ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର
ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ ବରଗଡ଼ ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର ଦେଖିବାକୁ ମିଳିଛି। ସହରର…
ନିକିତାଙ୍କୁ ଗ୍ଲୋବାଲ ପାଥ୍ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ
ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି ମହାବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି। ସେ ସାର୍ଟିଫିକେଟ ଇନ ଫିନଟେକ ଆଣ୍ଡ ଇନସୁରଟେକ…
ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍ଏଲ୍ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ
ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍ଏଲ୍ସି ଇଣ୍ଡିଆ ଲିମିଟେଡ୍ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ ୩ ଦଶନ୍ଧିର ଦୃଢ଼ ପେସାଗତ ଅଭିଜ୍ଞତା ସହ ଡ. ଆଚାର୍ଯ୍ୟ ବିଦ୍ୟୁତ୍, ଖଣି…
ସୁନା ବିକି ନୂଆ ଫୋନ୍ କିଣୁଛନ୍ତି ଗ୍ରାହକ
ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍ ୧୮ ସିରିଜ୍ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍ର ବିକ୍ରି ଏବଂ ଫିଚର ସମ୍ପର୍କରେ କମ୍ପାନୀ ପକ୍ଷରୁ ଘୋଷଣା କରାଯିବା ସହ ଏହାର ମୂଲ୍ୟ ସମ୍ପର୍କରେ ମଧ୍ୟ…
କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ
କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ ମହିଳା ନେତୃତ୍ୱର ଏକ ନୂଆ ଅଧ୍ୟାୟ ଶୁଭାରମ୍ଭ କରିଥିଲେ। ଜାତୀୟ ରାଜନୀତିରେ ମଧ୍ୟ…
୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍ଟେକ୍ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି
ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର ପାଇଁ ଫ୍ରାନ୍ସରୁ ଋଣ ସୂତ୍ରରେ ମେକ୍ସିକୋକୁ ଅଣାଯାଇଛି। ୧୮୪୦ ମସିହାରୁ ଏହା ଦେଶ…
ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ
ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର ବିଶ୍ବାଳଙ୍କୁ ଶୁକ୍ରବାର ଖାରବେଳନଗର ଥାନା ପୋଲିସ ଗିରଫ କରିଛି। ପୀଡିତା ଯୁବତୀଙ୍କ ଅଭିଯୋଗ…
ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ
ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୀଡିତାଙ୍କ ମା’ଙ୍କ ଏତଲା କ୍ରମେ ପୋଲିସ ଶୁକ୍ରବାର ଅଭିଯୁକ୍ତ ମନୋଜ ଲୁଗୁନ(୪୫)ଙ୍କୁ…
ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…
ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା କରାଯାଇଛି। ଏହାପରେ ମୃତଦେହକୁ ଏକ ଖୋଲା ପଡ଼ିଆରେ ଫିଙ୍ଗି ଦିଆଯାଇଛି। ଏହି ସମ୍ବେଦନଶୀଳ…
ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍: ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୯ା୯(ସୁନିତ୍ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରର ଭବିଷ୍ୟତ…
୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି
ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ ମିଳିଛି। ଦକ୍ଷିଣ ଆମେରିକାର ବଲିଭିଆର ଘଞ୍ଚ ଓ ଆର୍ଦ୍ର ମେଘାଚ୍ଛନ୍ନ ଜଙ୍ଗଲ (ୟୁଙ୍ଗାସ…
ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…
ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

