ଡିଜିଟାଲ ଯୁଗରେ ଭାରତୀୟ ସଂସ୍କୃତି
ସାମାଜିକ ଗଣମାଧ୍ୟମ ସୂଚନା ପ୍ରସାରଣକୁ ସହଜ କରିଦେଇଛି ସତ, କିନ୍ତୁ ଏହା ଭୁଲ୍ ତଥ୍ୟକୁ ଅଧିକ ମାତ୍ରାରେ ବିସ୍ତାର କରୁଛି। ଭାରତୀୟ ସଂସ୍କୃତିର ସଂରକ୍ଷଣ ତଥା ସୁରକ୍ଷା ପାଇଁ ସାମାଜିକ ଗଣମାଧ୍ୟମର ବିଭିନ୍ନ ମଞ୍ଚରେ ଠିକ୍ ତଥା ନିିର୍ଭରଯୋଗ୍ୟ ସୂଚନା ସୁନିଶ୍ଚିତ…
କୃଷକ ରେଜିଷ୍ଟ୍ରି: ବିତର୍କ ହେଉ
ଡିସେମ୍ବର ୨୮ ତାରିଖ ୨୦୨୪ରେ ଓଡ଼ିଶାର ପ୍ରମୁଖ ଖବରକାଗଜମାନଙ୍କରେ ବିଜ୍ଞାପନ ପ୍ରକାଶ ପାଇଛି ଯେ ଜାନୁଆରୀ ୧ତାରିଖରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୃଷକ ରେଜିଷ୍ଟ୍ରି କାର୍ଯ୍ୟ ଆରମ୍ଭ ହେବ। ସେଥିପାଇଁ ପଞ୍ଚାୟତସ୍ତରୀୟ କ୍ୟାମ୍ପକୁ କୃଷକମାନେ ଆଧାର କାର୍ଡ, ଭୂଲେଖ ପଟ୍ଟା, ଆଧାର…
୧୫ ସୁଦ୍ଧା ଜିଲା ସଭାପତି ତାଲିକା ଘୋଷଣା କରିବ ଭାଜପା
ଭୁବନେଶ୍ୱର, ୬ା୧(ସୁନିତ୍ ମିଶ୍ର): ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଖୁବ୍ଶୀଘ୍ର ଶେଷ ହୋଇଯିବ। ଆସନ୍ତା ୧୫ ତାରିଖ ଭିତରେ ସବୁ ଜିଲାର ସଭାପତି ପଦ ଘୋଷଣା ହୋଇଯିବ। ୯ ତାରିଖରେ ଏହି ପଦବୀ ନେଇ ନାମାଙ୍କନ ପ୍ରକ୍ରିୟା ସରିବ। ଯେଉଁମାନଙ୍କ ନାଁ…
ଜଙ୍ଗଲରେ ସିଂହ ସହ ୫ ଦିନ ବିତାଇଲେ ୭ ବର୍ଷୀୟ ବାଳକ
ହରାରେ, ୬।୧: ଉତ୍ତର ଜିମ୍ବାଓ୍ବେର ମେଶୋନାଲେଣ୍ଡ ପଶ୍ଚିମ ପ୍ରଦେଶର ‘କରିବା ଗ୍ରାମୀଣ’ ଜିଲାଲ ୭ ବର୍ଷୀୟ ବାଳକ ଟିନୋଟେଡା ପୁଡୁଙ୍କ କାହାଣୀ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ସେ ୫ ଦିନ ସିଂହ ଅଭୟାରଣ୍ୟ ମଧ୍ୟରେ ଭୟଙ୍କର ବନ୍ୟଜନ୍ତୁଙ୍କ ସହ…
ପୁରୀରେ ଚାଲିଲା ଡବଲ୍ ଡେକର୍ ବସ୍
ପୁରୀ,୬।୧(ଅଜିତ୍ କୁମାର ମହାନ୍ତି): ଆସନ୍ତା ୮ ତାରିଖରୁ ୩ ଦିନ ବ୍ୟାପୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରବାସୀ ଭାରତୀୟଙ୍କ ପରିଭ୍ରମଣ ପାଇଁ ସରକାରଙ୍କ ପକ୍ଷରୁ ଡବଲ୍ ଡେକର୍ ବସ୍ର ବ୍ୟବସ୍ଥା କରାଯାଉଛି। ଭୁବନେଶ୍ୱରଠାରେ ସମ୍ମିଳନୀ ଆୟୋଜିତ…
ଓଡ଼ିଶା ଚାଷୀଙ୍କ ଧାନ କିଣୁଛି ଆନ୍ଧ୍ର
ପାରଳାଖେମୁଣ୍ଡି,୬ା୧(ଗିରିଧାରୀ ପରିଛା): ଓଡ଼ିଶା ସରକାର ବାହାର ରାଜ୍ୟକୁ ଧାନ ଚାଲାଣ ଓ ଅସାଧୁ ବ୍ୟବସାୟ ରୋକିବା ପାଇଁ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଇ ନାକା ପଏଣ୍ଟରେ କଡାକଡି ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଗଜପତି ଜିଲାରେ ଏହାର ବ୍ୟତିକ୍ରମ…
ଜାରି ରହିବ ପରିବେଶ ସୁରକ୍ଷା ଅଭିଯାନ
ବ୍ରହ୍ମପୁର,୬ା୧(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ପଞ୍ଚାୟତ ବନ୍ଥପଲ୍ଲୀ ଗ୍ରାମରେ ଜାତୀୟ ପକ୍ଷୀ ଦିବସ ଅବସରରେ ଘରଚଟିଆ ସଂରକ୍ଷଣ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ‘ଧରିତ୍ରୀ’ ସୌଜନ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର…
ପତଞ୍ଜଳିର ୩୦ତମ ପୂର୍ତ୍ତି ଉତ୍ସବ
ନୂଆଦିଲ୍ଲୀ,୬।୧ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ସଂସ୍ଥାନର ୩୦ତମ ପୂର୍ତ୍ତି ଉତ୍ସବ ରବିବାର ହରିଦ୍ୱାରର ପତଞ୍ଜଳି ୱେଲ୍ନେସସ୍ଥିତ ଯୋଗ ଭବନ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ପତଞ୍ଜଳି ଯୋଗପୀଠର ପରମାଧ୍ୟକ୍ଷ ସ୍ବାମୀ ବାବା ରାମଦେବ…
ବୈଦ୍ୟୁତିକ ଯାନର ବ୍ୟବହାରକୁ ସରକାରଙ୍କ ଗୁରୁତ୍ୱ
ନୂଆଦିଲ୍ଲୀ,୬।୧: ବର୍ତ୍ତମାନ ସମୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବୈଦ୍ୟୁତିକ ଯାନ ( ଇଲେକଟ୍ରିକ ଭେହିକିଲ ବା ଇଭି) ର ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। ଏପରିକି ଇଭି ଯାନ କ୍ରୟ କରୁଥିବା କ୍ରେତାଙ୍କୁ ସରକାରୀ ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି।…
‘ସ୍କାଏ ଫୋର୍ସ’ରେ ବାୟୁସେନା ଅଧିକାରୀଙ୍କ ଭୂମିକାରେ ଅକ୍ଷୟ
ମୁମ୍ବାଇ ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଖୁବ୍ଶୀଘ୍ର ୨୦୨୫ରେ ତାଙ୍କ ପ୍ରଥମ ଚଳଚ୍ଚିତ୍ର ସହ ପରଦାକୁ ଆସୁଛନ୍ତି। ଆସନ୍ତା ଜାନୁୟାରୀ ୨୪ରେ ଅକ୍ଷୟଙ୍କର ଆକ୍ସନ୍-ପ୍ୟାକ୍ ଫିଲ୍ମ ‘ସ୍କାଏ ଫୋର୍ସ’ ରିଲିଜ୍ ହେବାକୁ ଯାଉଛି। ରବିବାର ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଏହାର ଟ୍ରେଲରକୁ…
କୃଷ୍ଣସାର ମୃଗକୁ ମାରିଲା କଲରାପତରିଆ
ଗାନ୍ଧୀନଗର,୬।୧: ଗୁଜରାଟର ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଥିବା ଜଙ୍ଗଲ ସଫାରିରେ ଏକ କଲରାପତରିଆ ବାଘ ପ୍ରବେଶ କରି ଗୋଟିଏ କୃଷ୍ଣସାର ମୃଗକୁ ମାରିବା ପରେ ଭୟରେ ଆଉ ୭ଟି ମୃଗଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୧ ତାରିଖ ଭୋର ସମୟରେ ଏହି…
ମହାକୁମ୍ଭରେ ଗଣଧର୍ମାନ୍ତରୀକରଣ ଆଶଙ୍କା
ଲକ୍ଷ୍ନୌ,୫।୧: ଆସନ୍ତା ୧୩ରୁ ଆରମ୍ଭ ହେବାକୁ ଯାଉଥିବା ମହାକୁମ୍ଭରେ ବହୁସଂଖ୍ୟାରେ ମୁସଲମାନ ଗଣ ଧର୍ମାନ୍ତରୀକରଣର ଶିକାର ହୋଇପାରନ୍ତି ବୋଲି ଆଶଙ୍କା କରି ଜଣେ ବରିଷ୍ଠ ଧର୍ମୀୟ ନେତା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପତ୍ର ଲେଖିଛନ୍ତି। ଏହି ମେଗା ସମାବେଶରୁ ମୁସଲମାନମାନଙ୍କୁ…
Archives


