Home Left

ଗାଁ ଶ୍ମଶାନରେ ଜଳିଲା ସୌମ୍ୟାଶ୍ରୀଙ୍କ ଚିତା: ଅଶ୍ରୁଳ ବିଦାୟ ଦେଲେ ହଜାର ହଜାର ଲୋକ

ଭୋଗରାଇ,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ…

ଧରାପଡିଲା ସବୁ ସତ! ରାତିଅଧରେ ସୌମ୍ୟାଶ୍ରୀଙ୍କୁ… ଦେଖନ୍ତୁ ଭାଇରାଲ ଭିଡିଓ

ଭୁବନେଶ୍ୱର,୧୫।୭: ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ ବିଏଡ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ…

ଦୋକାନ ନିକଟରେ ପରିସ୍ରା କରି ଛେଚା ଖାଇଲେ ଯାତ୍ରୀ

ଦାରିଙ୍ଗବାଡି, ୧୫।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବଜାର ଏବେ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ଚାରିଛକଠାରୁ ବସଷ୍ଟାଣ୍ଡ ଏବଂ ୩ ଛକ ମଧ୍ୟରେ କୁଢ଼ କୁଢ଼ ଅଳିଆ ଗଦା ସହ ପୂର୍ତ୍ତ ବିଭାଗ କଲୋନୀ ଫାଟକ ନିକଟରେ କୁଢ଼…

ଏକମାତ୍ର ଭରସା ସୋଲାର ଜଳପ୍ରକଳ୍ପ ଅଚଳ:ହନ୍ତସନ୍ତ ଗ୍ରାମବାସୀ

ଦାରିଙ୍ଗବାଡି, ୧୫।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମରେ ଜଳସଙ୍କଟ ଦେଖାଯାଇଛି। ଏକମାତ୍ର ଭରସା ସୋଲାର ପମ୍ପ ଅଚଳ ଯୋଗୁ ଗାଁରେ ପିଇବା ଓ ନିତ୍ୟ ବ୍ୟବହାର ପାଇଁ ପାଣି ମିଳୁନାହିଁ। ଏଭଳି ଗତ…

ଆକ୍ସନରେ ରାଜ୍ୟପାଳ, କଲେ ବଡ଼ ଘୋଷଣା, ରାଜ୍ୟରେ…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏହାକୁ ନେଇ ସାରା ରାଜ୍ୟ ଶୋକ ପ୍ରକାଶ କରୁଥିବା ବେଳେ ଘଟଣାକୁ ନେଇ ଆକ୍ସନ ମୋଡରେ ରାଜ୍ୟପାଳ। ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ…

ମୁମ୍ବାଇରେ ଖୋଲିଲା ଟେସଲାର ପ୍ରଥମ ଶୋ’ରୁମ, ଗାଡ଼ିର ମୂଲ୍ୟ ଏତିକି ଲକ୍ଷ ଟଙ୍କାରୁ ଆରମ୍ଭ

ମୁମ୍ବାଇ,୧୫।୭: ବିଶ୍ୱର ତୃତୀୟ ବୃହତ୍ତମ ଅଟୋମୋବାଇଲ ବଜାର ଭାରତରେ ଟେସଲା ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ମଙ୍ଗଳବାର ମୁମ୍ବାଇରେ କମ୍ପାନୀର ପ୍ରଥମ ଶୋ’ରୁମ ଉଦ୍‌ଘାଟନ ହୋଇଛି, ଯେଉଁଠାରେ ଟେସଲାର ମଡେଲ ୱାଇ ଇଲେକ୍ଟ୍ରିକ ଗାଡ଼ିର ମୂଲ୍ୟ ୬୦ ଲକ୍ଷ ଟଙ୍କା (ପ୍ରାୟ…

ଜୟଶଙ୍କରଙ୍କ ଚାଇନା ଗସ୍ତ, ୨୦୨୦ ଗାଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ସି ଜିନପିଙ୍ଗଙ୍କୁ ଭେଟିଲେ

ନୂଆଦିଲ୍ଲୀ,୧୫।୭: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ମଙ୍ଗଳବାର ଦିନ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିଛନ୍ତି। ୨୦୨୦ ମସିହାରେ ଗାଲୱାନ ଉପତ୍ୟକାରେ ହୋଇଥିବା ମାରାତ୍ମକ ସଂଘର୍ଷ ପରେ ଏହା ହେଉଛି ଉଭୟ ନେତାଙ୍କ ମଧ୍ୟରେ ପ୍ରଥମ ବୈଠକ। ପୂର୍ବ ଲଦାଖରେ ସୀମା…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ନବୀନଙ୍କ ଟୁଇଟ୍‌, ବଡ଼ କଥା କହିଦେଲେ…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି କହିଛନ୍ତି,…

FM ପୀଡିତାଙ୍କ ମୃତ୍ୟୁ: ଟୁଇଟରେ ଏମିତି ଲେଖିଲେ ରାହୁଲ, କହିଲେ ଏହା ଆତ୍ମହତ୍ୟା ନୁହେଁ…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା…

ସୌମ୍ୟାଶ୍ରୀଙ୍କ ମୃତ୍ୟୁରେ ପ୍ରକୃତ ଦୋଷୀ କିଏ, ଖୋଲାଖୋଲି କହିଦେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ…

ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ଅନ୍ୟପଟେ ଏହି ଘଟଣାକୁ ନେଇ…

୧୭ରେ ଓଡ଼ିଶା ବନ୍ଦ ଡାକରା: ସ୍କୁଲ-କଲେଜ୍‌ ସବୁକିଛି ହୋଇଯିବ ଠପ୍‌

ଭୁବନେଶ୍ୱର,୧୫।୭: ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି। ୧୭ରେ ସାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?