Home Left

ବହୁ ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ: ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଶେଷ

ପାଟଣାଗଡ଼,୬ା୩(ସଚ୍ଚିଦାନନ୍ଦ ମହାକୁର): ବହୁ ଚର୍ଚ୍ଚିତ ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଟଣାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ଗୁରୁବାର ବୟାନ ରେକର୍ଡ ଶେଷ ହୋଇଛି। ତଦନ୍ତକାରୀ ସଂସ୍ଥାର ଦସ୍ତାବିଜ ଏବଂ ସାକ୍ଷୀଙ୍କ ତଥ୍ୟ ଆଧାରରେ…

ବିଜୁ ପଟ୍ଟନାୟକଙ୍କୁ ଅପମାନିତ କରିଛି ଭାଜପା ସରକାର: ବିଜେଡି ପକ୍ଷରୁ ଜୋରଦାର ପ୍ରତିବାଦ

ବଲାଙ୍ଗୀର, ୬।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବିଜେଡି ପକ୍ଷରୁ ଗୁରୁବାର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସମାବେଶ ଓ ପ୍ରତିବାଦ ସଭା କରାଯାଇଥିଲା। ପୂର୍ବରୁ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନରେ ପଞ୍ଚାୟତିରାଜ ଦିବସ ପାଳନ କରାଯାଉଥିଲା ।…

ରାସ୍ତା କାମ ବେଳେ ତାଡ଼ିଦେଲେ ପାଣିପାଇପ୍‌, ପିଇବା ପାଣି ପାଇଁ ଗ୍ରାମବାସୀ ଡହଳବିକଳ

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣ ବେଳେ ଠିକାଦାର ଉପାଡ଼ି ଦେଲେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ବସୁଧାର ପାଣିପାଇପ୍‌। ଏବେ ପାନୀୟ ପ୍ରକଳ୍ପ ଅଚଳ। ଫଳରେ ମାସେ ହେଲାଣି ତେଲକୋଇ ବ୍ଲକ ଗୋଳାବନ୍ଧ ଗ୍ରାମବାସୀ ପିଇବା ପାଣି ଏବେ…

କିଏ ଅଧିକ ପାଠ ପଢିଛନ୍ତି ଟ୍ରମ୍ପ ନା ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ୍‌,୬।୩: ବିଶ୍ୱର ଶକ୍ତିଶାଳୀ ଦେଶଗୁଡ଼ିକ ବିଷୟରେ ଆଲୋଚନାବେଳେ ଲୋକଙ୍କ ମନରେ ଆମେରିକା ଏବଂ ରୁଷିଆ ନାମ ନିଶ୍ଚିତ ଭାବରେ ଆସେ। ଏହି ଦୁଇଟି ଦେଶକୁ ବହୁତ ଶକ୍ତିଶାଳୀ ବୋଲି ବିବେଚନା କରାଯାଏ। ଏହା ବ୍ୟତୀତ, ଏହି ଦେଶଗୁଡ଼ିକର ରାଷ୍ଟ୍ରପତିମାନେ ମଧ୍ୟ ବିଶ୍ୱ…

ସୁଧୀର ବେହେରା ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବଲାଙ୍ଗୀର,୬ା୩(ସୁନୀଲ କୁମାର ମହାନ୍ତି): ୨୦୨୨ରେ ସଂଘଟିତ ସୁଧୀର ବେହେରା ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏହି ହତ୍ୟାକାଣ୍ଡ ମାମଲାରେ ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତିନି ଅଭିଯୁକ୍ତ ହେଲେ ସଞ୍ଜୀବ ମୁଗ୍ରୀ, ବିଶାଳ ସୁନା ଓ ଶିବ ନାଗ।…

Video: ଶାଢି ପିନ୍ଧି ଶୁଖିଲା ଗଛ ଉପରେ ଚଢିଗଲେ ଝିଅ: ତା’ପରେ ଯାହା କହିଲେ ସମସ୍ତେ କରିବେ ବାଃ ବାଃ;ଦେଖନ୍ତୁ ଭିଡିଓ

ଆଜିକାଲି ସୋସିଆଲ ମିଡିଆ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହା ମନୋରଞ୍ଜନର ଖୋରାକ ଯୋଗାଇଥାଏ। ଆଉ କିଛି ଭିଡିଓ ମଧ୍ୟ ଶିକ୍ଷଣୀୟ ହୋଇଥାଏ। ନିକଟରେ ଏମିତି ଏକ ଭିଡିଓ ଏବେ ଭାଇରାଲ ହେଉଛି। ଭାଇରାଲ ହେଉଥିବା ଭିଡିଓରେ, ହଳଦିଆ ଶାଢ଼ି…

ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବିଜେଡି କର୍ମୀ

ପାଟଣା,୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ବିଜେଡି ତରଫରୁ ବିଜୁ ଜୟନ୍ତୀକୁ ଭାଜପା ସରକାର ସରକାରୀ ଛୁଟି ଓ ପଞ୍ଚାୟତିରାଜ ଦିବସ ରୂପେ ପାଳି ନ ଥିବାରୁ ପ୍ରତିବାଦ ସଭା ସହ ପ୍ରଧାନମନ୍ତ୍ରୀ…

ଘରେ ପକ୍ଷୀଙ୍କ ଫଟୋ ଲଗାଉଥିଲେ ଜାଣି ନିଅନ୍ତୁ ଏସବୁ କଥା, ବୃଦ୍ଧି ପାଇବ ସୁଖ-ସମୃଦ୍ଧି…

ପକ୍ଷୀମାନେ ଦେଖିବାକୁ ଖୁବ୍‌ ସୁନ୍ଦର ହୋଇଥାନ୍ତି। ସେଥିପାଇଁ ଅନେକେ ଘରର ଶୋଭା ବଢ଼ାଇବାକୁ କାନ୍ଥରେ ବିଭିନ୍ନ ପକ୍ଷୀଙ୍କର ଫଟୋ ତଥା ଛବି ଆଦି ଲଗାଇଥାନ୍ତି। ତେବେ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କେତେକ ପକ୍ଷୀ ଅଛନ୍ତି; ଯାହାଙ୍କ ଫଟୋ ହେଉ ଅବା…

ମନ୍ତ୍ରୀଙ୍କ ଗାଡ଼ି ଅଟକାଇ ନାରା ଦେଲେ ବିଜେଡି କର୍ମୀ

ଖୋର୍ଦ୍ଧା,୬ା୩ (ପ୍ରଭାତ ପାଣିଗ୍ରାହୀ): ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀକୁ ପଞ୍ଚାୟତିରାଜ ଦିବସ ପାଳନ ନ କରିବା ଏବଂ ଛୁଟି ବାତିଲ କରିବା ପ୍ରତିବାଦରେ ସାରା ରାଜ୍ୟରେ ବିଜେଡି ତରଫରୁ ଆନ୍ଦୋଳନ ଚାଲିଛି। ଖୋର୍ଦ୍ଧା ବେଗୁନିଆରେ ବିଧାୟକ ପ୍ରଦୀପ କୁମାର…

ଭାରତ ଗଲେ ମୁଁ ମରିଯିବି: ଆମେରିକା ସୁପ୍ରିମକୋର୍ଟରେ ଗୁହାରି କଲେ ମୁମ୍ବାଇ ଆକ୍ରମଣର ଷଡଯନ୍ତ୍ରକାରୀ

ୱାଶିଂଟନ,୬।୩: ୨୬/୧୧ ମୁମ୍ବାଇ ଆକ୍ରମଣର ଷଡଯନ୍ତ୍ରକାରୀ ପାକିସ୍ତାନୀ ବଂଶୋଦ୍ଭବ ଆତଙ୍କବାଦୀ ଏବଂ କାନାଡିୟ ନାଗରିକ ତହୱୁର ହୁସେନ ରାଣା ଭାରତକୁ ପ୍ରତ୍ୟର୍ପଣ ହେବାର ଭୟ କରୁଛନ୍ତି। ସେ ତାଙ୍କ ପ୍ରତ୍ୟର୍ପଣ ଉପରେ ସ୍ଥଗିତାଦେଶ ଲଗାଇବା ପାଇଁ ଆମେରିକୀୟ କୋର୍ଟରେ ଏକ ଆବେଦନ…

ବାଣ ଭିଡ଼ିବାବେଳେ ବିସ୍ଫୋରଣ: ଉଡ଼ିଗଲା ଘର ଛାତ

ଯାଜପୁର,୬।୪: ଯାଜପୁର ଜିଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ ଗୁରୁବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି। ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ଜଣ ଗୁରୁତର ଆହତ ହୋଇଛନ୍ତି।…

IPL ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦକୁ ବଡ଼ ଝଟକା, ୧ କୋଟି ଦେଇ କିଣିଥିବା ଖେଳାଳି ଦଳରୁ ପଡ଼ିଲେ ବାଦ୍‌

ନୂଆଦିଲ୍ଲୀ,୬।୩: IPL ୨୦୨୫ ଆରମ୍ଭ ହେବାର ପ୍ରାୟ ଦୁଇ ସପ୍ତାହ ପୂର୍ବରୁ, ସନରାଇଜର୍ସ ହାଇଦ୍ରାବାଦ (SRH) ତାର ଦଳରେ ପରିବର୍ତ୍ତନ କରିଛି। ଇଂଲଣ୍ଡର ବ୍ରାଇଡନ କାର୍ସେ ଆଘାତ ଯୋଗୁ ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିଛନ୍ତି, ତାଙ୍କ ସ୍ଥାନରେ SRH ଦଳରେ ଭିଆନ ମୁଲଡରଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri