Home Left

ଡ୍ରେସିଂରୁମ୍‌ରେ ଶୋଇପଡ଼ିବାରୁ ଟାଇମ୍ଡ ଆଉଟ୍‌ ହେଲେ ଏହି ଖେଳାଳି

ରାଓ୍ବଲପିଣ୍ଡି,୬ା୩: ନିକଟରେ ଚାମ୍ପିୟନ୍ସ ଟ୍ରଫିରେ ଅର୍ଦ୍ଧଶତକୀୟ ପାଳି ଖେଳିଥିବା ପାକିସ୍ତାନ ବ୍ୟାଟର ସୌଦ ଶକିଲ ପ୍ରଥମଶ୍ରେଣୀ ଟୁର୍ନାମେଣ୍ଟର ପ୍ରେସିଡେଣ୍ଟ୍ସ କପ୍‌ ଫାଇନାଲରେ ଟାଇମ୍ଡ ଆଉଟ ହୋଇଛନ୍ତି। ନିଜ ପାଳି ଲାଗି ଅପେକ୍ଷା କରିଥିବା ବେଳେ ସେ ଡ୍ରେସିଂରୁମ୍‌ରେ ଶୋଇପଡ଼ିଥିଲେ। ସେ ପାକିସ୍ତାନ…

ନିଆଁ ଲାଗି କାଜୁ ଫସଲ ନଷ୍ଟ

କୋକସରା,୬ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ହଗାଁ ପଞ୍ଚାୟତ ନାଗପଡା ନିକଟରେ ଥିବା କାଜୁ ଜଙ୍ଗଲ ସମେତ ଆଖପାଖ ଚାଷଜମିରେ ଗୁରୁବାର ନିଆଁ ଲାଗିଯାଇଥିଲା। ଫଳରେ କିଛି ସମୟ ମଧ୍ୟରେ ନିଆଁ କାଜୁ ଜଙ୍ଗଲକୁ ବ୍ୟାପୀ ଯାଇଥିଲା। ଏହା…

ଛତିଶଗଡ଼ରେ ମାଓବାଦୀ ଅପରେଶନ: କ୍ୟାମ୍ପରୁ ମିଳିଲା ବିପୁଳ ଅସ୍ତ୍ରଶସ୍ତ୍ର

ମାଲକାନଗିରି,୬ା୩(ଗୌରୀଶଙ୍କର ପଣ୍ଡା): ଛତିଶଗଡ ସୁକ୍‌ମା ଜିଲାରେ ଯବାନମାନେ ମାଓ କ୍ୟାମ୍ପ ଉପରେ ଚଢାଉ କରି ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ସୁକ୍‌ମା ଜିଲା ଚିନ୍ତାଲନାର ଥାନା ଅନ୍ତର୍ଗତ ନବୀନ କ୍ୟାମ୍ପ ରାୟଗୁଡେମ ଜବ୍ବାଗଟା ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତ ଥିବା ଖବର…

ଜେଲରୁ ବାହାରିଲେ ଅଲିମ୍ପିକ ପଦକ ବିଜେତା ସୁଶୀଲ ଧନଖର

ନୂଆଦିଲ୍ଲୀ,୬।୩: ଅଲିମ୍ପିକ ପଦକ ବିଜେତା କୁସ୍ତିଯୋଦ୍ଧା ସୁଶୀଲ ଧନଖର ଏବେ ତିହାର ଜେଲରୁ ମୁକ୍ତ ହୋଇଛନ୍ତି। ଜୁନିଅର ରେସଲର ସାଗର ଧନଖର ହତ୍ୟା ମାମଲାରେ ଦିଲ୍ଲୀ ହାଇକୋର୍ଟ ସୁଶୀଲ କୁମାରଙ୍କୁ ନିୟମିତ ଜାମିନ ପ୍ରଦାନ କରିଥିଲେ। ଏହାର ଦୁଇ ଦିନ ପରେ,…

ଆମେରିକାକୁ ପ୍ରବେଶ କରିପାରିବେନି ପାକିସ୍ତାନ, ଆଫଗାନିସ୍ତାନ ଲୋକେ, ଟ୍ରମ୍ପ ନେଇପାରନ୍ତି ବଡ଼ ନିଷ୍ପତ୍ତି

ଓ୍ବାଶିଂଟନ୍‌,୬।୩: ପାକିସ୍ତାନ ଏବଂ ଆଫଗାନିସ୍ତାନର ଲୋକଙ୍କ ଆମେରିକା ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇପାରେ। ପ୍ରକୃତରେ, ସୁରକ୍ଷା ଏବଂ ତଦନ୍ତ ବିପଦକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉଭୟ ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇବାକୁ ଯୋଜନା କରୁଥିବା ଜଣାପଡ଼ିଛି।…

ଦିନେ ୫୮ ଘଣ୍ଟା ‘Kiss’ ଦେଇ କରିଥିଲେ ରେକର୍ଡ: ଏବେ ଛାଡ଼ପତ୍ର ନେଉଛନ୍ତି ଏହି ଦମ୍ପତ୍ତି

୨୦୧୩ ମସିହାରେ ସବୁଠାରୁ ଲମ୍ବା ଚୁମ୍ବନ ପାଇଁ ଗିନିଜ ୱାଲର୍‌ଡ ରେକର୍ଡ ସୃଷ୍ଟି କରିଥିବା ଥାଇଲାଣ୍ଡ ଦମ୍ପତି ଏବେ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ଏକ୍କାଚାଇ ତିରାନାରଟ ଏବଂ ତାଙ୍କ ପତ୍ନୀ ଲକ୍ଷଣା ୫୮ ଘଣ୍ଟା, ୩୫ ମିନିଟ ଏବଂ ୫୮…

ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, ଭୁବନେଶ୍ୱର ଏୟାରଲିଫ୍ଟ

ରାୟଗଡ଼ା/ମୁନିଗୁଡ଼ା,୬।୩(ଆଶିଷ ରଞ୍ଜନ ପଣ୍ଡା/ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନଠାରେ ଗୁରୁବାର ଚଳନ୍ତା ଟ୍ରେନ୍‌ରୁ ଖସି ପଡି ଜଣେ ବିଏସଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି। ବିଏସ୍‌ଏଫ୍‌ ଷ୍ଟାଫ୍‌ଙ୍କ ସମେତ ସ୍ଥାନୀୟ ରେଲଓ୍ବେ ଆର୍‌ପିଏଫ୍‌ ଏବଂ ଜିଆର୍‌ପି ପୋଲିସଙ୍କ…

ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହ ରଖିଲେ ଶାରୀରିକ ସମ୍ପର୍କ, ବ୍ୟାଙ୍କ କର୍ମଚାରୀ ଗିରଫ

ଭୁବନେଶ୍ୱର,୬ା୩(ସୂର୍ଯ୍ୟକାନ୍ତ ବେହେରା): ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରିବା ଅଭିଯୋଗରେ ଇନ୍‌ଫୋସିଟି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଚନ୍ଦ୍ରଶେଖରପୁରରେ ରହୁଥିବା ତାଳଚେର…

ରୋହିତ ଶର୍ମା ‘ମୋଟା’ ମନ୍ତବ୍ୟକୁ ନେଇ ବଡ଼ କଥା କହିଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୬।୩:୨୦୨୫ ଚାମ୍ପିଅନ୍ସ ଟ୍ରଫି ସମୟରେ ରୋହିତ ଶର୍ମାଙ୍କ ଫିଟନେସକୁ ନେଇ ସମାଲୋଚନା ହୋଇଥିଲା। ଅଧିନାୟକ ରୋହିତଙ୍କ ଫିଟନେସକୁ ନେଇ ବିତର୍କ ଚାଲିଛି, କିନ୍ତୁ ସୂର୍ଯ୍ୟକୁମାର ଯାଦବ ତାଙ୍କ ସମର୍ଥନରେ ବାହାରି ଆସିଛନ୍ତି। ଚାମ୍ପିଅନ୍ସ ଟ୍ରଫି ଫାଇନାଲ ପୂର୍ବରୁ ଭାରତର ଟି-୨୦ ଦଳର…

ରେଫରିଙ୍କ ସହ ମୁହାଁମୁହିଁ ହେବା ପଡ଼ିଲା ମହଙ୍ଗା

ପ୍ୟାରିସ୍‌,୬ା୩: ଫ୍ରେଞ୍ଚ୍‌ ଲିଗ୍‌ ମ୍ୟାଚ୍‌ ବେଳେ ରେଫରିଙ୍କ ସହ ମୁହାଁମୁହିଁ ହେବାରୁ ଲିଅନ କୋଚ୍‌ ପାଉଲେ ଫନସେକାଙ୍କୁ ୯ ମାସ ପାଇଁ ବାସନ୍ଦ କରାଯାଇଥିବା ଫ୍ରେଞ୍ଚ୍‌ ଲିଗ୍‌ ପକ୍ଷରୁ କୁହାଯାଇଛି। ଏହି ବାସନ୍ଦାଦେଶ ଯୋଗୁ ସେ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ମ୍ୟାଚ୍‌…

ବାଇକ ଧକ୍କାରେ ବୃଦ୍ଧ ଗୁରୁତର: ଉତ୍ତେଜିତ ଗ୍ରାମବାସୀଙ୍କ ରାସ୍ତାରୋକୋ

ଦିଗପହଣ୍ଡି,୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ମୁଖ୍ୟରାସ୍ତାରେ ଗୁରୁବାର ରାତି ପ୍ରାୟ ସାଢ଼େ ୮ଟାରେ ଏକ ବାଇକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଅନଙ୍ଗପୁର ଗ୍ରାମର ସୀମା…

ବଡ଼ ଖବର: ମାର୍ଚ୍ଚ ୮-୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୬।୩: ମାର୍ଚ୍ଚ ୮ ଏବଂ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି। । OPRB ଦ୍ୱାରା ହେବାକୁ ଥିବା ପରୀକ୍ଷା ଅନ୍ୟାଦେଶ ଯାଏ ସ୍ଥଗିତ ରଖାଯାଇଛି। ମାର୍ଚ୍ଚ ୯ରେ ସହକାରୀ କୃଷି ଅଧିକାରୀ ପରୀକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri