Home Left

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା ଶାନ୍ତି ଯୋଜନାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ଗାଜା ଯୁଦ୍ଧ ବନ୍ଦ କରିବା ଦିଗରେ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ ମିଳଛି। ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍‌ତାର ଚାରିପାଖରେ ଘଞ୍ଚ ଗଛଲତା ମାଡ଼ିଯାଇଥିବାରୁ ଏହା ଆଗାମୀ…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ ଚାଲିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ଅନିଶ୍ଚିତତା ପ୍ରକାଶ ପାଇଛି। କାମଟି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ। କାନାଡା ଏହାର ଆପ୍ରବାସନ ନିୟମକୁ କଡ଼ାକଡ଼ି କରିଥିବା ବେଳେ ଭାରତୀୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ ବିଶ୍ୱରେ ସବୁଠାରୁ ଲମ୍ବା କେଶ ରହିବାର ରେକର୍ଡ ହାସଲ କରିଛନ୍ତି, ଯାହାର ଲମ୍ବ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ ବିଷୟକୁ ଧ୍ୟାନକୁ ନେବା ନିହାତି ଦରକାର। ସେ ସମ୍ପର୍କରେ ବିଶଦ ଭାବରେ ନିମ୍ନରେ…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି ଜନସଂଗ୍ରାମ ସମିତି ପକ୍ଷରୁ ସଭାପତି ସାଉଲ ମଙ୍ଗରାଜଙ୍କ ନେତୃତ୍ୱରେ ପ୍ରାୟ ୩୦୦ ଚାଷୀ…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ ପୁଅକୁ ବଞ୍ଚାଇବା ପାଇଁ ପରିବାର ଲୋକେ ହସ୍ପିଟାଲରେ ଥିବା ବେଳେ ଲୋୟର ସୁକ୍‌ତେଲ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି (e-KYC) ନ କରାଇଲେ, ଆପଣଙ୍କୁ ୧୦୦୧ ଟଙ୍କାରେ ମିଳୁଥିବା ଘରୋଇ ସିଲିଣ୍ଡର ୨୯୦୦…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ ଘରୁ ପଦାକୁ ଗୋଡ଼ କାଢ଼ିବା ମୁସ୍କିଲ ହୋଇପଡ଼ିଥିବା ବେଳେ ରୋଜଗାର କରି ଘର…

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ ଅଗଷ୍ଟ ୨୮ ତାରିଖରେ ଘଟିବ । ଏହି ଗ୍ରହଣ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?