Home Left

ମୋଦିଙ୍କ ଗୋଟିଏ ବିଦେଶ ଗସ୍ତରେ କେତେ ଟଙ୍କା ହୁଏ ଖର୍ଚ୍ଚ: ଜାଣନ୍ତୁ ସବୁଠୁ ମହଙ୍ଗା ଗସ୍ତ ବିଷୟରେ…

ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଯାତ୍ରା ଚର୍ଚ୍ଚାରେ ରହିଛି। ପ୍ରଧାନମନ୍ତ୍ରୀ ପ୍ରାୟତଃ ଅନ୍ୟ ଦେଶ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏବଂ ଅନ୍ୟାନ୍ୟ ଅନେକ କାରଣ ପାଇଁ ବିଦେଶ ଗସ୍ତ କରନ୍ତି। ଭାରତରେ ତାଙ୍କୁ ଯେତିକି ଭଲପାଇବା ମିଳେ,…

ବଦଳିଲା ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ, ଲୋଗୋ ବି ପରିବର୍ତ୍ତନ

ଭୁବନେଶ୍ୱର,୨୮ା୭: ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ବଦଳିଛି। ୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପକାଇବେ ଛାତ୍ରୀଛାତ୍ର। ଏହି ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ କରାଯାଇଛି। ସେହିପରି ହାଉସ ୟୁନିଫର୍ମ ଏବଂ ଟୋପିର ଲୋଗୋ…

ଶ୍ରାବଣ ସୋମବାରରେ ଲଗାଇ ଥିଲେ ଦୀପ: ଜଳିଗଲା ହଷ୍ଟେଲ

ଭୁବନେଶ୍ବର,୨୮।୭: ଭୁବନେଶ୍ୱର ସତ୍ୟବିହାର ଅଞ୍ଚଳରେ ଥିବା ଏକ ମହିଳା ହଷ୍ଟେଲରେ ସୋମବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଆଜି ଶ୍ରାବଣ ମାସର ତୃତୀୟ ସୋମବାର ହୋଇଥିବାରୁ ଛାତ୍ରୀମାନେ ହୋଷ୍ଟେଲ ରୁମ୍‌ରେ ଦୀପ ଜାଳି ମନ୍ଦିର ଯାଇଥିଲେ। ଦୀପରୁ ହଷ୍ଟେଲରେ ନିଆଁ ଲାଗି…

ଚିଦାମ୍ବରମଙ୍କ ବୟାନକୁ ନେଇ ରାଜନୀତି ହେଲା ସରଗରମ

ନୂଆଦିଲ୍ଲୀ,୨୮।୭: ଲୋକ ସଭାରେ ଖୁବ ଶୀଘ୍ର ପହଲଗାମ ଆକ୍ରମଣ ଏବଂ ଅପରେଶନ ସିନ୍ଦୂର ଉପରେ ଆଲୋଚନା କରାଯିବ। ସଂସଦରେ ଆଲୋଚନା ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ ଏପରି ଏକ ବୟାନ ଦେଇଥିଲେ, ଯାହା ପରେ ଏକ ବଡ଼ ରାଜନୈତିକ…

କେତେ ଧନୀ କ୍ରିତି ସାନନଙ୍କ ବୟ ଫ୍ରେଣ୍ଡ? ଜାଣିଲେ ହୋସ୍‌ ଉଡିଯିବ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କ୍ରିତି ସାନନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ରିପୋର୍ଟ ଅନୁଯାୟୀ, ସେ ବ୍ୟବସାୟୀ କବୀର ବାହିଆଙ୍କୁ ଡେଟ କରୁଛନ୍ତି। ଯଦିଓ ଉଭୟ ସେମାନଙ୍କ ସମ୍ପର୍କ ବିଷୟରେ ନୀରବତା ଅବଲମ୍ବନ କରିଛନ୍ତି। କିନ୍ତୁ…

କୋରାପୁଟ ଜିଲାପାଳ ଭାବେ ଦାୟିତ୍ୱ ନେଲେ ମନୋଜ ସତ୍ୟବାନ ମହାଜନ, କହିଲେ ବିକାଶମୂଳକ କାର୍ଯ୍ୟ…

କୋରାପୁଟ,୨୮ା୭(ଅମିତାଭ ବେହେରା): ମନୋଜ ସତ୍ୟବାନ ମହାଜନ ସୋମବାର କୋରାପୁଟ ଜିଲାର ନୂଆ ଜିଲାପାଳ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଥି ପୂର୍ବରୁ ସେ ସୁନ୍ଦରଗଡ଼ ଜିଲାର ଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ। ଏଠାରେ ଯୋଗ ଦେବା ପରେ ଜିଲାରେ ଚାଲିଥିବା ସମସ୍ତ…

କୁକୁରକୁ ମିଳିଲା ବାସସ୍ଥାନ ପ୍ରମାଣପତ୍ର! ଅଜବ ଲାଗୁଥିଲେ ବି ସତ…

ପାଟନା,୨୮।୭: ବିହାରରେ SIR ସମ୍ପର୍କରେ ଏକ ଅଭିଯାନ ଚାଲିଛି। ଲୋକମାନେ ସେମାନଙ୍କର ଡକ୍ୟୁମେଣ୍ଟ ସଂଶୋଧନ କରିବାରେ ବ୍ୟସ୍ତ। ଏହାରି ଭିତରେ, ଏକ ଅଜବ ଡକ୍ୟୁମେଣ୍ଟ ମଧ୍ୟ ସାମ୍ନାକୁ ଆସୁଛି। ରାଜଧାନୀ ପାଟନା ସଂଲଗ୍ନ ମସୌଦିରେ, RTPS ପୋର୍ଟାଲ ‘ଡଗ ବାବୁ’ଙ୍କୁ ସ୍ବତନ୍ତ୍ର…

ଦାଣ୍ଡରେ ଠିଆ ହୋଇଥିବାବେଳେ ଉପରକୁ ଲମ୍ଫ ମାରିଲା ବାର୍‌ହା, ଆଉ ତା’ ପରେ…

ପାଟଣା,୨୮ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଡୁମୁରିଆ ଗାଁରେ ସୋମବାର ସକାଳୁ ଏକ ବାର୍‌ହା ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇ ପାଟଣା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଯୁବକ ହେଉଛନ୍ତି ଅଜିତ କୁମାର ମହାନ୍ତ। ସୋମବାର ସକାଳୁ…

କଦଳୀ ବଗିଚା ଦଳିଚକଟି ନଷ୍ଟ କରିବା ସହ ନଡ଼ିଆ ଗଛ ଭାଙ୍ଗିଲେ ହାତୀପଲ, ଘର ଭିତରେ ପଶି…

ପାଟଣା,୨୮ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଭାଗଭାଗ ହୋଇ ବୁଲୁଛନ୍ତି ୨୯ ହାତୀ। ଗତ ସପ୍ତାହକ ମଧ୍ୟରେ ୫୦ରୁ ଉଦ୍ଧର୍‌ବ ଘର ଭାଙ୍ଗିଲେଣି ଏହି ୨୯ ଟିକିଆ ହାତୀପଲ। ରବିବାର ବିଲମ୍ବିତ ରାତିରେ ୨୯ ଟିକିଆ ହାତୀପଲ ପାଟଣା ରେଞ୍ଜ…

ମାତ୍ର ୩୬ ମିନିଟ୍‌ରେ ଧ୍ୱସ୍ତବିଧ୍ୱସ୍ତ ହୋଇଯିବ ଆମେରିକା: ସବୁଠୁ ବିପଦପୂର୍ଣ୍ଣ ମିଶାଇଲ୍‌ ଆଣିଲା ଇରାନ

ତେହେରାନ,୨୮।୭: ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଯୁଦ୍ଧବିରତି ପାଇଁ ଦିଆଯାଇଥିବା ସମୟସୀମା ପୂର୍ବରୁ, ଇରାନ ଆମେରିକାକୁ ଆକ୍ରମଣ କରିବାର କ୍ଷମତାସମ୍ପନ୍ନ ଏକ ମିଶାଇଲ୍‌ ତିଆରି କରିଛି। ଖୋରମଶହର-୫ ନାମକ ଏହି ମିଶାଇଲ ଇରାନର ରାଜଧାନୀ ତେହେରାନରୁ ସହଜରେ ଆମେରିକା ଉପରେ ଆକ୍ରମଣ କରିପାରିବ।…

କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

ଭୁବନେଶ୍ୱର,୨୮ା୭: ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ କରାଯାଇଛି। ସୋମବାର ସକାଳ ୯.୪୫ରେ ଅବଦୁଲ କଲାମ ଆଇଲାଣ୍ଡରୁ ଉତ୍‌କ୍ଷେପଣ କରାଯାଇଛି। DRDO ଦ୍ୱାରା ବିକଶିତ ଏହି କ୍ଷେପଣାସ୍ତ୍ରର ୧୫୦ରୁ ୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କ୍ଷମତା ରହିଛି। ଅତ୍ୟାଧୁନିକ ନାଭିଗେସନ…

BCCI ନେବ ବଡ଼ କାର୍ଯ୍ୟାନୁଷ୍ଠାନ! କୋଚ ଗୌତମ ଗମ୍ଭୀରଙ୍କ ସମେତ ୩ ଜଣଙ୍କ ଉପରେ ଝୁଲୁଛି ଖଣ୍ଡା

ମାଞ୍ଚେଷ୍ଟର,୨୮।୭: ମାଞ୍ଚେଷ୍ଟର ଟେଷ୍ଟର ଫଳାଫଳ ଡ୍ର ଥିଲା। ଅର୍ଥାତ୍‌ ୫ ଟିକିଆ ଟେଷ୍ଟ ସିରିଜ ଏବେ ୧-୨ ରହିଛି। BCCI ଖୁବଶୀଘ୍ର ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସମେତ ୩ ଜଣଙ୍କ ଉପରେ ଏକ ବଡ଼ ନିଷ୍ପତ୍ତି ନେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?