ବିଦର୍ଭ ହେଲା Ranji Trophy ଚାମ୍ପିଅନ୍, ବିଜୟର ହିରୋ ସାଜିଲେ କରୁଣ ନାୟର
ନାଗପୁର,୨।୩: ତୃତୀୟ ଥର ପାଇଁ ବିଦର୍ଭ ଟିମ୍ ରଣଜୀ ଟ୍ରଫି ୨୦୨୫ ଟାଇଟଲ ଜିତିଛି। କେରଳ ବିପକ୍ଷ ଫାଇନାଲରେ ପ୍ରଥମ ଇନିଂସ ଲିଡ ଆଧାରରେ ସେମାନେ ଟ୍ରଫି ଜିତିଯାଇଛନ୍ତି। ବିଦର୍ଭ ତୃତୀୟ ଥର ପାଇଁ ଏହି ଟାଇଟଲ ଜିତିଛି। ଏହି ସଫଳତାରେ…
ନିଜ ଆଡୁ ଫେରାନ୍ତୁ ରାଶନ କାର୍ଡ, ଯୋଗାଣ ମନ୍ତ୍ରୀ କହିଲେ ସରକାର ଏବେ…
ଭୁବନେଶ୍ୱର,୨ା୩: ନିଜ ଆଡୁ ରାଶନ କାର୍ଡ ଫେରାଇବା ପାଇଁ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିବେଦନ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଗ୍ରାମାଞ୍ଚଳରେ ଯେଉଁମାନଙ୍କର ମାସିକ ଆୟ ୧୦ ହଜାର ଟଙ୍କା ସେମାନେ ତୁରନ୍ତ କାର୍ଡ ଫେରାଇ ଦିଅନ୍ତୁ। ସେହିପରି…
କିଙ୍ଗ୍ କୋହଲିଙ୍କ ବଡ଼ ଉପଲବ୍ଧି, ସଚିନ-ଦ୍ରାବିଡ଼-ଗାଙ୍ଗୁଲିଙ୍କ ପରି…
ନୂଆଦିଲ୍ଲୀ,୨।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ନ୍ୟୁଜିଲାଣ୍ଡ ବିପକ୍ଷ ଗ୍ରୁପ୍ ଷ୍ଟେଜ୍ ମୁକାବିଲାରେ ମଇଦାନକୁ ଓହ୍ଲାଇ ଇତିହାସ ରଚିଛନ୍ତି ବିରାଟ କୋହଲି। ସେ ଦିନିକିଆରେ ୩୦୦ ମ୍ୟାଚ୍ ଖେଳିଥିବା ଖେଳାଳି ପାଲଟିଛନ୍ତି। ଏହି ମାମଲାରେ ସେ ୭ମ ଭାରତୀୟ। ତାଙ୍କ ପୂର୍ବରୁ ୬…
ପୁତୁରାଙ୍କ ଉପରେ ମାୟାବତୀଙ୍କ ଆକ୍ସନ…ବଡ଼ ଘୋଷଣା କରି କହିଲେ ‘ମୁଁ ବଞ୍ଚି ଥିବା ପର୍ଯ୍ୟନ୍ତ ମୋର କୌଣସି ଉତ୍ତରାଧିକାରୀ ରହିବେ ନାହିଁ’
ଲକ୍ଷ୍ନୌ,୨।୩: ଉତ୍ତର ପ୍ରଦେଶର ବିଏସପି ସୁପ୍ରିମୋ ମାୟାବତୀ ରବିବାର ଲକ୍ଷ୍ନୌରେ ଅଲ୍ ଇଣ୍ଡିଆ ପଦାଧିକାରୀଙ୍କ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ସମସ୍ତ ପଦବୀରୁ ହଠାଇ ଦେଇଛନ୍ତି। ସେହିଭଳି ସାନ ଭାଇ ଆନନ୍ଦ କୁମାରଙ୍କୁ…
AI ଦେଖାଇଲା ପିଲାଙ୍କ ସ୍ବପ୍ନର କ୍ୟାରିୟର, ନିଆରା ଉପାୟରେ ଛାତ୍ରୀଛାତ୍ରଙ୍କୁ…
ବେଜିଂ,୨ା୩: ସାମ୍ପ୍ରତିକ ସ୍ଥିତିରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାରକୁ ନେଇ ବହୁ ବିବାଦ ସୃଷ୍ଟି ହୋଇଥିବା ସହ ସମାଜ ପ୍ରତି ଏହାର କ୍ଷତିକାରକ ପ୍ରଭାବକୁ ନେଇ ଅନେକେ ଚିନ୍ତା ପ୍ରକଟ କରୁଛନ୍ତି। ଏହାରି ମଧ୍ୟରେ ଚାଇନାର ଏକ ପ୍ରାଥମିକ ସ୍କୁଲର ଜଣେ…
ଜେଲ୍ ଫେରନ୍ତା ବଳାତ୍କାର ଅଭିଯୁକ୍ତଙ୍କୁ ତୀରମାଡ଼ କରି ହତ୍ୟା
କୁଆଁରମୁଣ୍ଡା,୨ା୩(ମହେନ୍ଦ୍ର କୁମାର ସାହୁ): ଜଣେ କାମାନ୍ଧ ଯୁବକଙ୍କୁ ଜେଲ ଦଣ୍ଡ ପରେ ମଧ୍ୟ ତାଙ୍କର ଚରିତ୍ରରେ କୌଣସି ଫରକ ନ ପଡ଼ିବା ଯୋଗୁ ତାଙ୍କୁ ତୀର ବିନ୍ଧି ହତ୍ୟା କରାଯିବା ଭଳି ନିନ୍ଦନୀୟ ଘଟଣା ଘଟିଛି ବୀରମିତ୍ରପୁର ଥାନା ଅଞ୍ଚଳରେ। ଏହି…
ସ୍ବପ୍ନରେ ଦେଖୁଛନ୍ତି କି ଏସବୁ : ମିଳିଥାଏ ଶୁଭ…
ସ୍ବପ୍ନଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଜିନିଷ ଅଥବା ଘଟଣା ରହିଛି; ଯାହାକୁ ସ୍ବପ୍ନରେ ଦେଖିଲେ ଶୁଭ ପରିଣାମର ସୂଚନା ମିଳିଥାଏ… * ସ୍ବପ୍ନଶାସ୍ତ୍ର ଅନୁଯାୟୀ, ଭଗବାନଙ୍କୁ ସ୍ବପ୍ନରେ ଦେଖିଲେ, ମନୋସ୍କାମନା ପୂରଣ ହେବାର ସୂଚନା ମିଳେ। * ସ୍ବପ୍ନରେ ମନ୍ଦିର…
WHOର ଚେତାବନୀ: ଜଙ୍କ୍ ଫୁଡ୍ ଖାଉଥିଲେ ରୁହନ୍ତୁ ସତର୍କ, ନଚେତ୍ ପ୍ରାଣ ନେବ ଏସବୁ ମାରାତ୍ମକ ରୋଗ
ପିଜା, ବର୍ଗର, ଫ୍ରେଞ୍ଚ ଫ୍ରାଏଜ୍ ଭଳି ଜଙ୍କ୍ଫୁଡ୍ ଖାଇ ନିଜର ଭୋକ ମେଣ୍ଟାଉଛନ୍ତି କି? ଯଦି ହଁ ତେବେ ସତର୍କ ରୁହନ୍ତୁ। କାରଣ ସଦ୍ୟତମ ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଏହି ଜିନିଷ ଖାଇବା ଦ୍ୱାରା ମସ୍ତିଷ୍କର କାର୍ଯ୍ୟ ଏବଂ ଆଚରଣ…
ସୁଟ୍କେଶ୍ କାର୍
ବାହାରକୁ ବୁଲିବାକୁ ଗଲାବେଳେ ବସ୍, ଟ୍ରେନ ଅବା ଫ୍ଲାଇଟ୍ରେ ଯାଇଥାଉ। ଗନ୍ତବ୍ୟସ୍ଥଳରେ ପହଞ୍ଚତ୍ବା ପରେ ସେଠାରେ କ୍ୟାବ କରି ବିଭିନ୍ନ ସ୍ଥାନ ବୁଲିବାକୁ ହୁଏ। ଯେଉଁଥିପାଇଁ ମୋଟା ଅଙ୍କର ଖର୍ଚ୍ଚ ବି କରିବାକୁ ହୁଏ। ହେଲେ ଏବେ ଆଉ ଏମିତି କରିବାକୁ…
ପ୍ରଥମ ରୋଜଗାର: ବାପାଙ୍କ ପୁରୁଣା ସାଇକେଲକୁ ମରାମତି କରିଥିଲି
ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କଣ୍ଟିଗଡ଼ିଆ ଗାଁରେ ମୋ ଜନ୍ମ। ଆର୍ଥିକ ଦୁରବସ୍ଥା ଯୋଗୁ ମୋ ବାପା ଗୋପୀନାଥ ଜେନା ଉଚ୍ଚଶିକ୍ଷା ଲାଭ କରିପାରି ନ ଥିଲେ। ଯେତିକି ପଢିଥିଲେ ସେଥିରେ ଟ୍ୟୁଶନ କରି ମୋତେ ଆଉ ମୋ ସାନଭାଇକୁ…
ଖାଲି ପେଟରେ ତୁଳସୀ ପତ୍ର ଖାଉଥିଲେ
ଆୟୁର୍ବେଦରେ ତୁଳସୀ ପତ୍ରକୁ ଜଡ଼ି-ବୁଟିର ରାଣୀ ବୋଲି କୁହାଯାଇଥାଏ। ପୁରାତନ କାଳରୁ ହିଁ ଏହାକୁ ଘରୋଇ ମହୌଷଧି ଭାବେ ଆମେ ବ୍ୟବହାର କରିଆସୁଛେ। କାଶ ହେଉ କି ଛିଙ୍କ ତୁଳସୀ ପତ୍ରକୁ ବାଟି ତା’ର ରସ ପିଇଲେ ଅଥବା ଏହି ପତ୍ରରୁ…
ପରିଶ୍ରମ ସଫଳତାର ଚାବିକାଠି: ଗନମୁଣ୍ଡା ପ୍ରାଥମିକ ସ୍କୁଲ ବାର୍ଷିକ ଉତ୍ସବ
କୁଚିଣ୍ଡା,୨।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଳକ ବାଉରୀଗୋଡା ପଞ୍ଚାୟତ ଗନମୁଣ୍ଡା ସରକାରୀ ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ କୁବେର ଚନ୍ଦ୍ର ନାଏକଙ୍କ ସଭାପତିତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ ବାଉରୀଗୋଡା ସମିତି ସଭ୍ୟ ପରେଶ ପଟେଲ…
Archives


