ପୋଖରୀରେ ଭାସୁଛି ବୃଦ୍ଧଙ୍କ ମୃତଦେହ : ହତ୍ୟା ଅଭିଯୋଗ ଆଣିଲେ ପରିବାର
ପାଟଣା,୧।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକବଡ ପାଟଣା ପଂଚାୟତ କୁଆପଶି ଗ୍ରାମର ରାସ୍ତା କଡ଼ରେ ଥିବା ଏକ ପୋଖରୀରେ ଶନିବାର ସକାଳୁ ଜଣେ ୭୦ ବର୍ଷ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଉକ୍ତ…
ଭୁଶୁଡୁଛି ବିଜେଡି: ଭାଜପାର ଦବ୍ଦବା ଆରମ୍ଭ
ଛତ୍ରପୁର,୧ା୩(ସନ୍ତୋଷ ପାଢ଼ୀ):ଗଞ୍ଜାମ ଜିଲା ଛତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀ ଦୀର୍ଘବର୍ଷ ଧରି ସିପିଆଇ କବ୍ଜାରେ ଥିଲା। ସିପିଆଇର ଏହି ଗଡ଼କୁ ଭାଙ୍ଗି ବିଜେଡି ୨୦୧୪ ଓ ୨୦୧୯ ନିର୍ବାଚନରେ ନିଜ ଦଖଲକୁ ଆଣିଥିଲା। ୨୦୨୪ ନିର୍ବାଚନରେ ଏଠାରେ ଭାଜପା ବାଜିମାତ କରିଥିଲା। ଭାଜପାରୁ…
କେନ୍ଦୁଝରରେ ଷଷ୍ଠ ଶ୍ରେଣୀର ଛାତ୍ରୀ ଗର୍ଭବତୀ, ରିପୋର୍ଟକୁ ନେଇ…
କେନ୍ଦୁଝର,୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ଏସ୍ସି/ଏସ୍ଟି ବିଭାଗ ଅଧୀନରେ ଚାଲିଥିବା ଜଗନ୍ନାଥପୁର ହାଇସ୍କୁଲର ଜଣେ ଷଷ୍ଠ ଶ୍ରେଣୀର ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ବିଦ୍ୟାଳୟକୁ ଗ୍ରସ୍ତ ବେଳେ ଜଣେ ଏଏନଏମ ସନ୍ଦେହ…
ଜାତୀୟ ରାଜନୀତିରେ ବଢୁଛି ବୈଜୟନ୍ତଙ୍କ ପତିଆରା, କମୁଛି ଧର୍ମେନ୍ଦ୍ରଙ୍କ କ୍ରେଜ୍
ଭୁବନେଶ୍ୱର,୧।୩(ସୁନିତ୍ ମିଶ୍ର):ଭାରତର ରାଜଧାନୀ ଦିଲ୍ଲୀରେ ଏବେ ଓଡ଼ିଆଙ୍କ ପ୍ରଭାବକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ସମାନ ବିଷୟ ବର୍ତ୍ତମାନ ଓଡ଼ିଶାରେ ମଧ୍ୟ ଶୁଣିବାକୁ ମିଳିଲାଣି। ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ଗୁରୁତ୍ୱ ବଢୁଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…
ସିରିଜ ଦୁର୍ଘଟଣା: ବସକୁ ପିଟିଲା ହାଇୱା-କଣ୍ଟେନର, ୧୨ ଆହତ
ଭଦ୍ରକ, ୧।୩(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଛତାବର ନିକଟରେ ଟାୟାର ପମ୍ପଚର ହୋଇଥିବା ଏକ ଟୁରିଷ୍ଟ ବସ ରାସ୍ତାରେ ଛିଡା ହୋଇଥିବା ସମୟରେ ପଛ ପଟୁ ଧକ୍କା ଦେଲା ଏକ ହାଇୱା…
ଗୁହାଳ ଘରେ ଲାଗିଲା ନିଆଁ: ଗୋରୁ-ଛେଳି ଜୀବନ୍ତ ଦଗ୍ଧ,ଘର ମାଲିକ ଗୁରୁତର
ବାଲେଶ୍ୱର, ୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ସଦର ବ୍ଲକ ସାର୍ଥା ପଞ୍ଚାୟତ ଅନ୍ତର୍ଗତ ଗନ୍ଧିଆ ଗ୍ରାମର କୈଳାସ ମାଝୀଙ୍କ ଗୁହାଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁହାଳ ଘରେ ନିଆଁ ଲାଗି ଦୁଇଟି ଗୋରୁ, ଦୁଇଟି ଛେଳି ଜୀବନ୍ତ ଦଗ୍ଧ ହୋଇଥିବା ଦେଖିବାକୁ ମିଳିଛି…
‘ଭାରତ ତୁମକୁ ଦରମା ଦେଉଛି…’, କାହା ଉପରେ ଏମିତି ହଠାତ୍ ରାଗିଗଲେ ଗାଭାସ୍କର
ନୂଆଦିଲ୍ଲୀ,୧।୩: ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ପୂର୍ବତନ ଇଂଲଣ୍ଡ କ୍ରିକେଟରଙ୍କ ଉପରେ କ୍ରୋଧ ପ୍ରକାଶ କରିଛନ୍ତି। ଭାରତ ୨୦୨୫ ଆଇସିସି ଚାମ୍ପିଅନ୍ସ ଟ୍ରଫିର ସମସ୍ତ ମ୍ୟାଚ ଦୁବାଇର ଗୋଟିଏ ସ୍ଥାନରେ ଖେଳୁଥିବା ନେଇ ଇଂଲଣ୍ଡର ବର୍ତ୍ତମାନର ଏବଂ ପୂର୍ବତନ କ୍ରିକେଟରମାନେ…
Champions Trophy 2025: ସେମିଫାଇନାଲ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟକା, ଆହତ ହେଲେ ଘାତକ ଖେଳାଳି
ନୂଆଦିଲ୍ଲୀ,୧।୩: ଅଷ୍ଟ୍ରେଲିଆ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲରେ ପ୍ରବେଶ କରିଛି। ଲାହୋରରେ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ବର୍ଷା ଯୋଗୁ ସମାପ୍ତ ହୋଇପାରିଲା ନାହିଁ। ଏହା ପରେ, ଉଭୟ ଦଳକୁ ଗୋଟିଏ ଲେଖାଏ ପଏଣ୍ଟ ଦିଆଯାଇଥିଲା ଏବଂ ଅଷ୍ଟ୍ରେଲିଆ…
ଭ୍ରମଣର ମାରାତ୍ମକ ସଉକ! ୧୦ ଦିନ ପର୍ଯ୍ୟନ୍ତ କେବଳ ଟୁଥପେଷ୍ଟ ଖାଇ ନିଜ ଜୀବନ ବଞ୍ଚାଇଲେ ଏହି ଯୁବକ
ଚାଇନାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ପାହାଡ଼ରେ ବୁଲୁବୁଲୁ ହଜିଯାଇଥିଲେ। ୧୦ ଦିନ ପର୍ଯ୍ୟନ୍ତ କେବଳ ଟୁଥପେଷ୍ଟ ଖାଇ ନିଜ ଭୋକ ମେଣ୍ଟାଇଥିଲେ। ଏହି ଘଟଣାଟି ଏବେ ଚର୍ଚ୍ଚାର ବିଷୟବସ୍ତୁ ପାଲଟିଛି। ୧୮ ବର୍ଷୀୟ ଯୁବକ…
କାହିଁକି ଅଲଗା ରହୁଛନ୍ତି ଗୋବିନ୍ଦା-ସୁନୀତା, ଅସଲ କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ମୁମ୍ବାଇ: ବଲିଉଡ ଷ୍ଟାର ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନୀତା ଆହୁଜାଙ୍କ ମଧ୍ୟରେ ଛାଡପତ୍ରର ଗୁଜବ ଚାଲିଛି। ଏହି ସମୟରେ ଗୋବିନ୍ଦାଙ୍କ ଓକିଲ କହିଛନ୍ତି ଯେ ସୁନିତା ଛଅ ମାସ ପୂର୍ବରୁ ଗୋବିନ୍ଦଙ୍କୁ ଛାଡପତ୍ର ନୋଟିସ ପଠାଇଥିଲେ, କିନ୍ତୁ ଏବେ ଏହି…
Trump-Zelensky Clash: ଟ୍ରମ୍ପଙ୍କ ସହ ଝଗଡା ପରେ ମୁହଁ ଖୋଲିଲେ ଜେଲେନସ୍କି, କହିଲେ ଏମିତି ହେଲେ…
ଓ୍ବାଶିଂଟନ,୩।୧: ହ୍ବାଇଟ ହାଉସର ଓଭାଲ ଅଫିସରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଛି। ଟ୍ରମ୍ପ ଏବଂ ଉପରାଷ୍ଟ୍ରପତି ଜେଡି ଭାନ୍ସ ଜେଲେନସ୍କିଙ୍କୁ ସମ୍ମାନ ଦେଉ ନ ଥିବା ଅଭିଯୋଗ ହୋଇଛି। ଟ୍ରମ୍ପଙ୍କୁ…
ମାର୍ଚ୍ଚ ମାସରେ ମୀନ ରାଶିର ଲୋକଙ୍କ ପାଇଁ ସ୍ବତନ୍ତ୍ର: ପ୍ରେମ ବ୍ୟାପାର, କ୍ୟାରିଅରରେ ଘଟିବ ଏସବୁ…
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କର ସ୍ଥିତି ଆଧାରରେ ରାଶି ବିଷୟରେ ସୂଚନା ଜଣାପଡ଼େ। ପ୍ରତି ମାସରେ ଗ୍ରହମାନଙ୍କର ସ୍ଥିତି ପରିବର୍ତ୍ତନ ହୁଏ। ମାସିକ ରାଶିଫଳରେ ଆସନ୍ତୁ ଜାଣିବା, ମାର୍ଚ୍ଚ ୨୦୨୫ ମୀନ ରାଶିର ଲୋକଙ୍କ ପାଇଁ କିପରି ରହିବ । ମାସିକ…
Archives


