Home Left

ନୂଆ ରାଜ୍ୟପାଳଙ୍କୁ ଭେଟିଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଭୁବନେଶ୍ୱର,୬ା୧: ସୋମବାର ରାଜଭବନ ପରିସରରେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍‌ପତିଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଡିଜିପି ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ରାଜ୍ୟବାସୀଙ୍କ…

କାନ୍ଦିପକାଇଲେ ମୁଖ୍ୟମନ୍ତ୍ରୀ: ଭୋଟ ପାଇଁ ମୋ ବାପାଙ୍କୁ…

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଭାବପ୍ରବଣ ହୋଇପଡିଛନ୍ତି। ରମେଶ ବିଧୁରୀଙ୍କ ବକ୍ତବ୍ୟର ଜବାବ ଦେଇ ସେ କହିଛନ୍ତି, ମୋ ବାପା ଜଣେ ଶିକ୍ଷକ। ସେ ଏତେ ଅସୁସ୍ଥ ଅଛନ୍ତି ଯେ ସେ ଚାଲିପାରୁ ନାହିଁ। ଭୋଟ ପାଇଁ ସେମାନେ ବୃଦ୍ଧ ବ୍ୟକ୍ତିଙ୍କୁ…

ମାଡି ଆସୁଛି ଭୟଙ୍କର ବରଫ ଝଡ଼: ଆମେରିକାରେ ହାଇଆଲର୍ଟ

ଓ୍ବାଶିଂଟନ୍‌,୬।୧: ପ୍ରବଳ ଥଣ୍ଡା ସାଙ୍ଗକୁ ବରଫ ଝଡ଼ ଆମେରିକାବାସୀଙ୍କୁ କଲବଲ କରୁଛି। ଚାରିଆଡେ ଜୁଆଡେ ଦେଖିବ ବରଫ ହିଁ ବରଫ। ଘର, ରାସ୍ତାଘାଟ ଉପରେ ବରଫର ବହଳ ଆସ୍ତରଣ ଜମି ରହିଛି। ଏପରି କି ଟ୍ରକ, ବସ୍‌, କାର୍‌ ଆଦି ଗାଡ଼ି…

ମୁହଁ ଖୋଲିଲେ ଗୋବିନ୍ଦାଙ୍କ ସ୍ତ୍ରୀ, କହିଲେ ଏହି ଝିଅ ସହ…

ମୁମ୍ବାଇ: ମୁହଁ ଖୋଲିଛନ୍ତି ବଲିଉଡର ସୁପରଷ୍ଟାର ଗୋବିନ୍ଦାଙ୍କ ସ୍ତ୍ରୀ ସୁନୀତା ଆହୁଜା । ନିକଟରେ ସେ ଏକ ସାକ୍ଷାତକାରରେ ସେ ତାଙ୍କ ସ୍ବାମୀଙ୍କ ଅନେକ ଗୁମର ଫିଟାଇଛନ୍ତି। ତାଙ୍କ ବ୍ୟତୀତ ଗୋବିନ୍ଦାଙ୍କ ବିବାହ ବଲିଉଡର ଜଣେ ଚର୍ଚ୍ଚିତ ଅଭିନେତ୍ରୀଙ୍କ ସହ ପକ୍କା…

ବୟସ୍କ ବ୍ୟକ୍ତି ଓ ନୀରୋଗ ଶରୀର

ସ୍ବାସ୍ଥ୍ୟ ହିଁ ସମ୍ପଦ। ସୁସ୍ଥ ବ୍ୟକ୍ତିର ସ୍ବାସ୍ଥ୍ୟ ରକ୍ଷାକରିବା ଓ ରୋଗୀର ରୋଗକୁ ଦୂର କରିବା ପାଇଁ ଆବଶ୍ୟକ ଦ୍ରବ୍ୟ ପ୍ରକୃତି ମାଆ କୋଳରେ ମହଜୁଦ ରହିଛି। ମାତ୍ର ଏହି ପ୍ରକୃତିକୁ ଆମେ ନଷ୍ଟ କରି ଓ ପରିବେଶକୁ ଦୂଷିତ କରି…

ଅରୁଣସ୍ତମ୍ଭ ଚାରିପଟେ ୮ ଘୋଡ଼ା ଗତିଶୀଳ ମୁଦ୍ରାରେ ରହିଥିଲେ

ଆମେ ଗତ ସଂଖ୍ୟାରେ ଆଲୋଚନା କରିଥିଲେ ରାଜ୍ୟ ପ୍ରଶାସନ କୋଣାର୍କଠାରେ ମନ୍ଦିର ନିର୍ମାଣ କାର୍ଯ୍ୟରେ ମଗ୍ନଥିବା ଶିଳ୍ପୀଙ୍କ ପ୍ରତି କେତେ ସତର୍କ ଥିଲେ। ଦୋଳ ଉତ୍ସବ ଯିବାର କିଛିଦିନ ପରେ ବିଶୁ ମହାରଣା ଅସୁସ୍ଥ ହୋଇ ପଡ଼ିଥିଲେ। ପୋଥି ଅନୁଯାୟୀ ତାଙ୍କ…

କିଡ୍‌ନୀ ଫେଲ୍‌ ହୋଇଥିଲେ ଦେଖାଦିଏ ଏସବୁ ଲକ୍ଷଣ

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍‌ନୀ କାର୍ଯ୍ୟରହିତ…

ଦରଦାମ୍‌ ବୃଦ୍ଧି ନେଇ ନବୀନଙ୍କ କଡ଼ା କଥା, କହିଲେ ଡବଲ ଇଞ୍ଜିନ ସରକାର ଲୋକଙ୍କୁ…

ଭୁବନେଶ୍ୱର,୬ା୧: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।ଲୋୟର ପିଏମ୍‌ଜି ଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦରବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡି ଘେରିଛି । ଏହି ଆନ୍ଦୋଳନରେ ନିଜେ ବିଜେଡି ସୁପ୍ରିମୋ ନବୀନ…

ଦକ୍ଷିଣ କୋରିଆ ପହଞ୍ଚିଲେ ଆମେରିକା ବୈଦେଶିକ ମନ୍ତ୍ରୀ, ଏପଟେ ମିଶାଇଲ ପରୀକ୍ଷା କଲେ ଏକଛତ୍ରବାଦୀ ଶାସକ

ସିଓଲ,୬।୧: ସୋମବାର ଉତ୍ତର କୋରିଆ ଏକ ମଧ୍ୟବର୍ତ୍ତୀ ରେଞ୍ଜ ବାଲିଷ୍ଟିକ କ୍ଷେପଣାସ୍ତ୍ରକୁ ସମୁଦ୍ରରେ ଫିଙ୍ଗି ଦେଇଥିଲା। ଦକ୍ଷିଣ କୋରିଆରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ସିଓଲ ଗସ୍ତରେ ଆସିଥିବା ବେଳେ ଏହି ମିଶାଇଲ ପରୀକ୍ଷଣ…

ଆୟର୍ଲାଣ୍ଡ ବିପକ୍ଷ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଳୀ,୬।୧: ଜାନୁଆରୀ ୧୦ରୁ ଭାରତୀୟ ମହିଳା ଦଳ ଆୟର୍ଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ଖେଳିବ। ଭାରତରେ କ୍ରିକେଟ ବୋର୍ଡ ଅଫ କ୍ରିକେଟ ଏହି ସିରିଜ ପାଇଁ ଦଳ ଘୋଷଣା କରିଛି। ହରମାନପ୍ରୀତ କୌର ଏବଂ ରେଣୁକା ସିଂ ଟିମ ଇଣ୍ଡିଆରୁ ବାଦ୍‌…

ଅନ୍ତର୍ଜାତୀୟ ଟେନିସ୍‌ ବଲ୍‌ କ୍ରିକେଟ୍‌ ଚାମ୍ପିଅନଶିପ୍‌: ପ୍ରତିନିଧିତ୍ୱ କରି ଫେରିଲେ କନ୍ଧମାଳର ପ୍ରୀତମ ପ୍ରଧାନ

ରାଇକିଆ,୬ା୧(ପ୍ରଦୀପ ବେହେରା): ନେପାଳରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଟେନିସ୍‌ ବଲ୍‌ କ୍ରିକେଟ୍‌ ଚାମ୍ପିଅନଶିପ୍‌ରେ ଭାରତ ତରଫରୁ ପ୍ରତିନିଧିତ୍ୱ କରି ଫେରିଛନ୍ତି କନ୍ଧମାଳ ଜିଲା ରାଇକିଆର ପ୍ରୀତମ ପ୍ରଧାନ। ସୋମବାର ଭବ୍ୟ ସମ୍ବର୍ଦ୍ଧନା ଓ ଶୋଭାଯାତ୍ରା ମଧ୍ୟମରେ ପ୍ରୀତମଙ୍କୁ ସ୍ବାଗତ କରାଯାଇଛି। ନେପାଳରେ ଡିସେମ୍ବର…

ଟ୍ରମ୍ପ୍‌ଙ୍କ ଶପଥ ସମାରୋହରେ ଅର୍ଦ୍ଧନମିତ ରହିବ ଆମେରିକା ପତାକା: ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ, ୫।୧: ଆସନ୍ତା ୨୦ ତାରିଖରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍‌ ଶପଥ ନେବାକୁ ଯାଉଛନ୍ତି। କିନ୍ତୁ ଏହି ସମୟରେ ପୂରା ଦେଶରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ଗତ ମାସ ୨୯ରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri