ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…
ଦଲକି ନାଳ ପୋଲ ଉପରେ ୪ ଫୁଟ୍ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ
ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ ନାଳରେ ବନ୍ୟାଜଳ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଖଣ୍ଡହତା-ସାହାଜଲଥା ରାସ୍ତାରେ ଥିବା ଦଲକି…
ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ
ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨) ବିଲରେ ଟଳି ପଡ଼ିଥିଲେ। ଗରଦପୁର ଗ୍ରାମ ଓଁ ଶାନ୍ତି ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପଛପାଖ…
ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…
ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା ଡ୍ରାଇଭରଙ୍କ ସମେତ ୧୩ ଜଣ ବୋଲବମ୍ ଭକ୍ତ (କାଉଡ଼ିଆ)…
ଶିକ୍ଷା ବିଭାଗରେ ଚହଳ! ଘରେ ପଶି ଶିକ୍ଷୟିତ୍ରୀଙ୍କୁ ବଳାତ୍କାର, ବିରୋଧ କରିବାରୁ….
ଲକ୍ଷ୍ନୌ,୯ା୮: ଉତ୍ତରପ୍ରଦେଶର ହରଦୋଇ ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଟୋଡରପୁର ବ୍ଲକ୍ ରିସୋର୍ସ ସେଣ୍ଟର (BRC)ରେ କାର୍ଯ୍ୟରତ କ୍ଲର୍କ ଅମିତ ମିଶ୍ରଙ୍କ…
ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ
ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା ପରିତାପର ବିଷୟ ସାଜିଛି । ବର୍ଷା ହେଲେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ…
ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ
ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ ଜିଲା ଓକିଲ ସଂଘର ସଭାପତି ଭୀଷ୍ମଦେବ ସରାଫଙ୍କୁ ମଦ ବୋତଲରେ ମରଣାନ୍ତକ ଆକ୍ରମଣ…
ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….
ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର ପକ୍ଷରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସାଧାରଣ ଲୋକଙ୍କ ମଧ୍ୟରେ…
ଏନ୍ପିଏସ୍ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ
ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍ପିଏସ୍ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ। ଅବସର ପରେ ଶିକ୍ଷକମାନଙ୍କ ଆର୍ଥିକ ସୁରକ୍ଷାକୁ ନେଇ ଏଭଳି ଉଦ୍ବେଗ ପ୍ରକାଶ କରିଛି…
ବାରାମତୀରେ ପୁଣି ବିମାନ ଦୁର୍ଘଟଣା, ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ସ୍ଥାନରେ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍
ମୁମ୍ବାଇ,୯ା୮: ମହାରାଷ୍ଟ୍ରର ପୁଣେ ଅନ୍ତର୍ଗତ ବାରମତୀ ଏୟାରପୋର୍ଟ ପରିସରରେ ପୁଣି ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସୁଛି । ଏକ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ଦିନ ପ୍ରାୟ ୧୨:୩୫ ମିନିଟ୍ ସମୟରେ…
ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ
ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…
ଚୋରି ହୋଇଥିବା ଘରୁ ପୁଣି ଚୋରି
କେସିଙ୍ଗା,୧୦।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ମୁହାଣ ଥିବା ସୁବାଷ ଅଗ୍ରୱାଲଙ୍କ ଘରୁ ଗତ ଦୁଇ ବର୍ଷ ତଳେ ପ୍ରାୟ ଲକ୍ଷ୍ୟାଧିକ ଟଙ୍କା ସୁନା ଚୋରି ହୋଇଥିଲା। ଘରମାଳିକ ବର୍ତ୍ତମାନ କେସିଙ୍ଗାରେ ନ ରହି ଅନ୍ୟ ରାଜ୍ୟରେ ରହୁଛନ୍ତି।…

