ପ୍ରଫୁଲ୍ଲଙ୍କ ଘର ଉପରେ ଚଢ଼ାଉ: ଚିରା କାଠ ଜବତ
କେନ୍ଦୁଝର,୭।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଅତିରିକ୍ତ ବନ ସଂରକ୍ଷକ ନାଗାରାଜୁ କୋଣ୍ଡେନାଙ୍କ ନେତୃତ୍ୱରେ ବନ ବିଭାଗ ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ବାଂଶପାଳ ବ୍ଲକ ଉପର ରାଇଗୋଡା ପଞ୍ଚାୟତ ଦୁଧପଶି ଗ୍ରାମର ପ୍ରଫୁଲ୍ଲ ବାରିକ ଙ୍କ ଘର୍ ଉପରେ ଚଢ଼ାଉ…
ଗ୍ରାମ ପଞ୍ଚାୟତରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯିବ: ଆକ୍ସନ ମୋଡରେ କେସିଙ୍ଗା ବ୍ଲକର ନୂଆ ବିଡ଼ିଓ
କେସିଙ୍ଗା,୭।୩ (ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ନୂତନ ବିଡ଼ିଓ ଭାବେ ଜନ୍ମେଜୟ ସ୍ବାଇଁ ଗୁରୁବାର ଦାୟିତ୍ୱ ନେଇଛନ୍ତି। ସେ ଭାରପ୍ରାପ୍ତ ବିଡ଼ିଓ ସିଦ୍ଧେଶ୍ୱର ମେହେରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଜନ୍ମେଜୟ ସ୍ବାଇଁ ନୂଆପଡ଼ା ଜିଲା…
IND vs NZ Final: ଗୋଲଡେନ୍ ବ୍ୟାଟ-ବଲ୍ ରେସ୍ରେ ଅଛନ୍ତି ଏହି ଖେଳାଳି
ଦୁବାଇ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମାର୍ଚ୍ଚ ୯ରେ ଖେଳାଯିବ। ଏହା ପୂର୍ବରୁ ଗୋଲଡେନ୍ ବ୍ୟାଟ ଏବଂ ବଲ ଜିତିବା ରେସ୍ରେ ଥିବା ଖେଳାଳିଙ୍କୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ଚାମ୍ପିଅନ୍ସ ଟ୍ରଫିରେ ଯେଉଁ ବ୍ୟାଟସମ୍ୟାନ ସର୍ବାଧିକ…
ଟାରିଫ୍କୁ ନେଇ ଆମେରିକା-ଚାଇନା ମୁହାଁମୁହିଁ: ଟ୍ରମ୍ପଙ୍କୁ ଧମକ ଦେଲେ…
ଓ୍ବାଶିଂଟନ୍,୭।୩: ଆମେରିକା ଏବଂ ଚାଇନା ବର୍ତ୍ତମାନ ଟାରିଫ୍କୁ ନେଇ ମୁହାଁମୁହିଁ ହୋଇଛନ୍ତି। ଚାଇନା ଏଥିପାଇଁ ପ୍ରସ୍ତୁତ ଥିବା ନେଇ ଚେତାବନୀ ଦେଇଥିବାବେଳେ ଆମେରିକା ମଧ୍ୟ ପଲଟା ଜବାବ ଦେଇନାହିଁ। ଏହି ସମୟରେ, ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଶୁକ୍ରବାର କହିଛନ୍ତି…
ଚାମ୍ପିୟନ୍ସ ଟ୍ରଫି ପରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ନିଆଯାଇପାରେ ବଡ଼ ନିଷ୍ପତ୍ତି! ସାମ୍ନାକୁ ଆସିଲା ଚକିତ କଲା ଭଳି ରିପୋର୍ଟ
ନୂଆଦିଲ୍ଲୀ,୭।୩: ୨୦୨୫ ଆଇସିସି ଚାମ୍ପିୟନ୍ସ ଟ୍ରଫି ପରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇପାରେ। ICC ଚାମ୍ପୟନ୍ସ ଟ୍ରଫି ୨୦୨୫ପରେ ବିସିସିଆଇ ୨୦୨୭ ଦିନିକିଆ ବିଶ୍ୱକପ ଏବଂ ୨୦୨୭ ବିଶ୍ୱ ଟେଷ୍ଟ ଚାମ୍ପିୟନସିପକୁ ଆଖି ଆଗରେ ରଖି…
୩ ଦିନ ହେଲା ଜଳୁଛି ପାହାଡ଼: ଲୋକେ ଭୟଭୀତ
ଆସିକା,୭।୩(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ବୁଗୁଡ଼ା ବନଖଣ୍ଡ ଅଧିନସ୍ତ ଆସିକା ବ୍ଲକର ଭେଜିପୁଟ ନିକଟସ୍ଥ ଷଣ୍ଢଝୁଳିଆ ପାହାଡ଼ରେ ନିଆଁ ଲାଗିଛି l ଗତ ତିନି ଦିନ ଧରି ନିଆଁ ଲାଗିଥିଲେ ମଧ୍ୟ ବନ ବିଭାଗ ଶୋଇଛି। ନିଆଁ ଧୀରେ ପାହାଡ଼ର…
ନିୟମ କଡ଼ାକଡ଼ି କଲା YouTube: ଏମିତି କଣ୍ଟେଣ୍ଟ କ୍ରିଏଟ୍ କଲେ ବ୍ୟାନ୍ ହୋଇଯିବ ଆକାଉଣ୍ଟ, ଏହି ତାରିଖରୁ ଲାଗୁ ହେବ ନିୟମ
ଅନ୍ଲାଇନରେ କଣ୍ଟେଣ୍ଟ କ୍ରିଏଟ୍ କରୁଥିବା କ୍ରିଏଟରଙ୍କ ବିରୋଧରେ YouTube କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଯାଉଛି। କମ୍ପାନୀ ଘୋଷଣା କରିଛି ଯେ, ଯେଉଁ କ୍ରିଏଟରମାନେ ଅନ୍ସାର୍ଟିଫାଏଡ୍ ଗାମ୍ବଲିଂ ଏବଂ ଓ୍ବେବସାଇଟକୁ ପ୍ରୋତ୍ସାହିତ କରନ୍ତି ସେମାନଙ୍କୁ ପ୍ଲାଟଫର୍ମରୁ ବ୍ୟାନ୍ ବା ନିଷିଦ୍ଧ କରାଯିବ। ଏହା…
ଘରୋଇ ଅନୁଷ୍ଠାନରେ ଫି’ ଦେଇ ନ ପାରି ପରୀକ୍ଷାରୁ ବଞ୍ଚିତ ଘଟଣା: ୫ ଦିନ ପରେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଦେବାକୁ ମିଳିଲା ସୁଯୋଗ
ଦାରିଙ୍ଗବାଡି, ୭।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶିକ୍ଷା ବିଭାଗ ଅଧୀନରେ ରହିଥିବା ସିମନବାଡି ପାଦ୍ରୀପିଓ ଇଂରାଜୀ ମିଡିୟମ ବିଦ୍ୟାଳୟରେ ପରୀକ୍ଷାରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କ ଘଟଣା ଇତିମଧ୍ୟରେ ପାଞ୍ଚ ଦିନ ବିତିଯାଇଥିଲେ ସୁଦ୍ଧା ଦାରିଙ୍ଗବାଡି ବିଇଓ ହାଡ଼ିବନ୍ଧୁ ବେହେରାଙ୍କ…
ଚାମ୍ପିୟନ୍ସ ଟ୍ରଫି ପୂର୍ବରୁ ରୋହିତ ଶର୍ମାଙ୍କୁ ଝଟକା
ନୂଆଦିଲ୍ଲୀ,୭।୩: ୯ ମାର୍ଚ୍ଚରେ ଦୁବାଇ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ଚାମ୍ପିୟନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ ସମୟରେ ରୋହିତ ଶର୍ମାଙ୍କ କାନ୍ଧରେ ଏକ ବଡ଼ ଦାୟିତ୍ୱ ରହିବ। ଭାରତୀୟ ଦଳ ନ୍ୟୁଜିଲାଣ୍ଡ ସହ ମୁକାବିଲା କରିବ। ଏହା ପୂର୍ବରୁ, ହିଟମ୍ୟାନ…
ମୁମ୍ବାଇ ଆକ୍ରମଣର ଅଭିଯୁକ୍ତଙ୍କୁ ଭାରତ ଆଣିବା ରାସ୍ତା ପରିଷ୍କାର: ଆମେରିକା ସୁପ୍ରିମକୋର୍ଟରେ ପ୍ରତ୍ୟର୍ପଣ ରୋକିବା ଦାବି ଖାରଜ
ଓ୍ବାଶିଂଟନ/ମୁମ୍ବାଇ,୭।୩: ୨୬/୧୧ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତ ତହଉର ରାଣାଙ୍କୁ ଭାରତ ଆଣିବା ପାଇଁ ପଥ ପରିଷ୍କାର ହୋଇଛି। ଆମେରିକାର ସୁପ୍ରିମକୋର୍ଟ ତହଉରଙ୍କ ଭାରତ ପ୍ରତ୍ୟର୍ପଣକୁ ରୋକିବା ପାଇଁ ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଭାରତକୁ ପ୍ରତ୍ୟର୍ପଣ ନ କରିବା ପାଇଁ ତହଉର କୋର୍ଟର…
ବାଇକ ଧକ୍କାରେ ଗୁରୁତର ବୃଦ୍ଧଙ୍କ ଚାଲିଗଲା ଜୀବନ
ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ମୁଖ୍ୟରାସ୍ତାରେ ଗୁରୁବାର ରାତି ପ୍ରାୟ ସାଢ଼େ ୮ଟାରେ ବାଇକ ଧକ୍କାରେ ଗୁରୁତର ଆହାତ ସୀମା ସେଠୀ ନାମକ ବୃଦ୍ଧ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ଅନଙ୍ଗପୁର ଗ୍ରାମର ସୀମା…
ଏକୁଟିଆ ହୋଇଗଲେ ମେୟର: ପ୍ରତିବାଦ ସ୍ଥଳରେ ନ ଥିଲେ ବାରବାଟୀ-କଟକର ଆଗଧାଡ଼ିର ନେତା
କଟକ,୭।୩(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସରକାରଙ୍କ ପକ୍ଷରୁ ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ଓ ଛୁଟି ବାତିଲକୁ ନେଇ ଗୁରୁବାର ବିଜେଡି ରାଜ୍ୟବ୍ୟାପୀ ପ୍ରତିବାଦ କରିଛି। ଏହି ଅବସରରେ ବାରବାଟୀ-କଟକ ବିଜେଡି ପକ୍ଷରୁ ସିଡିଏସ୍ଥିତ ବିଜୁ ପଟ୍ଟନାୟକ ପାର୍କ ନିକଟରେ ପ୍ରତିବାଦ…
Archives


