Home Left

ବରଯାତ୍ରୀଙ୍କ ରୋଷଣୀ ବାଣରେ ଜଳିଗଲା ୧୦ ବଖରା

ଅନୁଗୋଳ,୬।୩: ଅନୁଗୋଳ ଜିଲା ଆଠମଲ୍ଲିକ ଲୁହାପଙ୍କ ପଞ୍ଚାୟତ ତେନ୍ତୁଳିପଦର ଗାଁରେ ଗୁରୁବାର ରାତିରେ ଏକ ଅଘଟଣ ଘଟିଛି। ବରଯାତ୍ରୀଙ୍କ ରୋଷଣୀ ବାଣରେ ୧୦ ବଖରା ଘର ଜଳି ଯାଇଥିବା ଜଣାପଡିଛି। ବରଯାତ୍ରୀ ଅସାବଧାନତା ହୋଇ ବାଣ ଫୁଟାଇବା ବେଳେ ଏହି ଅଗ୍ନିକାଣ୍ଡ…

Champions Trophy: ଫାଇନାଲ ମ୍ୟାଚ ତୁଲାଇବେ ଏହି ଶ୍ରେଷ୍ଠ ଆଇସିସି ଅମ୍ପାୟାର

ଦୁବାଇ,୬ା୩: ଆସନ୍ତା ରବିବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଚାମ୍ପିୟନ୍ସ ଟ୍ରଫି ଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆର ପଲ ରିଫେଲ ଓ ଇଂଲଣ୍ଡର ରିଚାର୍ଡ ଇଲିଙ୍ଗଓ୍ବର୍ଥ ଅନ-ଫିଲ୍ଡ ଅମ୍ପାୟର ଦାୟିତ୍ୱ ତୁଲାଇବେ। ଏହି ମ୍ୟାଚ ଲାଗି ଶ୍ରୀଲଙ୍କାର ରଞ୍ଜନ ମାଦୁଗଲେଙ୍କୁ…

ଲଣ୍ଡନରେ ଜୟଶଙ୍କରଙ୍କ କାର୍‌ ଆଗରେ ଖଲିସ୍ତାନବାଦୀଙ୍କ ପ୍ରତିବାଦ,ଭାରତ କଲା ନିନ୍ଦା

ଲଣ୍ଡନ/ନୂଆଦିଲ୍ଲୀ,୬।୩ : ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ବ୍ରିଟେନ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ଭାରତ ଦୃଢ଼ ନିନ୍ଦା କରିଛି। ବୁଧବାର ଲଣ୍ଡନର ଚାଥାମ ହାଉସ୍‌ରେ ଜୟଶଙ୍କର ଆଲୋଚନାରେ ଯୋଗଦେଇଥିବାବେଳେ ବାହାରେ ଗୋଟିଏ ଗୋଷ୍ଠୀ ଖଲିସ୍ତାନ ସପକ୍ଷରେ ସ୍ଲୋଗାନ ଦେଇ ବିକ୍ଷୋଭ…

ମୃତ୍ୟୁ ପରେ ଶରୀର ଦାନ କରିବେ ରାମବାଇ

ବରଗଡ଼,୬।୩(ପ୍ରେମାନନ୍ଦ ଖମାରୀ): ଜଣେ ସଫଳ ମହିଳା ଚାଷୀଭାବେ ଜଣାଶୁଣା ବରଗଡ଼ ବ୍ଲକ ଜମୁର୍ଡା ଗ୍ରାମର ରାମବାଇ ମୃତ୍ୟୁପରେ ତାଙ୍କ ଶରୀର ଅଙ୍ଗଦାନ କରିବା ପାଇଁ ସ୍ଥିର କରିଥିବା କହିଛନ୍ତି। ଏଥିରେ ଆବଶ୍ୟକ କାଗଜାତ୍‌ କରିବାରେ ସହଯୋଗ କରିବା ପାଇଁ ସେ ସ୍ଥାନୀୟ…

ଜାପାନର ବିଜ୍ଞାନ ପ୍ରଦର୍ଶନୀରେ ଭାଗ ନେବେ ବରଗଡ଼ ଝିଅ, ଛୁଟୁଛି ଶୁଭେଚ୍ଛାର ସୁଅ

ବରଗଡ଼,୬।୩ (ପ୍ରେମାନନ୍ଦ ଖମାରୀ) : ବରଗଡ ଜିଲା ଭଟଲି ଥାନା ଅନ୍ତର୍ଗତ କେଶାଇପାଲି ଗ୍ରାମର ବିକ୍ରମ ପଧାନ ଓ ଆଲ୍ଲାଦିନୀଙ୍କ ଝିଅ ଦିବ୍ୟାସା ଜାପାନର ସାକୁରା ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ପ୍ରଦର୍ଶନୀରେ ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ଦିବ୍ୟାସାଙ୍କ ପ୍ରକଳ୍ପ…

ହୁତୁହୁତୁ ହୋଇ ଜଳିଗଲା ଜେସିବି ମେଶିନ

କେନ୍ଦୁଝର,୬।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ଧରଣୀଧର ବିଶ୍ୱ ବିଦ୍ୟାଳୟ ପଡ଼ିଆଠାରେ ଥିବା ଏକ ଗଛ ମୂଳରେ ଛିଡା ହୋଇଥିବା ଏକ ଜେସିବି ମେଶିନ ଓ ଟ୍ରାକ୍ଟରରେ ହଠାତ ନିଆଁ ଲାଗି ଜେସିବି ହୁତୁହୁତୁ ହୋଇ ଜଳିଯାଇଛି। ଖବର ପାଇ ଅଗ୍ନିଶମବାହିନୀ…

ହୋଲି ଉତ୍ସବ ପାଇଁ ଅନୁମତି ଦେଲାନି କଲେଜ, ପ୍ରଧାନମନ୍ତ୍ରୀଙ୍କୁ ଜଣାଇବାକୁ ଛାତ୍ରୀଛାତ୍ର ଦେଲେ ଧମକ

ନୂଆଦିଲ୍ଲୀ,୬।୩: ଆଲିଗଡ଼ ମୁସ୍‌ଲିମ୍‌ ୟୁନିଭର୍ସିଟି (ଏଏମ୍‌ୟୁ) ପରିସରରେ ହୋଲି ମିଳନ ଉତ୍ସବ ପାଳନ ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁମତି ନ ଦେବାରୁ ବିବାଦ ସୃଷ୍ଟି ହୋଇଛି। ହିନ୍ଦୁମାନଙ୍କ ପ୍ରତି ପ୍ରଶାସନ ପାତରଅନ୍ତର କରୁଥିବା କେତେଜଣ ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ଅନୁମତି ନ…

ବିପଜ୍ଜନକ ହେଉଛି କ୍ଷେତ ନିଆଁ: ଚିନ୍ତାରେ ବନ ବିଭାଗ

ପଦ୍ମପୁର,୬ା୩(ପ୍ରଦୀପ୍ତ ଦାଶ): ଗ୍ରୀଷ୍ମ ଋତୁ ପ୍ରାରମ୍ଭରୁ ପ୍ରତି ବର୍ଷ ଜଙ୍ଗଲ ନିଆଁ ଚିନ୍ତାର କାରଣ ପାଲଟିଥାଏ। ଏଥର କିନ୍ତୁ ଜଙ୍ଗଲ ନିଆଁରୁ ଅଧିକ ଭୟଙ୍କର ହେଉଛି କ୍ଷେତ ନିଆଁ। ଜନସାଧାରଣ କିଛି ଲାଭ ପାଇଁ ମହୁଲ ସଂଗ୍ରହ ହେଉ କି କେନ୍ଦୁପତ୍ର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର: ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କଲେ ବିଦା

ଭୁବନେଶ୍ୱର,୬।୩: ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷ ହେଲେ ଦାୟିତ୍ୱମୁକ୍ତ। ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି। ଏଥିସହିତ ଆୟୋଗର ୫ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତି। ନଭେମ୍ବରରେ ରାଜ୍ୟ ସରକାର କାରଣ ଦର୍ଶାଅ ନୋଟିସ ଜାରି…

IND vs NZ Final: ଫାଇନାଲରେ ନ୍ୟୁଜିଲାଣ୍ଡ ଆଗରେ ବାଧା ସାଜିବେ ଭାରତର ଏହି ୪ ଖେଳାଳି! ଏମିତି ହେଲେ…

ନୂଆଦିଲ୍ଲୀ,୬।୩: ଚାମ୍ପିୟନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ରବିବାର ଦୁବାଇରେ ଅନୁଷ୍ଠିତ ହେବ। ବରୁଣ ଚକ୍ରବର୍ତ୍ତୀ, ମହମ୍ମଦ ଶାମି, ବିରାଟ କୋହଲି ଏବଂ ଶ୍ରେୟସ ଆୟର ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛନ୍ତି।…

ଲାହୋରରେ ଭଗବାନ ରାମଙ୍କ ପୁତ୍ର ଲବଙ୍କ ସମାଧିରେ ପ୍ରାର୍ଥନା କଲେ ରାଜୀବ ଶୁକ୍ଳା; ଫଟୋ ସେୟାର କଲେ

ନୂଆଦିଲ୍ଲୀ,୬।୩: ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଲା, ଯିଏ ବର୍ତ୍ତମାନ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ପାକିସ୍ତାନ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ଲାହୋରର ଏକ ପ୍ରାଚୀନ ଦୁର୍ଗ ପରିଦର୍ଶନ କରିଥିଲେ, ଯେଉଁଠାରେ ଭଗବାନ ରାମଙ୍କ ପୁତ୍ର ଲବଙ୍କ ଏକ ପ୍ରାଚୀନ…

ପାଟ୍ରୋଲିଂ ବେଳେ ଅଘଟଣ: ଫରେଷ୍ଟରଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା, ଆଉ ତା’ପରେ…

ସମ୍ବଲପୁର,୬।୩(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ପଡିଆବାହାଲ ବନାଞ୍ଚଳ ଅଧୀନ ଛାମୁଣ୍ଡା କୁଶାମୁରା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ପାଟ୍ରୋଲିଂ ସମୟରେ ଏକ ଦନ୍ତାହାତୀ ଆକ୍ରମଣରେ ଫରେଷ୍ଟର ପ୍ରବୀଣ ସିଂହ ଗୁରୁତର ହୋଇଛନ୍ତି। ତାଙ୍କୁ ସାଥୀ କର୍ମଚାରୀମାନେ ଉଦ୍ଧାର କରି ସମ୍ବଲପୁର ସଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri