ରଣନୈତିକ ନିବେଶ ପୋର୍ଟଫୋଲିଓକୁ ଉନ୍ନତ କରିବ
ନୂଆଦିଲ୍ଲୀ,୮।୧ (ଅଭୟ ଦାଶ): ନୁଭୋକୋ ଭିସ୍ତାସ୍ କର୍ପୋରେଶନ ଲିମିଟେଡ(ଏନ୍ଭିସିଏଲ)କୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏପରିକି କମ୍ପାନୀ ଭଦ୍ରାଜ ସିମେଣ୍ଟ ଲିମିଟେଡ (ଭିସିଏଲ୍)ର ଏସ୍ଆର୍ଏ ଭାବେ ଉଭା ହୋଇଛି। ଯାହା ବର୍ତ୍ତମାନ କର୍ପୋରେଟ ଇନ୍ସଲ୍ଭେନ୍ସି ରିଜୋଲ୍ୟୁଶନ ପ୍ରୋସେସର ସମ୍ମୁଖୀନ ହେଉଛି।…
ୱେଟ୍ଲସ୍ ପାଇଁ ସଲମାନଙ୍କୁ ଶ୍ରେୟ ଦେଲେ ରାମ
ମୁମ୍ବାଇ: ନିକଟରେ ଅଭିନେତା ରାମ କପୁରଙ୍କର ଲୁକ୍ ତାଙ୍କ ପ୍ରଶଂସକଙ୍କଠାରୁ ଆରମ୍ଭ କରି ବଲିଉଡ୍ ତଥା ଟିଭି ଇଣ୍ଡଷ୍ଟ୍ରିର ଅନେକ ତାରକାଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ସେ ନିଜର ପ୍ରାୟ ୫୫ କେ.ଜି. ଓଜନ ହ୍ରାସ କରିଥିଲେ। ମଙ୍ଗଳବାର ଏକ ୟୁଟ୍ୟୁବ୍ ଚ୍ୟାନେଲକୁ…
୫୬ ଲକ୍ଷରେ ନିଲାମ ହେଲା ଭାରତର ଐତିହାସିକ ‘ହଜ୍ ନୋଟ୍’
ଲଣ୍ଡନ: ନିକଟରେ ଲଣ୍ଡନରେ ଆୟୋଜିତ ଏକ ନିଲାମ ସମାରୋହରେ ଭାରତର ଐତିହାସିକ ‘ହଜ୍ ନୋଟ’ ୫୬,୪୯,୬୫୦ ଟଙ୍କାରେ ବିକ୍ରି ହୋଇଛି। ୧୯୫୦ ଦଶକରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଏକ ୧୦୦ ଟଙ୍କିଆ ଭାରତୀୟ ନୋଟକୁ ‘ହଜ୍ ନୋଟ’ ଭାବେ ଜାରି କରିଥିଲା।…
ମୀନାବଜାର ପଡ଼ିଆରେ ଧନୁଯାତ୍ରା ଏନ୍ଫୋର୍ସମେଣ୍ଟ କମିଟିର ଚଢ଼ାଉ
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଏନ୍ଫୋର୍ସମେଣ୍ଟ କମିଟିର ଏକ ପ୍ରତନିଧି ଦଳ ମଙ୍ଗଳବାର ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଲାଗିଥିବା ମୀନାବଜାର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅତର୍କିତ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ରହିଥିବା ବିଡ଼ିଓ ବି. ଡୁଙ୍ଗଡୁଙ୍ଗଙ୍କ ଉପସ୍ଥିତି…
କୋଇଲା ଖଣିରେ ବନ୍ୟାପାଣି: ୩ ମୃତ
ଗୁଆହାଟୀ,୮।୧: ଆସାମର ଦିମା ହସାଓ ଜିଲା ଉମ୍ରାଙ୍ଗସା ଅଞ୍ଚଳରେ ଥିବା କୋଇଲା ଖଣିରେ ସୋମବାର ଅଚାନକ ବନ୍ୟାପାଣି ପଶିଯିବାରୁ ଏହା ଭିତରେ ଥିତ୍ବା ଶ୍ରମିକମାନେ ବାହାରି ନ ପାରି ଫସି ରହିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ମୃତଦେହ ମଙ୍ଗଳବାର ମିଳିଥିବାବେଳେ…
କଂସ ଅଭିନୟରୁ ବିରତି ନେବେ ଭୁବନେଶ୍ୱର
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚଳିତଥର ବରଗଡ଼ ବ୍ଲକ ଅନ୍ତର୍ଗତ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ କଂସ ଅଭିନୟ କରୁଛନ୍ତି। ଏହାପୂର୍ବରୁ ମଧ୍ୟ ସେ ବରଗଡ଼ ସମେତ ଅନେକ ସ୍ଥାନରେ କଂସ ଭୂମିକାରେ ଚିତ୍ତାକର୍ଷକ ଅଭିନୟ କରି ନିଜ ଦକ୍ଷତା ପ୍ରତିପାଦନ…
ଟ୍ରୁଡୋଙ୍କ ଇସ୍ତଫା ପରେ ଆମେରିକା ସହ କାନାଡାର ମିଶ୍ରଣ ପାଇଁ ଟ୍ରମ୍ପ୍ଙ୍କ ଆହ୍ବାନ
ଓ୍ବାଶିଂଟନ,୮।୧: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ସୋମବାର ଇସ୍ତଫା ଦେଇଥିଲେ। ଏହାର କିଛି ଘଣ୍ଟା ପରେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ କାନାଡକୁ ୫୧ତମ ରାଜ୍ୟ ଭାବେ ଆମେରିକାରେ ମିଶ୍ରଣ ପାଇଁ ଆହ୍ବାନ ଦେଇଛନ୍ତି। ନୂଆ ନେତା ନିର୍ବାଚିତ ହେବା…
ଆଶାରାମଙ୍କୁ ଅନ୍ତରୀଣ ଜାମିନ
ନୂଆଦିଲ୍ଲୀ, ୮।୧: ବିବାଦୀୟ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ(୮୬)ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଆଶାରାମଙ୍କ ବୟସ ଓ ତାଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ଜଷ୍ଟିସ୍ ଏମ୍. ଏମ୍. ସୁନ୍ଦ୍ରେଶ ଏବଂ ଜଷ୍ଟିସ୍ ରାଜେଶ ବିନ୍ଦଲଙ୍କୁ ନେଇ…
ବିନା ଟେଣ୍ଡରରେ ଜାଗା ଆବଣ୍ଟନ:ବଡ଼ ଡିଲ୍ ଅଭିଯୋଗ
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବିଶ୍ୱପ୍ରସିଦ୍ଧ ଭାବେ ପରିଗଣିତ। ଏହି ମହୋତ୍ସବକୁ ମିଳୁଥିବା ସରକାରୀ ଅନୁଦାନକୁ ଏଥର ନୂଆ ଭାଜପା ସରକାର ୧୦ଲକ୍ଷ ଟଙ୍କାରୁ ୧କୋଟିକୁ ବୃଦ୍ଧି କରିଛନ୍ତି। କେବଳ ସେତିକି ନୁହେଁ, ଅନ୍ୟ ବର୍ଷ ଅପେକ୍ଷା…
ରାକ୍ଷସୀ, ରାକ୍ଷସ ନିଧନରେ କଂସ ମର୍ମାହତ
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ପଞ୍ଚମ ଦିବସରେ ଗୋପପୁରରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଏବଂ ମଥୁରାନଗରୀରେ ମଥୁରାଧିପତି କଂସଙ୍କ ଦୃଶ୍ୟାଭିନୟ ବେଶ୍ ଚିତ୍ତାକର୍ଷକ ଥିଲା। ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ବାହାରି ମଥୁରା ପରିଭ୍ରମଣ କରିଥିଲେ।…
ଜିଡିପି ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନ
ନୂଆଦିଲ୍ଲୀ,୮।୧: ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥତ୍କ ବର୍ଷରେ ଭାରତର ଆର୍ଥତ୍କ ଅଭିବୃଦ୍ଧି ହାର ୬.୪ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି, ଯାହାକି ୪ ବର୍ଷ ମଧ୍ୟରେ ସର୍ବନିମ୍ନ। ମୁଖ୍ୟତଃ ବିନିର୍ମାଣ ଏବଂ ସେବା କ୍ଷେତ୍ରରେ…
ମିଳିଗଲେ ଚାହତଙ୍କ ପ୍ରେମିକ?କ’ଣ ୨୧ ଲକ୍ଷ ପାଇବେ ଏହି ବଲିଉଡ୍ ଅଭିନେତା…
ବମ୍ବେ: ଆଜିକାଲି ବିବାଦୀୟ ରିଆଲିଟି ଶୋ’ ‘ବିଗ୍ବସ’ ଖୁବ୍ ଚର୍ଚ୍ଚାରେ। ଫିନାଲେକୁ ଆଉ କିଛି ଦିନ ବାକି ଥିବା ବେଳେ ପ୍ରତିଯୋଗୀମାନେ ନିଜ ନିଜର ଗେମ୍ ଖେଳୁଛନ୍ତି। ଏମିତିରେ ପ୍ରତିଯୋଗୀ ଚାହତ ପାଣ୍ଡେଙ୍କ ମା’ ବିଗ୍ବସ୍ ଟିମ୍କୁ ଏକ ଚ୍ୟାଲେଞ୍ଜ ଦେଇଥିଲେ।…
Archives


