Home Left

ଶାରୀରିକ ପରୀକ୍ଷା ବେଳେ ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର, ୪ା୩(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍‌ ଷ୍ଟକ୍‌ ଇନ୍ସପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି।…

ପ୍ରଥମ ଥର ୩୯ ଡିଗ୍ରୀ ସେଲସିୟସ ଛୁଇଁଲା ତାତି

ଭୁବନେଶ୍ୱର,୪।୩(ଅନୁରାଧା ମହାରଣା)- ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ଚଳିତ ବର୍ଷ ପ୍ରଥମଥର ପାଇଁ ତାପମାତ୍ରା ୩୯ଡିଗ୍ରୀ ସେଲସିୟସ ଛୁଇଁଛି। ଦିନ ତାପମାତ୍ରା ମଙ୍ଗଳବାର ଝାରସୁଗୁଡ଼ାରେ ସର୍ବାଧିକ ୩୯ଂ, ବୌଦ୍ଧ ୩୮.୫ଂ, ମାଲକାନଗିରି ୩୮.୪ଂ, ଅନୁଗୋଳ ୩୭.୯ଂ, ସମ୍ବଲପୁର ୩୭.୮ଂ, ପାରଳାଖେମୁଣ୍ଡି ୩୭.୮ଂ,…

ବାଲ୍ୟ ବିବାହ ରୋକିଲା ବରଗଡ଼ ପ୍ରଶାସନ

ବରଗଡ଼,୪।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସିଲେଟ୍‌ ଗ୍ରାମରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ମଙ୍ଗଳବାର ପ୍ରଶାସନ ପକ୍ଷରୁ ବନ୍ଦ କରାଯାଇଛି। ଆସନ୍ତା ୭ତାରିଖ ଗ୍ରାମରେ ଉକ୍ତ ବାଲ୍ୟ ବିବାହ ଅନୁଷ୍ଠିତ ହେବାର ଥିଲା। ଏ ସମ୍ପର୍କରେ…

Video: ଚାମ୍ପିଅନ୍ସ ଟ୍ରଫିରେ ଘଟିଥାନ୍ତା ବଡ଼ ଅଘଟଣ, ରୋହିତଙ୍କ ଯୋଗୁ ବିପଦରେ ପଡ଼ିଲା ଜୀବନ…

ଦୁବାଇ,୪।୩: ଟିମ୍‌ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ଜଣାଶୁଣା। ଯେବେବି ସେ ଶଟ୍‌ ଖେଳନ୍ତି ବିରୋଧି ଅଧିନାୟକ ଚିନ୍ତାରେ ପଡ଼ିଯାଆନ୍ତି। ହେଲେ ଅଷ୍ଟ୍ରେଲିଆ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚ୍‌ରେ ରୋହିତ ଅମ୍ପାୟାରଙ୍କ ଜୀବନକୁ ବିପଦରେ…

ଚାମ୍ପିଅନ୍ସ ଟ୍ରଫିର ନୂଆ ‘କିଙ୍ଗ୍‌’ କୋହଲି

ଦୁବାଇ,୪।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚ୍‌ରେ ବିରାଟ କୋହଲି ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ଏବେ ଏହି ଟୁର୍ନାମେଣ୍ଟରେ ସର୍ବାଧିକ ରନ ସ୍କୋର କରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ ହୋଇସାରିଛନ୍ତି। ସେ ପୂର୍ବତନ ଭାରତୀୟ ଖେଳାଳି ଶିଖର ଧାୱନଙ୍କ…

ହଠାତ୍‌ ଟିମ୍‌ ଇଣ୍ଡିଆ ଡ୍ରେସିଂ ରୁମ୍‌ରେ ଗାଳି ଦେବାକୁ ଲାଗିଲେ ଗମ୍ଭୀର, ସେମିଫାଇନାଲରେ କ’ଣ ଏମିତି ହେଲା?

ଦୁବାଇ,୪।୩: ଦୁବାଇର ଗ୍ରାଉଣ୍ଡରେ ଟିମ୍‌ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା ଜାରି ରହିଛି। ଉଭୟ ଦଳ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିବାକୁ ଚାହୁଁଥିବାରୁ ମ୍ୟାଚ୍‌ର ଗୁରୁତ୍ୱ ରହିଛି। ଏମିତିରେ ଅଷ୍ଟ୍ରେଲିଆର ଉଇକେଟ ଯିବା ସମୟରେ କେବଳ ଭାରତୀୟ ଖେଳାଳି…

କଳାହାଣ୍ଡିରେ ନୂତନ ଏସପିଙ୍କ ଦାୟିତ୍ୱ ଗ୍ରହଣ: ମାଓ ଦମନ,ଅପରାଧ ନିୟନ୍ତ୍ରଣକୁ ଦିଆଯିବ ପ୍ରାଥମିକତା

ଭବାନୀପାଟଣା ,୪।୩ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ଏସ୍‌ପିି ଭାବେ ନାଗରାଜ ଦେବର କୋଣ୍ଡା ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ଏସ୍‌ପିି ଅଭିଲାସ ଜିଙ୍କ ଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତିି । ଏହା ପୂର୍ବରୁ ଏସପି…

୩୯୦ କେଜି ଗଞ୍ଜେଇ ଭର୍ତ୍ତି ଜିପ ଜବତ, ମାଫିଆ ଗାଡି ଛାଡି ଫେରାର

ଦାରିଙ୍ଗବାଡି, ୪ ।୩ (ଅରୁଣ ସାହୁ): ବ୍ରାହ୍ମଣୀଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଥାନା ଅଞ୍ଚଳରୁ ବାହାରକୁ ଚୋରା ଚାଲାଣ ପୂର୍ବରୁ ମାଡ଼ିବସିଲା ପୋଲିସ ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ସରାମୁଳି ପଞ୍ଚାୟତ…

ଗାଁ ରାସ୍ତାରେ ବିଦେଶୀମଦ ବ୍ୟାଗ ଧରି ହୋଇଥିଲେ ଠିଆ : ବନ୍ଧା ହୋଇଗଲେ ଜେଲ୍‌

ଦିଗପହଣ୍ଡି,୪।୩(ଅଶେଷ ନାଥମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ ପିଲିକାଢିଅ ଗ୍ରାମର ବାରିକ ମଲ୍ଲିକଙ୍କୁ ମଙ୍ଗଳବାର ଦିଗପହଣ୍ଡି ଅବକାରୀ ଏସ୍‌ଆଇ ଅନିତା ପ୍ରଧାନ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ମାମଲା ନଂ.୨୧୮/୨୪-୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ…

IPL ପୂର୍ବରୁ କଠୋର ହେଲା BCCI,  ଖେଳାଳି ଏବଂ ଦଳ ପାଇଁ ୬ ଜିନିଷକୁ କଲା ବ୍ୟାନ୍‌ 

ନୂଆଦିଲ୍ଲୀ,୪।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଶେଷ ହେବା ପରେ, ସମସ୍ତଙ୍କ ନଜର IPLର ନୂତନ ସିଜିନ ଉପରେ ରହିବ। ଖେଳାଳିମାନେ ବର୍ତ୍ତମାନ ଚାମ୍ପିଅନ୍ସ ଟ୍ରଫିରେ ବ୍ୟସ୍ତ ଥିବା ବେଳେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ(ବିସିସିଆଇ) ବିଶ୍ୱର ସବୁଠାରୁ ପ୍ରସିଦ୍ଧ ଟି-୨୦ ଲିଗର…

ବେନିୟମ ଗାଡ଼ି ଉପରେ ନଜର, ଭଞ୍ଜନଗର ଆରଟିଓ-ପୋଲିସ ପକ୍ଷରୁ ଚଢାଉ ଜୋରଦାର

ଭଞ୍ଜନଗର,୪।୩(ବାବୁଲା ପ୍ରଧାନ): ଭଞ୍ଜନଗର ଥାନା ଅଞ୍ଚଳରେ ଅନେକ ଗାଡ଼ି ବେନିୟମ ଭାବେ ଚାଲୁଛି। ସେଥିମଧ୍ୟରୁ କିଛି ଗାଡ଼ିର କାଗଜପତ୍ର ନାହିଁ। ଆଉ କିଛି ଗାଡ଼ି ଚାଳକ ନକଲି ନମ୍ବର ପ୍ଲେଟ ଲଗାଇ ଗାଡ଼ି ଚଳାଉଛନ୍ତି। ଏହିଭଳି ବେନିୟମ ଗାଡ଼ିକୁ ଧରିବା ପାଇଁ…

କାଉଗୁଡାଗ୍ରାମର ୩୦ ଚାଷୀଙ୍କ ସ୍ବପ୍ନ ସାକାର : ଜମିରେ ପାଚିଲା ଷ୍ଟ୍ରବରୀ ଦେଖି ଚାଷୀ ଆନନ୍ଦରେ ବିଭୋର

କୋରାପୁଟ,୪।୩(ଅମିତାଭ ବେହେରା ): ଗତ ୩ମାସ ଧରି ଜମିରେ କଠିନ ପରିଶ୍ରମ କରି ଷ୍ଟ୍ରବେରୀ ଫଳାଇଛନ୍ତି କୋରାପୁଟ ଜିଲାର କାଉଗୁଡା ଗ୍ରାମର ୩୦ ଜଣ ଚାଷୀ। ନିଜ ଜମିରେ ଫଳିଥିବା ଲାଲ ଲାଲ ଷ୍ଟବରୀକୁ ଦେଖି ଚାଷୀ ନିଜ ସ୍ବପ୍ନ ସାକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri