Home Left

ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ପାପଡାହାଣ୍ଡି,୭।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ବରୱାଡା ଗ୍ରାମରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ମଇଦଲପୁର ଥାନା କେନ୍ଦୁଗୁଡା ଗ୍ରାମର ଉମାକାନ୍ତ ହରିଜନ ବୋଲି ସୂଚନା ମିଳିଛି। ସେ ଧାନ…

ଛଟପଟ ହେଉଛି ପାକିସ୍ତାନ, ହେଲେ ଏହି ମୁସଲିମ ଦେଶକୁ ମିଳିଲା BRICSରେ ଏଣ୍ଟ୍ରି

ଇସଲାମାବାଦ,୭।୧: ୨୦୦୯ରେ ଆରମ୍ଭ ହୋଇଥିବା ବ୍ରିକ୍ସ ସଦସ୍ୟ ଦେଶଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱର ବୃହତ୍ତମ ମୁସଲମାନ ଦେଶ ଇଣ୍ଡୋନେସିଆ ଏଥିରେ ପ୍ରବେଶ କରିଛି। ବ୍ରାଜିଲ ସୋମବାର ଏହା ଘୋଷଣା କରିଛି। କିନ୍ତୁ ଇଣ୍ଡୋନେସିଆର ପ୍ରବେଶ ଯୋଗୁଁ…

୪ ମାସ ଧରି ନାବାଳିକା ଝିଅଙ୍କୁ ଜୋରଜବରଦସ୍ତ ବଳାତ୍କାର କରୁଥିଲେ ବାପା: କୋର୍ଟ ଦେଲେ ଏମିତି ଦଣ୍ଡ

ଭୁବନେଶ୍ୱର,୭ା୧(ସୂର୍ଯ୍ୟକାନ୍ତ ବେହେରା):ନାବାଳିକା ଝିଅଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତ ବାପାଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରାଜଜ ତଥା ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ (ପୋକ୍ସୋ-୧) ସୋମବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସକିଲା ଟୁଡୁଙ୍କ ଘର ମୟୂରଭଞ୍ଜ ଜିଲାରେ ହୋଇଥିବାବେଳେ…

ବିରୋଧୀ ଜାଣି ନାହାନ୍ତି, ବିରୋଧ କାହାକୁ? ଦ୍ୱନ୍ଦ୍ୱରେ କର୍ମୀ

ଭୁବନେଶ୍ୱର, ୭ା୧(ଅନିଲ ଦାସ):ନିଜକୁ ମୁଖ୍ୟ ବିରୋଧୀ ଦଳ ବୋଲାଉଥିବା ବିଜୁ ଜନତା ଦଳ (ବିଜେଡି) ତରଫରୁ ରାଜଧାନୀରେ ଏକ ଜନସମାବେଶର ଆୟୋଜନ କରାଯାଇଥିଲା। ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍‌ ବୃଦ୍ଧି ବିରୋଧରେ ସ୍ବର ଉତ୍ତୋଳନ କରି ରାଜ୍ୟ…

ବଲେବଲେ ଢାବାକୁ ନେଇ ପୁଣି ରାଜନୀତି:ବିଜେଡି-ଭାଜପା ମୁହାଁମୁହିଁ

କାଏମା,୭ା୧(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ବିଧାନସଭା ନିର୍ବାଚନମଣ୍ଡଳୀର ଧର୍ମଶାଳା ଭବନ ପରିସରରେ ଥିବା ବହୁ ଚର୍ଚ୍ଚିତ ବଲେବଲେ ଢାବାକୁ ନେଇ ପୁଣି ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧର୍ମଶାଳା ଗସ୍ତରେ ଆସିଥିବା ବେଳେ…

ପ୍ରେମ ପ୍ରତାରଣାରୁ ୩୦ଫୁଟ ତଳକୁ ଡେଇଁଲେ ଯୁବକ:ଆଉ ତା’ପରେ…

ପାଟଣା,୭ା୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀ ପୋଲ ଉପରୁ ୩୦ଫୁଟ ତଳକୁ ଡେଇଁ ଜଣେ କଲେଜ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପାଣିରେ ପଡ଼ିବାରୁ ଆସନ୍ନ ବିପତ୍ତିରୁ ବର୍ତ୍ତି ଯାଇଛନ୍ତି। ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।…

SBIର ଏହି ସ୍କିମରେ ୩ ବର୍ଷ ପାଇଁ କରନ୍ତୁ ନିବେଶ ମିଳିବ ୬.୯୦ ଲକ୍ଷ ଟଙ୍କାରୁ ଅଧିକ, ଆଜି ନିଅନ୍ତୁ ଫାଇଦା

ନୂଆଦିଲ୍ଲୀ, ୭।୧: ଏସବିଆଇ ଅର୍ଥାତ୍‌ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ହେଉଛି ଦେଶର ସବୁଠାରୁ ବଡ ବ୍ୟାଙ୍କ । ଏସବିଆଇ ନିବେଶକମାନଙ୍କୁ ଆକର୍ଷଣୀୟ ସୁଧ ହାର ସହିତ ନିରାପଦ ଏବଂ ଲାଭଜନକ ବିନିଯୋଗ ସୁଯୋଗ ପ୍ରଦାନ କରେ । ଯଦି ଆପଣ…

ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼: ପ୍ରାକୃତିକ ସୌନ୍ଦର୍ଯ୍ୟର ନେଉଛନ୍ତି ମଜା

ଭୁବନେଶ୍ୱର,୭।୧: କାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼ । ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଏପରିକି ବିଦେଶରୁ ଆସିଥିବା…

କୋରାପୁଟ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ: ୮,୯୪୬ ନୂତନ ଭୋଟର

କୋରାପୁଟ,୭/୧(ଅମିତାଭ ବେହେରା)- କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୫କୁ ନେଇ ଏକ ଖବରଦାତା ସମ୍ମିଳନୀ କରାଯାଇ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯାଇଛି। କୋରାପୁଟ ଜିଲାପାଳ ଭି.କୀର୍ତ୍ତିଭାସନ ଅଧ୍ୟକ୍ଷତା କରି ଚଳିତ ବର୍ଷ ଜାନୁଆରୀ ୫…

ଶୁଲିଆ ଯାତ୍ରା ଆରମ୍ଭ: ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ

ବଲାଙ୍ଗୀର, ୭।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଳକ ଖଇରଗୁଡା ବଡଖଳାରେ ଶୁଲିଆ ଯାତ୍ରା ମଙ୍ଗଳବାର ଆରମ୍ଭ ହୋଇଛି। ମୁଖ୍ୟ ଦେହେରିଆ ପାରମ୍ପରିକ ଶୁଲିଆ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି । ସକାଳୁ ମୁଖ୍ୟ ଦେହୁରୀ ଓ ସହଯୋଗୀମାନେ ବାଜା…

ଶପଥ ଗ୍ରହଣ ପୂର୍ବରୁ ଟ୍ରମ୍ପଙ୍କୁ ଲାଗିଲା ଶକ୍ତ ଝଟ୍‌କା

ଓ୍ବାଶିଂଟନ,୭।୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ ସମାରୋହ ପୂର୍ବରୁ ନ୍ୟୁୟର୍କ କୋର୍ଟରୁ ଏକ ବଡ଼ ଝଟ୍‌କା ପାଇଛନ୍ତି। ଜଜ ଟଙ୍କା ପ୍ରଦାନ ମାମଲାରେ ଦଣ୍ଡବିଧାନ ବିଳମ୍ବ କରିବାକୁ ଅନୁରୋଧକୁ ଖାରଜ କରିଛନ୍ତି। ଗତ ସପ୍ତାହରେ ଜଜ…

ଦେଶରେ ଆଉ ୨ ଜଣ HMPV ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୭।୧: ଭାରତରେ HMPV ଭାଇରସ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ମହାରାଷ୍ଟ୍ର ନାଗପୁରରୁ ଆଉ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଚିହ୍ନଟ ୨ ଶିଶୁଙ୍କ ବୟସ ଯଥାକ୍ରମେ ୭ ବର୍ଷ ଓ ୧୩ ବର୍ଷ। ପ୍ରଥମେ ଜ୍ବର, ଥଣ୍ଡାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri