Home Left

୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…

ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର ଅନୁଯାୟୀ ସ୍ବାଭାବିକ ଭାବେ ଘଟିଥାଏ, ତେବେ ଗୋଟିଏ ଦିନରେ ସମସ୍ତ ୪ଟି ଘଟଣା…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ସୁନାକର ମଲ୍ଲ (୭୫) ଘର ନିକଟସ୍ଥ ମହାନଦୀର ଶାଖା କୂଳା ନାଳକୁ ଶୌଚ…

ରାଞ୍ଚିରେ ଆନ୍ଦୋଳନର ବଡ଼ ପ୍ରଭାବ! ରଦ୍ଦ ହେବ ୧୪ତମ JPSC ପରୀକ୍ଷା! ୯୦ ଦିନରେ CID ତଦନ୍ତ…

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନଙ୍କ ଦାବି ଦୀର୍ଘଦିନ ଧରି ଚର୍ଚ୍ଚାରେ ରହିଛି । ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଅଟକି ରହିଥିବା ପରୀକ୍ଷା ଏବଂ ନିଯୁକ୍ତି ବ୍ୟବସ୍ଥାରେ ସୁଧାର ଦାବି କରି ପରୀକ୍ଷାର୍ଥୀମାନେ ଲଗାତାର ଆନ୍ଦୋଳନ କରୁଛନ୍ତି ।…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। JPSCର ୩ ଜଣ ସଦସ୍ୟ ଇସ୍ତଫା ଦେଇଥିବା ବେଳେ ରାଜ୍ୟପାଳ ସନ୍ତୋଷ କୁମାର…

ନିଜର ହକ୍‌ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍‌ ହୋଇ…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ ହୋଇଯାଇଛି। ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଜୋରାଡବରା ଧରଣୀ ପୀଠରେ ପୂଜାର୍ଚ୍ଚନା…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ ସହରବାସୀ ତଥା ସାଧାରଣ ଲୋକଙ୍କ ସୁରକ୍ଷା ବିପଦରେ ରହିଛି। ଏଠାରେ ସାଧାରଣ ଜନତା…

ସଂସଦରେ ହଟ୍ଟଗୋଳ; ପ୍ରଧାନମନ୍ତ୍ରୀଙ୍କ ଉପରକୁ ବିରୋଧୀ ଏମପିଙ୍କ ଅଣ୍ଡାମାଡ଼, ତାପରେ….

ପ୍ରିଷ୍ଟିନା,୯ା୮: କୋସୋଭୋର ସଂସଦରେ ଶନିବାର ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। ସଂସଦୀୟ କାର୍ଯ୍ୟବାହୀ ଚାଲିଥିବା ସମୟରେ ଜଣେ ବିରୋଧୀ ଏମପି କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀ ଆଲବିନ କୁର୍ତିଙ୍କ ଉପରକୁ ଅଣ୍ଡା ଫିଙ୍ଗିଥିଲେ। ଏହା ପରେ ସଂସଦର କାର୍ଯ୍ୟବାହୀକୁ ତୁରନ୍ତ ସ୍ଥଗିତ କରିବାକୁ ପଡ଼ିଥିଲା।…

ମମତା ବାନାର୍ଜୀଙ୍କ କାର ଉପରକୁ ପଥରମାଡ଼: ଚୋର-ଚୋର ନାରା ଦେଲେ….

କୋଲକାତା,୯ା୮: ପଶ୍ଚିମବଙ୍ଗର ହାଲିସହରରେ ତୃଣମୂଳ କଂଗ୍ରେସର ଜଣେ ମୃତ କର୍ମୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜୋରଦାର ବିରୋଧର ସାମ୍ନା କରିବାକୁ ପଡ଼ିଛି । ତାଙ୍କ କାରକୁ ରାସ୍ତାରେ ଅଟକାଇ କାଦୁଅ ଏବଂ ଚପଲମାଡ଼ କରାଯାଇଥିବା ନେଇ…

୧୩ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ପୋଲିସକୁ ଦେଖି ଡ୍ରାଇଭର…

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କଣ୍ଟେନରରୁ ୧୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୩ କୋଟି ଟଙ୍କାରୁ ଅଧିକ ହେବ ଜବତ କରିଛି ପୋଲିସ। ଜବତ କଣ୍ଟେନରର ନମ୍ବର…

ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ

ତେହରାନ୍‌, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍‌ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ତେହରାନ୍‌ ମୋଜତାବାଙ୍କ ଏକ ଭିଡିଓ ଜାରି କରିଛି। ସେଠାର ରାଷ୍ଟ୍ରାୟତ୍ତ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ବ୍ରେଟ ଲି ମଧ୍ୟ ବୈଭବଙ୍କ ଖେଳର ପ୍ରଶଂସକ ହୋଇଯାଇଛନ୍ତି। ସେ ବୈଭବଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?