Home Left

ଅତାବିରାରେ ସିବିଆଇର ପୁଣି ତନାଘନା: ଗୃହକର୍ତ୍ତା ଫେରିବା ପରେ ଚାଲିଲା ଯାଞ୍ଚ

ବରଗଡ଼, ୭।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରାରେ ଶୁକ୍ରବାର ସିବିଆଇ ପୁଣି ତନାଘନା ଚଲାଇଛି। ଅତାବିରା ଶାନ୍ତିପଡା ନିବାସୀ ଜି. ନରସିଂହ ମୂର୍ତ୍ତିଙ୍କ ବାସଭବନରେ ଏହା ଚାଲିଛି। ଗତ ବୁଧବାର ସିବିଆଇର ୨ଟିମ ଏଠାକୁ ପହଞ୍ଚି ଥିଲେ। କିନ୍ତୁ ସେତେବେଳେ ନରସିଂହ ମୂର୍ତ୍ତି…

୫୬ ହଜାର ଜନସଂଖ୍ୟା ବିଶିଷ୍ଟ ଦେଶ ଦେଲା ଟ୍ରମ୍ପଙ୍କୁ ଧମକ: ଆମେ କେବେ ବି…

ଓ୍ବାଶିଂଟନ୍‌,୭।୩: ଗ୍ରୀନଲାଣ୍ଡକୁ ଆମେରିକାରେ ମିଶାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ପ୍ରୟାସକୁ ଡେନମାର୍କ ପ୍ରତ୍ୟାଖ୍ୟାନ କରିଛି। ଟ୍ରମ୍ପ ଘୋଷଣା କରିଛନ୍ତି, ତାଙ୍କ ପ୍ରଶାସନ ଗ୍ରୀନଲାଣ୍ଡର ଲୋକଙ୍କ ନିଜ ଭବିଷ୍ୟତ ନିର୍ଣ୍ଣୟ କରିବାର ଅଧିକାରକୁ ‘ଦୃଢ଼ ସମର୍ଥନ’ କରିବ। ଯଦି…

ଖୁବ୍‌ଶୀଘ୍ର ଲାଗୁ ହେବ EPFO ​​3.0: ATM ରୁ ଟଙ୍କା ଉଠାଇପାରିବେ ଉପଭୋକ୍ତା

ନୂଆଦିଲ୍ଲୀ, ୭ା୩: କେନ୍ଦ୍ର ଶ୍ରମ ମନ୍ତ୍ରୀ ମନସୁଖ ମାଣ୍ଡବିୟ ଗୁରୁବାର ଘୋଷଣା କରିଛନ୍ତି ଯେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫଓ) ଖୁବ୍ ଶୀଘ୍ର “ଇପିଏଫଓ ୩.୦ ସଂସ୍କରଣ” ଆରମ୍ଭ କରିବ, ଯାହା ଗ୍ରାହକମାନଙ୍କୁ ଏଟିଏମ୍ ରୁ ଟଙ୍କା ଉଠାଇବା ସହିତ…

ଏହି ଦେଶରେ ଅଛନ୍ତି ସବୁଠୁ ଅଧିକ କୋଟିପତି: ଭାରତର ସ୍ଥାନ ଜାଣିଲେ ହୋଇଯିବେ ତାଜୁବ

ସାରା ବିଶ୍ୱରେ କୋଟିପତିଙ୍କ ତାଲିକାରେ ଅନେକ ଭାରତୀୟ ସାମିଲ ଅଛନ୍ତି। କେବଳ ଏତିକି ନୁହେଁ, ଭାରତ ଏହି କ୍ଷେତ୍ରରେ ବଡ଼ ବଡ଼ ଦେଶଗୁଡ଼ିକ ସହିତ ପ୍ରତିଯୋଗିତା ମଧ୍ୟ କରେ। ଭାରତରେ କୋଟିପତିଙ୍କ ସଂଖ୍ୟାରେ ବୃଦ୍ଧି ଆଶ୍ଚର୍ଯ୍ୟଜନକ। ୨୦୨୩ରେ ଏହି ସଂଖ୍ୟା ୮୦,୬୮୬…

କାଷ୍ଟ୍, ଇନକମ୍ ଏବଂ ରେସିଡେଣ୍ଟ ପ୍ରମାଣପତ୍ର ପାଇଁ ମୋବାଇଲ୍ ଆପ୍ ଲଞ୍ଚ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର, ୭ା୩: ଓଡ଼ିଶା ସରକାର ଖୁବ୍ ଶୀଘ୍ର ଏକ ମୋବାଇଲ୍ ଆପ୍ ଲଞ୍ଚ କରିବେ ଯାହା ଦ୍ୱାରା ଲୋକମାନେ ଅନଲାଇନ୍ ମୋଡ୍ ମାଧ୍ୟମରେ ରାଜସ୍ୱ ବିଭାଗରୁ ବିଭିନ୍ନ ପ୍ରମାଣପତ୍ର ପାଇପାରିବେ। ସରକାର ଏପ୍ରିଲ ମାସରେ ଏହି ସ୍ୱତନ୍ତ୍ର ଆପ୍ ଉନ୍ମୋଚନ କରିବେ…

ଏପ୍ରିଲ ୨ରୁ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ: ପିଲାଙ୍କୁ ଦିଆଯିବ ‘ଯାଦୁପେଡି କିଟ୍‌’

ଭୁବନେଶ୍ୱର,୭ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଆସନ୍ତା ଏପ୍ରିଲ ୨ରୁ ପ୍ରାଥମିକ ବିଦ୍ୟାଳୟଗୁଡିକରେ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ। ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ବିଭାଗୀୟ…

୨୪ ଘଣ୍ଟା ପରେ ରାଜ୍ୟରେ ବଢ଼ିବ ତାପମାତ୍ରା: ପଶ୍ଚିମା ଝଡ଼ ଉତ୍ତରପଶ୍ଚିମ ଭାରତକୁ ପ୍ରଭାବିତ ସମ୍ଭାବନା

ଭୁବନେଶ୍ୱର, ୭ା୩: ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ପୂର୍ବାନୁମାନ କରିଛି ଯେ ଆଗାମୀ ୨୪ ଘଣ୍ଟା ପରେ ଓଡ଼ିଶାର ଅନେକ ଜିଲାରେ ଦିନର ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲସିୟସ୍ ବୃଦ୍ଧି ଘଟିବ। ପାଣିପାଗ କେନ୍ଦ୍ର କହିଛି ଯେ ଆଗାମୀ ୯…

ମହାକୁମ୍ଭରୁ ମାଲାମାଲ ହେଲେ ନାବିକ ପରିବାର: ରୋଜଗାର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ପ୍ରୟାଗରାଜ,୭ା୩:ହିନ୍ଦୁଧର୍ମର ସର୍ବବୃହତ୍‌ ଧର୍ମୀୟ ମେଳା ମଧ୍ୟରୁ ଅନ୍ୟତମ ମହାକୁମ୍ଭ ମେଳା ୪୫ ଦିନ ଧରି ଗତ ଜାନୁଆରୀ ୧୩ରୁ ଫେବୃଆରୀ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ତେବେ ଏହି ମହାକୁମ୍ଭ ମେଳାରେ ଅନେକ ଲୋକ ବିଭିନ୍ନ ବ୍ୟବସାୟ ମାଧ୍ୟମରେ ବହୁ ରୋଜଗାର…

ନୂଆ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ: ପ୍ରଥମେ ଏହି ଘରେ ରହିଥିଲେ ନନ୍ଦିନୀ ଶତପଥୀ

ଭୁବନେଶ୍ୱର, ୭ା୩(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ନୂଆ ସରକାରୀ ବାସଭବନରେ ଗୃହପ୍ରବେଶ କରିଛନ୍ତି। ଭୁବନେଶ୍ୱର ଗଭର୍ନର ହାଉସ୍‌ ଛକରୁ ଏଜି ଛକ ଯିବା ରାସ୍ତାର ବାମପାର୍ଶ୍ୱରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିର୍ମିତ ଏହି ବାସଭବନକୁ ଗତ ୨୫ ବର୍ଷ ହେଲା…

ବ୍ୟାସନଗର ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଯାଜପୁର/ଯାଜପୁର ରୋଡ଼,୭ା୩(ହର୍ଷବର୍ଦ୍ଧନ ବେହେରା/ପବିତ୍ର ମହାନ୍ତି): ଯାଜପୁର ଜିଲା ବ୍ୟାସନଗର ପୌରାଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଗୁରୁବାର ଆଗତ ହୋଇଛି ା ଏହି ମର୍ମରେ ୨୬ରୁ ୨୦ ଜଣ କାଉନ୍‌ସିଲରଙ୍କ ସ୍ବାକ୍ଷର ସମ୍ବଳିତ ଏକ ଅନାସ୍ଥା ପ୍ରସ୍ତାବ ଜିଲାପାଳଙ୍କୁ ପ୍ରଦାନ…

ଯୁଦ୍ଧବିମାନରୁ ଜନବସତି ଅଞ୍ଚଳରେ ଖସିଲା ୮ ବୋମା

ସିଓଲ,୬।୩: ଆମେରିକା ସେନା ସହ ମିଳିତ ସମରାଭ୍ୟାସ ବେଳେ ଦକ୍ଷିଣ କୋରିଆର ୨ଟି ଯୁଦ୍ଧବିମାନ ଭୁଲ୍‌ବଶତଃ ୮ଟି ବୋମା ଜନବସତି ଅଞ୍ଚଳରେ ଖସାଇଥିଲେ। ଏଥିରେ ୧୫ ଜଣ ଆହତ ହେବା ସହ କେତେକ ଘର କ୍ଷତିଗ୍ରସ୍ତ ହୋଇଛି। କେଏଫ୍‌-୧୬ ଯୁଦ୍ଧବିମାନରୁ ଫାୟାରିଂ…

Global Terrorism Index 2025 ଜାରି: ଜାଣନ୍ତୁ କେଉଁ ଦେଶ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୬।୩: ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଇକୋନୋମିକ୍ସ ଆଣ୍ଡ୍‌ ପିସ୍‌ (ଆଇଇପି) ପକ୍ଷରୁ ବିଶ୍ୱ ଆତଙ୍କବାଦ ସୂଚକାଙ୍କ (ଜିଟିଆଇ), ୨୦୨୫ ଜାରି କରାଯାଇଛି। ଏଥିରେ ପାକିସ୍ତାନ ଦ୍ୱିତୀୟ ସ୍ଥାନରେ ରହିଥିବା ଦର୍ଶାଯାଇଛି। ୨୦୨୪ରେ ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ଯୋଗୁ ପୂର୍ବାପେକ୍ଷା ୪୫ ପ୍ରତିଶତ ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri