ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…
ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଏଥର ଶ୍ରୀମନ୍ଦିର ଗର୍ଭଗୃହ ସହ ଚତୁର୍ଦ୍ଧା ବିଗ୍ରହଙ୍କ ଫୋଟ ଭାଇରାଲ ହୋଇଛି। ଯାହାକୁ...
ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ
ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏହି ସମୟରେ, ଆଫଗାନିସ୍ତାନର ତାଲିବାନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ...
କିସ୍ ଛାତ୍ରଙ୍କୁ ହତ୍ୟା, ପ୍ରେସ୍ମିଟ୍ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍ରେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ...
‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ
ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ ଭାରତର ଉତ୍ପାଦନ କ୍ଷେତ୍ର ବିଷୟରେ ଆଲୋଚନା କରିଥିଲେ ଏବଂ ଦେଶରେ ଉତ୍ପାଦନ ବୃଦ୍ଧି...
ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ
ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି । ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରୀ ହେଉଛନ୍ତି କଟକ...
ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା
ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି। ଏହାକୁ ଇ-ସିଗାରେଟ ବୋଲି ଦାବି କରାଯାଉଛି। ଭାଜପା ଆଇଟି ସେଲ ମୁଖ୍ୟ ଅମିତ...
ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା...
ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା
ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ ବାନାମ୍ବର ନାୟକ(୨୯) ନାମକ ଜଣେ ଯୁବକ ନିଜର ଦାଦା ମାନସ ନାୟକ(୫୮)ଙ୍କୁ ଠେଙ୍ଗାରେ...
ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ
ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ ଘଟିଛି। ବାଲିମାଫିଆଙ୍କ ଆକ୍ରମଣରେ ୨ ଯୁବକ ଆହତ ହୋଇଛନ୍ତି। ଉକ୍ତ ଗ୍ରାମର ସନାତନ...
ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ
ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଅଲି ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ତା’ପରେ ସେ ତାଙ୍କୁ...
ସାଇନ୍ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା
କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩ ଫୁଟ ଉଚ୍ଚର ଏକ ସାଇନ୍ବୋର୍ଡ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ହେଇଥିବା ବେଳେ...
ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ
ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି ମ୍ୟାଚ୍ ସମୟରେ ସେ ଅସୁସ୍ଥ ଅନୁଭବ କରିଥିଲେ। ମ୍ୟାଚ୍ ପରେ ତାଙ୍କୁ ତୁରନ୍ତ...
Archives


