ବିଶ୍ୱର ସବୁଠାରୁ ଛୋଟ ପାର୍କ
ଟୋକିଓ: ଜାପାନ ପୁଣି ଥରେ ନିଜର ଏକ ଅନନ୍ୟ ଆବିଷ୍କାର ସହ ସାରା ବିଶ୍ୱକୁ ଚକିତ କରିଛି। ସମ୍ପ୍ରତି ଏକ ଛୋଟ ପାର୍କ ପାଇଁ ଜାପାନ ଚର୍ଚ୍ଚାରେ ରହିଛି, ଯାହାକୁ ବିଶ୍ୱର ସବୁଠାରୁ ଛୋଟ ପାର୍କ ଭାବେ ଗିନିଜ୍ ୱାଲର୍ଡ ରେକର୍ଡ…
ହ୍ରିତିକ, ଜୁନିୟର ଏନ୍ଟିଆର୍ଙ୍କ ମଧ୍ୟରେ ଡ୍ୟାନ୍ସ ମୁକାବିଲା
ମୁମ୍ବାଇ: ଆସନ୍ତା ଅଗଷ୍ଟ ୧୪ରେ ଅଭିନେତା ହ୍ରିତିକ ରୋଶନ ଏବଂ ଜୁନିୟର ଏନ୍ଟିଆରଙ୍କ ଅଭିନୀତ ଆକ୍ସନ ଥ୍ରୀଲର ଫିଲ୍ମ ‘ଓ୍ବାର ୨’ ରିଲିଜ୍ ହେବାକୁ ଯାଉଛି। ତେବେ ବିଭିନ୍ନ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଫିଲ୍ମ ସମ୍ପର୍କିତ ଏକ ଅପ୍ଡେଟ୍…
ଡିଅନ୍ ରିଭର ଫ୍ରଣ୍ଟ ହାଉସିଂ ପ୍ରକଳ୍ପକୁ ପ୍ରମାଣପତ୍ର
ଭୁବନେଶ୍ୱର,୫।୩: ରାଜ୍ୟର ପ୍ରମୁଖ ଗୃହ ନିର୍ମାଣକାରୀ ସଂସ୍ଥା ତଥା ଡିଅନ୍ ଗ୍ରୁପ୍ର ଅଗ୍ରଣୀ ହାଉସିଂ ପ୍ରକଳ୍ପ ‘ଡିଅନ୍ ରିଭର ଫ୍ରଣ୍ଟ ଫେଜ୍-୧ ଏବଂ ଫେଜ୍-୨’କୁ ନିକଟରେ ପଞ୍ଜୀକରଣ ପ୍ରମାଣପତ୍ର ମିଳିଛି। ଏପରିକି କଟକ ବିକାଶରେ ଗୁରୁତ୍ୱ ବହନ କରୁଥିବା ଏବଂ କମ୍ପାନୀର…
ବଜାରରେ ବଜାଜ୍ର ଅଲ୍ ନ୍ୟୁ ବଜାଜ୍ ଗୋଗୋ
ମୁମ୍ବାଇ,୫।୩ (ଅଭୟ ଦାଶ): ବଜାଜ୍ ଅଟୋ ଲିମିଟେଡ୍ର ବହୁ ପ୍ରତୀକ୍ଷିତ ମଡେଲ ତଥା ବ୍ରାଣ୍ଡ୍ର ନୂତନ ଇଲେକ୍ଟ୍ରିକ୍ ଅଟୋ ‘ଅଲ୍ ନ୍ୟୁ ବଜାଜ୍ ଗୋଗୋ’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଅପରପକ୍ଷରେ ‘ବଜାଜ୍ ଗୋଗୋ’ର ଶୁଭାରମ୍ଭ ସହ କମ୍ପାନୀ ଇଲେକ୍ଟ୍ରିକ୍ ୩ ଚକିଆ…
ଏଆଇ ଯୁଗରେ ଦକ୍ଷ କର୍ମଚାରୀ ବଡ଼ କମ୍ପାନୀଙ୍କୁ ସମସ୍ୟା
ଭୁବନେଶ୍ୱର,୫।୩ (ଅନୁରାଧା ମହାରଣା): ଜେନେରେଟିଭ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଭାରତୀୟ କମ୍ପାନୀଗୁଡିକ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ମାତ୍ର ଟେକ୍ନୋଲୋଜିର ସମ୍ପୂର୍ଣ୍ଣ ଫାଇଦା ନେବାକୁ ବଡ଼ କମ୍ପାନୀଗୁଡ଼ିକ ଠିକ୍ ଏଆଇ କୌଶଳ ଏବଂ ଆନୁଷଙ୍ଗିକ ଦକ୍ଷତାପୂର୍ଣ୍ଣ କର୍ମଚାରୀ ଖୋଜିବା କଷ୍ଟ ହୋଇପଡ଼ିଛି। ଏହା କମ୍ପାନୀଗୁଡିକ…
ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ପହଞ୍ଚିବା ପରେ ରୋହିତଙ୍କୁ ‘ମୋଟା’କହିଥିବା କଂଗ୍ରେସ ନେତ୍ରୀଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…
ନୂଆଦିଲ୍ଲୀ,୫।୩: ଆଇସିସି ଚାମ୍ପିୟନ୍ସ ଟ୍ରଫିର ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଟିମ ଇଣ୍ଡିଆ ଫାଇନାଲରେ ପହଞ୍ଚିଛି। ରୋହିତ ଶର୍ମାଙ୍କୁ ‘ମୋଟା’ ବୋଲି କହିଥିବା କଂଗ୍ରେସ ମୁଖପାତ୍ର ଶମା ମହମ୍ମଦ ମଧ୍ୟ ଏହି ବିଜୟ ପାଇଁ ଟିମ ଇଣ୍ଡିଆକୁ ଅଭିନନ୍ଦନ ଜଣାଇଛନ୍ତି। ସେ…
ଦଳିତ ଆଦିବାସୀଙ୍କ ଉପରେ ଅତ୍ୟାଚାର ବନ୍ଦ ହେବା ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ନୂଆପଡ଼ା,୫।୩ (ମକାରୁ ବେମାଲ): ଦଳିତ ଆଦିବାସୀଙ୍କ ଉପରେ ହେଉଥିବା ଅତ୍ୟାଚାର ବନ୍ଦ ପାଇଁ ଜିଲା ଡମ ଗଣ୍ଡା ସମାଜ ପକ୍ଷରୁ ଦାବି କରାଯାଇଛି। ଏ ନେଇ ଅନୁସୂଚିତ ଜାତି ରାଜ୍ୟ ସାଧାରଣ ସମ୍ପାଦକ ଫକିର ମୋହନ ଜଗତଙ୍କ ନେତୃତ୍ୱରେ ମଙ୍ଗଳବାର ରାଷ୍ଟ୍ରପତିଙ୍କ…
ଜୟନ୍ତୀ ପୂର୍ବରୁ ବିଜୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଭାଙ୍ଗି ନେଲେ
ନିଶ୍ଚିନ୍ତକୋଇଲି, ୫।୩(ଅଶୋକ କୁମାର ମହାପାତ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପୂର୍ବରୁ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ଏଭଳିସ୍ଥିତିରେ କଟକ ଜିଲା ମାହାଙ୍ଗା ନିର୍ବାଚନମଣ୍ଡଳୀ ଅଧୀନ ଉମର ପଞ୍ଚାୟତ ହନୁମାନ ଛକ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରୁ କୌଣସି ଦୁର୍ବୃତ୍ତ…
ମାଦଳୀ ମୁହାଣରେ ବଢୁଛି ଅନୁପ୍ରବେଶ
ମହାକାଳପଡ଼ା,୫ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ହୁକିଟୋଲା-ମାଦଳୀ ମୁହାଣରେ ବେଆଇନ ଭାବେ ସ୍ଥାନୀୟ କଙ୍କଡ଼ା ଧରାଳି ଓ ମତ୍ସ୍ୟଜୀବୀଙ୍କ ଆଡ୍ଡା ବଢୁଛି। ବନ ବିଭାଗ ପକ୍ଷରୁ ମାଦଳୀଠାରେ ଅସ୍ଥାୟୀ କ୍ୟାମ୍ପ୍ କରାଯାଇ…
ପାକିସ୍ତାନ ପରି କାଙ୍ଗାଳ ପରିସ୍ଥିତିରେ ବାଂଲାଦେଶ, ୟୁନୁସ୍ଙ୍କ ଉପରେ ବଡ଼ ସଙ୍କଟ, ଖାଦ୍ୟ ପାଇଁ ହାହାକାର
ଢାକା,୫।୩: ବାଂଲାଦେଶ ଏବେ ପାକିସ୍ତାନର ପଥ ଅନୁସରଣ କରିବା ଆରମ୍ଭ କରିଛି। ଏବେ ପାକିସ୍ତାନ ପରି ଦାରିଦ୍ର୍ୟ ବାଂଲାଦେଶରେ ମଧ୍ୟ ବ୍ୟାପିବା ଆରମ୍ଭ କରିଛି। ଏହାର କାରଣ ହେଉଛନ୍ତି ମହମ୍ମଦ ୟୁନୁସ୍। ମହମ୍ମଦ ୟୁନୁସ୍ଙ୍କ ବାଂଲାଦେଶରେ ଆର୍ଥିକ ସଙ୍କଟ ଗଭୀର ହେବାରେ…
ବିଧାୟକଙ୍କ ପାନଛେପ ସଫାକଲେ ବାଚସ୍ପତି
ଲକ୍ଷ୍ନୌ, ୫ା୩:ଉତ୍ତରପ୍ରଦେଶ ବିଧାନସଭାର ବଜେଟ ଅଧିବେଶନ ଜାରି ରହିଛି। ଅଧିବେଶନର ନବମ ଦିନ ଜଣେ ବିଧାୟକ ବିଧାନସଭା ହଲ୍ରେ ପାନ ମସାଲା ଖାଇ ଛେପ ପକାଇଥିବାର ଘଟଣା ସାମନାକୁ ଆସିଛି, ଯାହା ପୂରା ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ବିଧାନସଭା ଗୃହର…
ପଞ୍ଚାୟତିରାଜ ଦିବସ: ଜୋର୍ ଧରିଲା ରାଜନୀତି
ଭୁବନେଶ୍ୱର,୫ା୩(ସୁନିତ୍ ମିଶ୍ର):ବିଜୁବାବୁଙ୍କ ଜୟନ୍ତୀ ଅର୍ଥାତ୍ ମାର୍ଚ୍ଚ ୫କୁ ପ୍ରତ୍ୟେକ ବର୍ଷ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଥିଲେ। ୨୪ ବର୍ଷ ଧରି କ୍ଷମତାରେ ଥିବା ବିଜେଡି ଶାସନରୁ ହଟଛି। ପ୍ରଥମ ଥର ଲାଗି ଭାଜପା କ୍ଷମତାକୁ ଆସିବା ପରେ…
Archives


