Home Left

ଓ୍ବାର୍ନରଙ୍କ ବ୍ୟାଟ୍‌କୁ ଦୁଇଫାଳ କରିଦେଲେ ଏହି ବୋଲର୍‌, Live ମ୍ୟାଚ୍‌ରେ ମୁଣ୍ଡରେ ବାଜିଲା…

ସିଡନୀ,୧୦।୧: ଭାଙ୍ଗିଲା ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ବ୍ୟାଟ୍‌। ବିଗ୍‌ ବ୍ୟାଶ୍‌ ଲିଗ୍‌ ୨୦୨୫ର ୨୯ତମ ମୁକାବିଲାରେ କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ସିଡନୀ ଥଣ୍ଡରର ବ୍ୟାଟିଂ ସମୟରେ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ରାଇଲି ମେରିଡିଥ୍‌ଙ୍କ ବଲ୍‌ରେ ଶଟ୍‌ ଖେଳିବାକୁ…

ଚାଷୀଙ୍କ ସମସ୍ୟା ସମାଧାନ ପାଇଁ କିଷାନ ମୋର୍ଚ୍ଚାର…

ଛତ୍ରପୁର,୧୦।୧(ଦିଲ୍ଲୀପ ସାମଲ):ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଚାଷୀମାନଙ୍କ ସମସ୍ୟାର ସମାଧାନ କରିବା ସମେତ ୬ଦଫା ଦାବି ନେଇ ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଉଦ୍ଦେଶ୍ୟରେ ଏକ…

ସ୍ତ୍ରୀଙ୍କ ନାମରେ FD କଲେ ଖାଲି ଟିକସ ବଞ୍ଚିବ, ହେଲେ ମା’ଙ୍କ ନାମରେ କଲେ ହେବେ ମାଲାମାଲ…

ନୂଆଦିଲ୍ଲୀ,୧୦।୧: ଯେତେବେଳେ ସୁରକ୍ଷିତ ଉପାୟରେ ଭଲ ଟଙ୍କା ରୋଜଗାର କରିବାର ଚିନ୍ତା ମନକୁ ଆସେ, ପ୍ରଥମେ ମନକୁ ଆସେ ସ୍ଥିର ଜମା (FD) ଯୋଜନା। ବର୍ତ୍ତମାନ ଦେଶରେ ବିଭିନ୍ନ FD ଯୋଜନାରେ ଲୋକେ ଆଗ୍ରହ ପ୍ରକାଶ କରୁଛନ୍ତି, ଯାହା ହେତୁ ଲୋକମାନେ…

ବ୍ରହ୍ମପୁରରେ ପହଞ୍ଚତ୍ପାରିଲେନି ଯାତ୍ରୀବାହୀ ବସ୍‌ରେ …

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ମଧ୍ୟରୁ ଶୁକ୍ରବାର ସକାଳ ପ୍ରାୟ ୮ଟାରେ ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧା ଜଣକ ହେଲେ ଶେରଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ଅନନ୍ତ…

ଫେବୃଆରୀ ଦ୍ୱିତୀୟ ସପ୍ତାହ ଯାଏ ଶୀତ ଲହର

ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା)- ରାଜ୍ୟରେ ଗତ କିଛିଦିନ ହେଲା ଶୀତ ଲହରି ଜାରି ରହିଛି। ୧୦ ସହରରେ ପାରଦ ୧୦ ଡିଗ୍ରୀ ଓ ଏହା ତଳେ ରହିଛି। ମାତ୍ର ରବିବାରଠାରୁ ଶୀତ କମିଯିବ ଓ ୧୬ ତାରିଖରୁ ପୁଣି ବଢିବ ବୋଲି ଆଞ୍ଚଳିକ…

SBIର ‘ହର ଘର ଲକ୍ଷପତି’ ଯୋଜନା କ’ଣ? ମିଳୁଛି ମୋଟା ଅଙ୍କର ସୁଧ, କିଏ କରିପାରିବେ ନିବେଶ, ଜାଣନ୍ତୁ ସବୁକିଛି…

ନୂଆଦିଲ୍ଲୀ,୧୦।୧: କିଛିଦିନ ପୂର୍ବେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ‘ହର ଘର ଲକ୍ଷପତି’ ଯୋଜନା ଆରମ୍ଭ କରିଛି। ଏହା ଏକ RD ଯୋଜନା, ଯେଉଁଥିରେ ଛୋଟ ରାଶି ଜମା କରି ଏକ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ରଖିପାରିବେ। ଏଥିରେ ସାଧାରଣ ନାଗରିକଙ୍କୁ…

ଗଞ୍ଜେଇ ସହ ବାଇକ୍‌ ଜବତ, ଜଣେ ଗିରଫ

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ବାଇକ୍‌ରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଜଣେ ବ୍ୟକ୍ତି ଧରା ପଡ଼ିଛନ୍ତି। ତାଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁର ଜିଲା ଦୌରାଜଜ୍‌ କୋର୍ଟକୁ ଚାଲାଣ କରିଛି। ସେ ହେଲେ ଗଜପତି ଜିଲା ମୋହନା ଥାନା କିର୍ତ୍ତିଗି ଗ୍ରାମର…

ଯେଉଁମାନେ ଉପକୃତ ହୋଇ ସାରିଛନ୍ତି ସେମାନଙ୍କୁ ସଂରକ୍ଷଣରୁ ବାଦ ଦେବା ଉଚିତ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି ଯେ ଅନୁସୂଚିତ ଜାତି (SC) ଏବଂ ଅନୁସୂଚିତ ଜନଜାତି (ST) ର ଯେଉଁମାନେ ସଂରକ୍ଷଣ ସୁବିଧା ପାଇଛନ୍ତି ଏବଂ ଅନ୍ୟମାନଙ୍କ ସହିତ ପ୍ରତିଯୋଗିତା କରିବାର ସ୍ଥିତିରେ ଅଛନ୍ତି, ସେମାନଙ୍କୁ ସଂରକ୍ଷଣ ପରିସରରୁ ବାଦ ଦିଆଯିବା ଉଚିତ…

ଚୋରି ଆଲୁମିନା ପାଉଡର ସହ ୨ ଟ୍ରାକ୍ଟର, ୨ ବୋଲେରୋ, କାର୍‌ ଜବତ, ୨ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୧୦ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ଚନ୍ଦନପୁର ଗ୍ରାମ ନିକଟରୁ ଆଲୁମିନା ପାଉଡର ଚୋରି ଅଭିଯୋଗରେ ସ୍ଥାନୀୟ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମ୍ପାଦେଈପୁର ଗ୍ରାମର ହଳଧର ସାହୁ ଓ ଖମନଖୁଣ୍ଟି…

ତ୍ରିଲୋଚନପୁର ସରପଞ୍ଚ ଅଯୋଗ୍ୟ ଘୋଷିତ: ଜାଣନ୍ତୁ କିଏ ହେଲେ ନୂଆ ସରପଞ୍ଚ

ଲାଞ୍ଜିଗଡ଼,୧୦।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅନ୍ତର୍ଗତ ତ୍ରିଲୋଚନପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀ ମାଝୀଙ୍କୁ ଅଦାଲତ ଅଯୋଗ୍ୟ ଘୋଷଣା କରିଛନ୍ତି।୨୦୨୨ରେ ସରପଞ୍ଚ ନିର୍ବାଚନରେ ତ୍ରିଲୋଚନପୁର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିବା ସରପଞ୍ଚଙ୍କୁ କୋର୍ଟ ବିଧିବଦ୍ଧ ଭାବରେ ଅଯୋଗ୍ୟ…

ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଯାନବାହାନ ଚଳାଚଳ ବନ୍ଦ

କଟକ,୧୦।୧: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ମକର ସଂକ୍ରାନ୍ତି ଅବସରରେ ଜାନୁଆରୀ ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଆଠଗଡସ୍ଥିତ ପ୍ରଭୁ ସିଂହନାଥ ପୀଠ ଠାରେ ମକର ମେଳା ଏବଂ ଉତ୍ସବର ଭବ୍ୟ ଆୟୋଜନ କରାଯାଉଛି। ଏହି ମେଳାରେ…

ଏମିତି ବି ଆସେ ମୃତ୍ୟୁ: ସ୍କୁଲରେ ହେଲା ହୃଦ୍‌ଘାତ, ୮ ସେକେଣ୍ଡ ମଧ୍ୟରେ ଚାଲିଗଲା ୩ୟ ଶ୍ରେଣୀ ଛାତ୍ରୀଙ୍କ ଜୀବନ

ଅହମ୍ମଦାବାଦ,୧୦।୧: ଗୁଜରାଟର ଅହମ୍ମଦାବାଦରେ ଏକ ଦୁଃଖଦ ଘଟଣା ଘଟିଛି। ସ୍କୁଲ ପରିସରରେ ଜଣେ ଛାତ୍ରୀ ହୃଦଘାତରେ ପ୍ରାଣ ହରାଇଛନ୍ତି। ଏହାର ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିବା ପରେ ଭାବବିହ୍ବଳ କରୁଛି। ନିଜ ବ୍ୟାଗ୍‌ ଏବଂ ଟିଫିନ୍‌ ବାକ୍ସ ଧରି ପିଲାଟି କୋରିଡରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri