ବର୍ଷାଋତୁରେ ଶିଶୁରୋଗର ପ୍ରତିକାର
ବର୍ଷାଋତୁ ଶିଶୁମାନଙ୍କ ପାଇଁ ସ୍ବାସ୍ଥ୍ୟପ୍ରଦ ହୋଇ ନ ଥାଏ। ଅନ୍ୟ ଋତୁ ଅପେକ୍ଷା ବର୍ଷାଋତୁରେ ରୋଗ ଓ ରୋଗୀ ସଂଖ୍ୟା ଆଶାତୀତ ବୃଦ୍ଧି ପାଇଥାଏ। ଋତୁର ପରିବର୍ତ୍ତନ ହେତୁ ବାୟୁମଣ୍ଡଳରେ ଆର୍ଦ୍ରତା ବଢ଼ିଯାଏ, ଉତ୍ତାପ ଅଧିକ ଥାଏ। ଫଳରେ ଶରୀର ମଧ୍ୟରୁ…
ଭୋକ ଓ ଭୟ
ହିନ୍ଦୁ ପୁରାଣ ବିଶ୍ୱ(ଦୁନିଆ) ଓ ଜୀବନ ମଧ୍ୟରେ ପ୍ରଭେଦ ଦର୍ଶାଏ। ଦୁନିଆ ଭୌତ୍ତିକ ଓ ରସାୟନ ବିଜ୍ଞାନ ଉପରେ ଆଧାରିତ। ଜୀବନ ଜୀବବିଜ୍ଞାନ ସହ ଜଡ଼ିତ। ଜୀବନ ଅଛି ତ ଭୋକ(କ୍ଷୁଧା) ଓ ଭୟ ଅଛି। ବିନା ଭୋକ ଓ ଭୟରେ…
‘ସୁପର ଆର୍ଥ’ ଆବିଷ୍କୃତ: ପୃଥିବୀ ଅପେକ୍ଷା ୨ ଗୁଣା ଚଉଡ଼ା, ୪ ଗୁଣ ଓଜନିଆ
ଓ୍ବାଶିଂଟନ, ୧୭ା୭: ଆମେରିକୀୟ ମହାକାଶ ସଂସ୍ଥା (ନାସା) ପକ୍ଷରୁ ୧୫୪ ଆଲୋକବର୍ଷ ଦୂରରେ ଏକ ରହସ୍ୟମୟ ବିଶାଳ ଗ୍ରହ ‘ସୁପର ଆର୍ଥ’କୁ ଆବିଷ୍କାର କରାଯାଇଛି। ଏହି ଗ୍ରହଠାରୁ ବାରମ୍ବାର ରହସ୍ୟମୟ ସଙ୍କେତ ଆସୁଥିବା ନାସା କହିଛି। ଏହି ବିଶାଳ ଗ୍ରହର ନାମ…
ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ ଏହି ଖ୍ୟାତନାମା କ୍ରିକେଟର, ହଠାତ ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୬।୭: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ହେବାକୁ ଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି୨୦ ଆନ୍ତର୍ଜାତୀୟ ସିରିଜ ପାଇଁ ୧୬ ଜଣିଆ ଦଳ ଘୋଷଣା କରିଛି, ଯେଉଁଥିରେ ଅଭିଜ୍ଞ ଅଲରାଉଣ୍ଡର ଆନ୍ଦ୍ରେ ରସେଲଙ୍କ ପ୍ରତ୍ୟାବର୍ତ୍ତନ ପ୍ରଶଂସକଙ୍କ ମନୋବଳ ବୃଦ୍ଧି କରିଛି।…
୨୩ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୫ ଜିଲାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୧୬ା୭(ଅନୁରାଧା ମହାରଣା)- ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୩ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ…
ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ: ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣା, ବିରୋଧୀଙ୍କ ବନ୍ଦ ଡାକରାକୁ ନେଇ ଆଲୋଚନା
ଭୁବନେଶ୍ୱର,୧୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ସରକାରର ଏକାଧିକ ମନ୍ତ୍ରୀ ଉପସ୍ଥିତ ଥିଲେ। ବାଲେଶ୍ବର ଫକୀର ମୋହନ…
କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ଡାକରା: କଳାହାଣ୍ଡିରେ ସମସ୍ତେ ସମର୍ଥନ କରିବାକୁ ନିବେଦନ
ଭବାନୀପାଟଣା,୧୬ା୭(ଉତ୍ତମ କୁମାର ଦାଶ): ବାଲେଶ୍ୱର ଜିଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ସମଗ୍ର ରାଜ୍ୟରେ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ଏହାର ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ଗୁରୁବାର ପ୍ରଦେଶ କଂଗ୍ରେସ…
କଲେଜରେ ରାକେଟ୍ ଚଳାଉଥିଲେ HOD ସମୀର ସାହୁ, ସାଂଘାତିକ ଖୁଲାସା କଲେ…
ଭୁବନେଶ୍ୱର,୧୬।୭: ଥମୁନି ବାଲେଶ୍ୱର ଜିଲା ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତିର ନିଆଁ। ସାରା ରାଜ୍ୟରେ ଏହି ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିରୋଧୀମାନେ ବନ୍ଦ ଡ଼ାକରା ଦେଇଛନ୍ତି। ଏସବୁ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ମୃତା ଛାତ୍ରୀଙ୍କ…
Video: ଇସ୍ରାଏଲର ସିରିଆ ଉପରେ ହମଲା, ଲାଇଭ ପ୍ରସାରଣ ସମୟରେ ଟିଭି ଆଙ୍କରଙ୍କ ପଛରେ ପଡିଲା ବୋମା
ଦାମାସକସ,୧୬।୭: ଇସ୍ରାଏଲ ସେନା ସିରିଆର ରାଜଧାନୀ ଦାମାସକସରେ ଥିବା ରାଜ୍ୟ ଟେଲିଭିଜନ ଭବନ ଉପରେ ବୋମା ହମଲା କରିଛି। ଏହି ହମଲା ସମୟରେ ଜଣେ ଟିଭି ଆଙ୍କର ଲାଇଭ ପ୍ରସାରଣ ଛାଡ଼ି ଜୀବନ ବଞ୍ଚାଇବା ପାଇଁ ଦୌଡ଼ି ପଳାଇଥିବା ଦୃଶ୍ୟ କ୍ୟାମେରାରେ…
କାଲି ସବୁ ପେଟ୍ରୋଲ ପମ୍ପ ବନ୍ଦ, ସୂଚନା ଦେଲେ…
ଭୁବନେଶ୍ୱର,୧୬।୭: ଏଫ୍ଏମ୍ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍ ଆସୋସିଏଶନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ଦିନ…
ଉଦ୍ଧବ ଠାକରେଙ୍କୁ ଦେବେନ୍ଦ୍ର ଫଡ଼ନାବିସଙ୍କ ‘ଆମନ୍ତ୍ରଣ’, ଶିବସେନାରେ ଉଠିଲା ଜୋରଦାର ଚର୍ଚ୍ଚା
ମୁମ୍ବାଇ,୧୬।୭: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ ଆଜି ରାଜ୍ୟ ବିଧାନସଭାରେ ଏକ ମଜାଳିଆ ମନ୍ତବ୍ୟ ଦେଇ ଉଦ୍ଧବ ଠାକରେଙ୍କୁ ଶାସକ ମେଣ୍ଟ ଗୋଷ୍ଠୀରେ ଯୋଗ ଦେବାକୁ ‘ଆମନ୍ତ୍ରଣ’ ଜଣାଇଛନ୍ତି। ଏହି ମନ୍ତବ୍ୟ ବିଧାନସଭାରେ ହାସ୍ୟରସର ସୃଷ୍ଟି କରିଥିବା ବେଳେ ଉଦ୍ଧବ ଠାକରେଙ୍କ…
ମହାକାଶରୁ ଫେରିବା ପରେ କାହିଁକି ଚାଲିପାରନ୍ତି ନାହିଁ ମହାକାଶଚାରୀ? କଥା କହିବାରେ ବି ହୋଇଥାଏ ଅସୁବିଧା
ନୂଆଦିଲ୍ଲୀ,୧୬।୭: ମହାକାଶରୁ ପୃଥିବୀକୁ ଫେରିବା ପରେ ମହାକାଶଚାରୀମାନଙ୍କୁ ସାହାଯ୍ୟ ସହିତ ମହାକାଶ ଯାନରୁ ବାହାର କରାଯାଉଥିବାର ଦୃଶ୍ୟ ଆପଣ ନିଶ୍ଚୟ ଦେଖିଥିବେ। ଏହା ସହିତ ସେମାନଙ୍କୁ ଚାଲିବା, ଠିଆ ହେବା ଏବଂ ଏପରିକି କଥାବାର୍ତ୍ତା କରିବାରେ ମଧ୍ୟ ଅସୁବିଧା ହେଉଥିବାର ଦେଖାଯାଏ।…

