ଓଏଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ
ଭୁବନେଶ୍ୱର,୧ା୩(ସୁନିତ୍ ମିଶ୍ର):ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ପାଠ ପଢ଼ିବା ପାଇଁ ଛୁଟିରେ ଥିବା ୨୦୧୦ ଆଇଏଏସ୍ ଅଫିସର ମାନ୍ସୀ ନିମ୍ଭାଲଙ୍କୁ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏହାସହ ତାଙ୍କୁ ଅତିରିକ୍ତ ଭାବେ…
ବର୍ଷ ଶେଷ ସୁଦ୍ଧା ଭାରତ-ଇୟୁ ମୁକ୍ତ ବାଣିଜ୍ୟ ଚୁକ୍ତି
ନୂଆଦିଲ୍ଲୀ,୧।୩: ଆମେରିକାର ଡୋନାଲ୍ଡ ଟ୍ରମ୍ପ୍ ପ୍ରଶାସନ ଅତ୍ୟଧିକ ଆମଦାନୀ ଶୁଳ୍କ ଲଗାଇବା ପାଇଁ ଚେତାବନୀ ଦେଇଥିବାବେଳେ ଏହା ବୈଶ୍ୱିକ ଅର୍ଥନୀତି ଉପରେ ପ୍ରତିକୂଳ ପ୍ରଭାବ ପକାଇପାରେ। ଏଭଳି ଆଶଙ୍କା ମଧ୍ୟରେ ଭାରତ ଏବଂ ୟୁରୋପୀୟ ୟୁନିୟନ (ଇୟୁ) ଚଳିତ ବର୍ଷ ଶେଷ…
କୋଭିଡ୍ ଟଙ୍କା ଖର୍ଚ୍ଚ କରି ନ ଥିଲେ ଆପ୍ ସରକାର
ନୂଆଦିଲ୍ଲୀ,୧।୩: ଦିଲ୍ଲୀ ସ୍ବାସ୍ଥ୍ୟସେବା ଭିତ୍ତିଭୂମିରେ ବ୍ୟାପକ କର୍ମଚାରୀ ସଙ୍କଟ ସାଙ୍ଗକୁ ଆବଶ୍ୟକ ଔଷଧ ଏବଂ ଉପକରଣର ଅଭାବ ରହିଥିବାବେଳେ ଏବାବଦରେ ମଞ୍ଜୁର ଅର୍ଥ ଖର୍ଚ୍ଚ ହୋଇପାରି ନାହିଁ। ଶୁକ୍ରବାର ଦିଲ୍ଲୀ ବିଧାନସଭାରେ ଉପସ୍ଥାପନ କରାଯାଇଥିବା ସିଏଜି (ଭାରତର କମ୍ପଟ୍ରୋଲର ଆଣ୍ଡ ଅଡିଟ୍…
ଭୁଲ୍ରେ ବି ଦାନରେ ଦିଅନ୍ତୁ ନାହିଁ ଏସବୁ ଜିନିଷ, ଅଭାବରେ ବୁଡ଼ିବେ…
ଦାନକୁ ସନାତନ ଧର୍ମର ସର୍ବୋତ୍ତମ ଗୁଣ ଭାବେ ବର୍ଣ୍ଣନା କରାଯାଇଛି। ହେଲେ ବୁଝି ବିଚାରି ଦାନ ନ କଲେ ନିଜର କ୍ଷତି ହୋଇପାରେ। ପୁରାଣରେ ମଧ୍ୟ ଏହାର ଉଦାହରଣ ହେଉଛନ୍ତି ‘ଦାନବୀର କର୍ଣ୍ଣ’। ମହାଭାରତରେ କର୍ଣ୍ଣଙ୍କୁ ଜଣେ ମହାନ ଯୋଦ୍ଧା ସହ…
ପିଲାଙ୍କର ପଢ଼ାରେ ଜମା ମନ ଲାଗୁନାହିଁ କି? ଆପଣାନ୍ତୁ ଏଭଳି କିଛି ଉପାୟ …
କିଛି ପିଲାଙ୍କର ପାଠରେ ବେଶ୍ ଆଗ୍ରହ ଥାଏ ତ ଆଉ କିଛି ପିଲାଙ୍କର ପଢ଼ାରେ ଜମା ମନ ଲାଗେନି। ପାଠ ନାଁ ଶୁଣିଲେ ସେମାନେ ମୁହଁ ଶୁଖାଇ ଦିଅନ୍ତି। ବହି ଖୋଲି ବସିଲେ ବି ଧ୍ୟାନ ସେମାନଙ୍କର ଅନ୍ୟତ୍ର ଥାଏ। ହେଲେ…
Uttam Mohanty : ଚିତ୍ରକଳାରେ ଉତ୍ତମ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମନୋଜ
କଟକ,୨୮ା୨(ଶିଳ୍ପା ପ୍ରିୟଦର୍ଶିନୀ)- ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କର ଗୁରୁବାର ବିଳମ୍ବିତ ରାତିରେ ପରଲୋକେ ହୋଇଯାଇଛି। ଭୁବନେଶ୍ୱର ସତ୍ୟନଗରସ୍ଥିତ ଶ୍ମଶାନରେ ଶୁକ୍ରବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତେବେ ଉତ୍ତମଙ୍କୁ ଚିତ୍ରକଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କଟକ ସିଡ଼ିଏ…
IPS Reshuffle: କମିଶନରେଟ୍ ପୋଲିସରେ ୩ ଯୁବ IPS
ଭୁବନେଶ୍ୱର,୨୮।୨: ଶୁକ୍ରବାର ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ ଦେଖିବାକୁ ମିଳିଛି। ଟ୍ବିନ ସିଟି କଟକ ଓ ଭୁବନେଶ୍ବରର ଡିସିପିଙ୍କୁ ବଦଳି କରାଯାଇଛି। ଜଗମୋହନ ମୀନାଙ୍କୁ ଭୁବନେଶ୍ବର DCP ଭାବେ ନିଯୁକ୍ତି ମିଳିଥିବା ବେଳେ ଖିଲାରୀ ରିଷିକେଶ କଟକର ଡିସିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଭୁବନେଶ୍ବରର ଡିସିପି ରହିଥିବା…
ଶନିବାରଠୁ ଛାଡ଼ ହେବ ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’
ଭୁବନେଶ୍ୱର, ୨୮ା୨(ସୁନିତ୍ ମିଶ୍ର): ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’କୁ ରାଜ୍ୟ ସରକାର ଛାଡ଼ କରିବା ନେଇ ଘୋଷଣା କରିଛନ୍ତି। ଫଳରେ ଗାଈ, ବଳଦ, ମଇଁଷି, ଛେଳି, ମେଣ୍ଢା ଆଦିଙ୍କ ଚିକିତ୍ସା ଓ ଟିକାକରଣ ବାବଦରେ ଜନସାଧାରଣଙ୍କୁ ଫି…
ଏକାସହ କୋଟିଏ ମହିଳା ପାଇବେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ…
ଭୁବନେଶ୍ୱର,୨୮ା୨(ସୁନିତ୍ ମିଶ୍ର): ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଅର୍ଥ ଅନ୍ତର୍ଜାତୀୟ ମହିଳା ଦିବସ ତଥା ଆସନ୍ତା ୮ ତାରିଖରେ ରାଜ୍ୟ ସରକାର ପ୍ରଦାନ କରିବେ। ରାଜ୍ୟର ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଏକାସଙ୍ଗେ ସୁଭଦ୍ରା ଦ୍ୱିତୀୟ କିସ୍ତି ଅର୍ଥ ପ୍ରଦାନ…
ଏବର୍ଷ ଅଧିକ ଦିନ ଗ୍ରୀଷ୍ମ ଲହରି
ଭୁବନେଶ୍ୱର,୨୮ା୨ (ଅନୁରାଧା ମହାରଣା)- ରାଜ୍ୟରେ ପୁଣି ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ମାର୍ଚ୍ଚ ପୂର୍ବରୁ ଡହ ଡହ ଖରା ଡରାଉଛି। ଶୁକ୍ରବାର ୭ ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଥିଲା। ସେହିଭଳି ୯ ସହରର ତାପମାତ୍ରା ୩୫ରୁ ୩୬ ଡିଗ୍ରୀ…
ମେ’ ୫ରୁ ବନ୍ଦ ହୋଇଯିବ ଭିଡିଓ କଲିଂ ପ୍ଲାଟଫର୍ମ Skype, ୨୨ ବର୍ଷ ପୂର୍ବେ ହୋଇଥିଲା ଆରମ୍ଭ
ନୂଆଦିଲ୍ଲୀ,୨୮।୨: Microsoft ଦୁଇ ଦଶନ୍ଧି ପୁରୁଣା ଇଣ୍ଟରନେଟ କଲିଂ ସେବା Skypeକୁ ବନ୍ଦ କରିବାକୁ ଯାଉଛି। ମେ’ ୫ ତାରିଖ ଯାଏ ଏହା କାର୍ଯ୍ୟକ୍ଷମ ରହିବ। ତେବେ Skype ବନ୍ଦ କରିବା ଦ୍ୱାରା କମ୍ପାନୀ ଏହାର ଯୋଗାଯୋଗ ପ୍ରସ୍ତାବକୁ ସରଳ କରି…
ବେଦାନ୍ତ ଲାଞ୍ଜିଗଡ଼ର ଦକ୍ଷତା ବିକାଶ କାର୍ଯ୍ୟକ୍ର୍ରମ: କଳାହାଣ୍ଡିର ଗ୍ରାମାଞ୍ଚଳ ଯୁବକମାନଙ୍କୁ କୁଶଳୀ ବନାଇବା ସହିତ ରୋଜଗାର ଯୋଗାଉଛି
ଲାଞ୍ଜିଗଡ଼, ୨୮/୨(ରମେଶ ଚନ୍ଦ୍ର ନାୟକ) : କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତ ଲିମିଟେଡ଼ ତରଫରୁ ଦକ୍ଷତା ବିକାଶ କାର୍ଯ୍ୟକ୍ର୍ରମ (ଏସଡିପି) ଅନୁଷ୍ଠିତ ହୋଇଯାଇଛି । ବ୍ୟାପକ ତାଲିମ ଏବଂ ବର୍ଦ୍ଧିତ ନିଯୁକ୍ତି ସୁଯୋଗ ସହିତ ନିଯୁକ୍ତି ସାମର୍ଥ୍ୟ ବୃଦ୍ଧି କରି ବେଦାନ୍ତ…
Archives


