜର ଆବଶ୍ୟକତା ଥତ୍ବା ପଟ ତୁମ ବିରୋଧୀ ଖେଳାଳି ପାଖକୁ ଆସିଗଲା ମାନେ ଆପଣଙ୍କ ଅବସ୍ଥା ସାଂଘାତିକ। ଅର୍ଥ ସହ ତାସ ଖେଳୁଥତ୍ବେ ଯଦି ଆପଣ…

ରାଜାଙ୍କ ଘୋଡ଼ା ଓ ସନ୍ନ୍ୟାସୀଙ୍କ ଦାଢ଼ି

ହହୁ ପୁରାକାଳରେ ଜଣେ ରାଜା ଥତ୍ଲେ ଯେ ତାଙ୍କ ପ୍ରତିଷ୍ଠା, ପ୍ରତିପତ୍ତି ଓ ପ୍ରତାପ ପରାକ୍ରମରେ ଖଣ୍ଡମଣ୍ଡଳ ଥରହର ହେଉଥତ୍ଲା। ଦିନେ ରାଜା ଘୋଡ଼ାରେ ବସି ରାଜ୍ୟ ପରିକ୍ରମା କରୁଥତ୍ଲା ବେଳେ ଦେଖତ୍ଲେ ଜଣେ ସନ୍ନ୍ୟାସୀଙ୍କୁ। କେଇଜଣ ଶିଷ୍ୟ ଓ ଶ୍ରଦ୍ଧାଳୁ…

ଦାରିଦ୍ର୍ୟ ଓ ଅସମାନତା

ତିନୋଟି ବୃହତ୍‌ ଦକ୍ଷିଣ ଏସୀୟ ଦେଶରେ ୩ଟି ମୁଖ୍ୟ ସମସ୍ୟା ରହିଛି। ପ୍ରଥମଟି ହେଉଛି ଦାରିଦ୍ର୍ୟ ଏବଂ ଦୁର୍ବଳ ଅର୍ଥନୈତିକ ଅଭିବୃଦ୍ଧି। ଦ୍ୱିତୀୟଟି ହେଉଛି ଆଭ୍ୟନ୍ତରୀଣ ଜାତୀୟତାବାଦ ଯାହା ପ୍ରତ୍ୟେକ ଦେଶର ନିଜସ୍ବ ସଂଖ୍ୟାଲଘୁଙ୍କ ପାଇଁ ଉଦ୍ଦିଷ୍ଟ। ତୃତୀୟଟି ହେଉଛି ବୃହତ୍‌…

ଥାନାରେ ଫିନାଇଲ୍‌ ପିଇଦେଲେ

ଭଦ୍ରକ,୧୯।୧(ସନାତନ ରାଉତ): ବିବାହ ପରେ ସ୍ବାମୀଙ୍କ ପ୍ରତାରଣାର ଶିକାର ହେଲେ। ବ୍ୟବସାୟ କରିବାର ଆଳ ଦେଖାଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ନେଇ ସ୍ବାମୀ ଫେରାର ହୋଇଗଲେ। ଏନେଇ ଗୁଜରାଟରୁ ଭଦ୍ରକ ଆସି ବାରମ୍ବାର ବନ୍ତ ଥାନାରେ ଅଭିଯୋଗ କଲେ। ଏପରି…

ନିଯୁକ୍ତିଦାତାଙ୍କ ମଞ୍ଜୁରୀ ବିନା କରିହେବ EPF ସ୍ଥାନାନ୍ତର

ନୂଆଦିଲ୍ଲୀ,୧୯ା୧: ନିଯୁକ୍ତିଦାତାଙ୍କ ବିନା ଯାଞ୍ଚ ଏବଂ ଅନୁମୋଦନରେ କର୍ମଚାରୀ ଭବିଷ୍ୟନିଧି ସଂଗଠନ (ଇପିଏଫ୍‌ଓ)ର ୭.୬ କୋଟିରୁ ଊର୍ଦ୍ଧ୍ୱ ସଦସ୍ୟ ସେମାନଙ୍କ ନାମ, ଜନ୍ମତାରିଖ ଆଦି ଅନ୍‌ଲାଇନରେ ବଦଳାଇପାରିବେ। ଏହା ବ୍ୟତୀତ ଇ-କଓ୍ବୋଇସି ଇପିଏଫ୍‌ ଆକାଉଣ୍ଟ ଥିବା ସଦସ୍ୟମାନେ ଅନ୍‌ଲାଇନରେ ସେମାନଙ୍କ ଇପିଏଫ୍‌…

୮ ବର୍ଷ ଧରି ଏନ୍‌ଆଇବି ନାଁରେ ଠକେଇ, ୨ ଗିରଫ

ବଲାଙ୍ଗୀର, ୧୯।୧ (ବୀରେନ୍ଦ୍ର କୁମାର ଝାଙ୍କର): ନ୍ୟାଶନାଲ ଇଣ୍ଟେଲିଜେନ୍ସ ବ୍ୟୁରୋ (ଏନ୍‌ଆଇବି) ନାଁରେ ଜାଲ୍‌ ଗୋଇନ୍ଦା ବିଭାଗ ଖୋଲି ବଲାଙ୍ଗୀର ସମେତ ଆନ୍ତଃ ରାଜ୍ୟ ସ୍ତରରେ ସକ୍ରିୟ ଥିବା ଏକ ବଡ଼ଧରଣର ସାଇବର ଠକ ଦଳର ପର୍ଦ୍ଦାଫାଶ ଜିଲା ପୋଲିସ କରିଛି।…

ଡାଲମିଆର କେ.ପି. ପାଓ୍ବାରପ୍ଲାଣ୍ଟ ବନ୍ଦ ନିର୍ଦ୍ଦେଶ

ସୁନ୍ଦରଗଡ଼, ରାଜଗାଙ୍ଗପୁର,୧୯।୧(ଜୟ ନାରାୟଣ ମେଣ୍ଡୁଳି/ ରାଜଗାଙ୍ଗପୁର): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଡାଲମିଆ ସିମେଣ୍ଟ କାରଖାନାର କେ.ପି ପାଓ୍ବାର ପ୍ଲାଣ୍ଟରେ କୋଲ୍‌ ହପର ଭୁଶୁଡିବା ଯୋଗୁ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମୃତଦେହ ମିଳିବା ପରେ କମ୍ପାନୀର ସୁରକ୍ଷାକୁ ନେଇ ଉକ୍ତ…

ମହିଳାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର

ଢେଙ୍କାନାଳ,୧୯।୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ନିକଟସ୍ଥ ରଣପଶି ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କୁ ଘର ଭିତରେ ଛୁରି ଦେଖାଇ ହାତଗୋଡ଼ ବାନ୍ଧି ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରି…

‘ଦେଶର ସୁରକ୍ଷାରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଅବଦାନ ଅତୁଳନୀୟ’

ପ୍ରତିବର୍ଷ ଜାନୁଆରୀ ୧୯ରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନ୍‌ଡିଆର୍‌ଏଫ୍‌) ପ୍ରତିଷ୍ଠା ଦିବସ ପାଳନ କରାଯାଏ। ୨୦୦୬ରେ ଏହି ବାହିନୀ ଗଠନ ହେବା ପରଠାରୁ କର୍ମଚାରୀମାନେ ଦେଶରେ ବିପର୍ଯ୍ୟୟ ବିପଦ ହ୍ରାସ (ଡିଆର୍‌ଆର୍‌) ପାଇଁ ବିପର୍ଯ୍ୟୟ ପରିଚାଳନା ଏବଂ ସାମୁଦାୟିକ ସଚେତନତାରେ…

ବାରଖମା ପଞ୍ଚାୟତକୁ ନୂଆ ବ୍ଲକ ଗଠନ ଦାବି

ବାଲିଗୁଡ଼ା,୧୮ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାରଖମାକୁ ନୂତନ ବ୍ଲକ ଘୋଷଣା ଦାବିରେ ଶନିବାର ୧୫ ନମ୍ବର ଜିଲାପରିଷଦ ଜୋନ୍‌ର ୮ ପଞ୍ଚାୟତର ଶତାଧିକ ଲୋକ ନିଜ ନିଜ ପାରମ୍ପରିକ ବେଶଭୂଷା ସହ ଅସ୍ତ୍ରଶସ୍ତ୍ର ଧରି ବାଲିଗୁଡ଼ାରେ ଗର୍ଜନ…

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡ଼ିତାଙ୍କ ପୋଷାକ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଏବେ ବରଗଡ଼ ସହର ଉଠୁଛି ଓ ପଡ଼ୁଛି। ଏଭଳି ସ୍ଥିତିରେ ଏହି ମାମଲାକୁ ନେଇ ଜିଲା କଂଗ୍ରେସ ଏକ ସଙ୍ଗୀନ…

ଚିଲିକାରେ କମିଲା ବିଦେଶୀ ପକ୍ଷୀ ସଂଖ୍ୟା

ଖୋର୍ଦ୍ଧା,୧୮ା୧: ଚଳିତବର୍ଷ ଚିଲିକାରେ କମିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା। ଚଳିତ ବର୍ଷ ୧୧ ଲକ୍ଷ ୨୭ ହଜାର ୨୨୮ ପକ୍ଷୀଙ୍କ ସଂଖ୍ୟା ରହିଛି। ତେବେ ଗତବର୍ଷ ତୁଳନାରେ ୧୦ ହଜାର ୫୩୧ କମ୍‌ ବିଦେଶୀ ପକ୍ଷୀ ରହିଥିବା ଗଣନାରୁ ଜଣାପଡ଼ିଛି। ପକ୍ଷୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri