Home Left

Maha Kumbh 2025: ଅସଲ କୁମ୍ଭ ମାଘରେ ସରିଯାଇଛି, ଏବେ ଯାଏ ସରକାର ଚଲାଉଛନ୍ତି…ଶଙ୍କରାଚାର୍ଯ୍ୟଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୭।୨: ପ୍ରୟାଗରାଜରେ ଜାନୁଆରୀ ୧୩ ତାରିଖରେ ଆରମ୍ଭ ହୋଇଥିବା ମହାକୁମ୍ଭ ମହାଶିବରାତ୍ରୀରେ ଶେଷ ହୋଇଛି। ଏହି ସମୟ ମଧ୍ୟରେ, 66 କୋଟିରୁ ଅଧିକ ଭକ୍ତ ବୁଡ଼ ପକାଇଥିଲେ। ୨୬ ଫେବୃଆରୀ ମହାଶିବରାତ୍ରି ସ୍ନାନ ସହିତ କୁମ୍ଭମେଳା ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ…

କାଲି ଟ୍ରଲର ଆଜି ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ, ଯାତାୟତ ବାଧାପ୍ରାପ୍ତ

ରାୟଗଡ଼ା,୨୭।୨(ଆଶିଷ ରଞ୍ଜନ ପଣ୍ଡା): ଲୋକଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିବା ସହିତ ଦିନକୁ ଦିନ ବିପଦଜନକ ହୋଇପଡିଛି ରାୟଗଡ଼ା – କୋରାପୁଟ ୩୨୬ ନଂ ଜାତୀୟ ରାଜପଥ ମୁଖ୍ୟ ରାସ୍ତାରେ ରହିଥିବା ରାୟଗଡ଼ା ବ୍ଳକର ଗୁମ୍ମା ଘାଟି। ଏହି ରାସ୍ତାରେ…

ବିଦ୍ୟୁତ ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ

ଆଠଗଡ,୨୭।୨(ସତ୍ୟପ୍ରକାଶ ରଥ): ଆଠଗଡ ବନଖଣ୍ଡରେ ଦନ୍ତାହାତୀର ମୃତ୍ୟୁ। ଆଠଗଡ ବନାଞ୍ଚନ ଅନ୍ତର୍ଗତ କୁଲାଇଲୋ ବିରି ବୋଲୁଅ ପଡିଆରେ ୩୩କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ ହୋଇଛି। ହାତୀର ଅନୁମାନିକ ବୟସ ୩୫ ବର୍ଷ ହେବ ବୋଲି ବନ ବିଭାଗ ସୂଚନା…

ମୋର ଭାରତରେ କୌଣସି ଜମି କିମ୍ବା ଘର ନାହିଁ…ଭାଜପା ଅଭିଯୋଗକୁ ଖଣ୍ଡନ କଲେ ପିଟ୍ରୋଡା

ନୂଆଦିଲ୍ଲୀ,୨୭।୨: ଭାରତୀୟ ଜନତା ପାର୍ଟି (ଭାଜପା) ନେତାଙ୍କ ଦ୍ୱାରା ଲଗାଯାଇଥିବା ଅଭିଯୋଗକୁ ଖଣ୍ଡର କରିଛନ୍ତି ଇଣ୍ଡିଆନ ଓଭରସିଜ କଂଗ୍ରେସ ମୁଖ୍ୟ ସାମ ପିଟ୍ରୋଡା। ତାଙ୍କର ଭାରତରେ କୌଣସି ଜମି, ଘର କିମ୍ବା ଶେୟାର ନ ଥିବା ସେ କହିଛନ୍ତି। ତେବେ ଭାଜପା…

ଜାଗର ଜାଳି ଫେରୁଥିବାବେଳେ ୨୦ଫୁଟ ବ୍ରିଜ ଉପରୁ ଖସିପଡିଲେ ୩ଯୁବକ, ଚାଲିଗଲା ଜୀବନ

କୋରାପୁଟ,୨୭।୨(ଅମିତାଭ ବେହେରା ): ଶିବରାତ୍ରି ଯାତ୍ରା ଦେଖି ଫେରୁଥିବା ବେଳେ ବଡ଼ ଅଘଟଣ। ଭାରସାମ୍ୟ ହରାଇ କୋଡିଏ ଫୁଟ ବ୍ରିଜ ତଳକୁ ଖସି ପଡିଲେ ବାଇକ ଆରୋହୀ। ବାଇକ୍‌ରେ ୩ଜଣ ଥିବାବେଳେ ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

Govinda-Sunita Divorce: ୧୫୦କୋଟି ଟଙ୍କାର ମାଲିକ ଗୋବିନ୍ଦା, ଜାଣନ୍ତୁ ଛାଡପତ୍ର ହେଲେ ଭରଣପୋଷଣ ପାଇଁ ଏତେ ଟଙ୍କା ମାଗିବେ ସ୍ତ୍ରୀ ସୁନୀତା

ମୁମ୍ବାଇ: ଗୋବିନ୍ଦା ବଲିଉଡକୁ ଅନେକ ସୁପରହିଟ ଫିଲ୍ମ ଦେଇଛନ୍ତି। ଆଜି ମଧ୍ୟ ଦେଶ ଏବଂ ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ତାଙ୍କୁ ଭଲ ପାଆନ୍ତି। କିନ୍ତୁ ଛାଡପତ୍ର ଖବର ପ୍ରସାରିତ ହେବା ପରେ, ଏବେ ଅନେକ ପ୍ରଶ୍ନ ଉଠାଯାଉଛି। ଗଣମାଧ୍ୟମ ରିପୋର୍ଟ…

Lingaraja Temple: ପ୍ରଭୁ Lingarajaଙ୍କ କାର୍ଯ୍ୟରେ ଅର୍ଥ ବାଧକ ହେବନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୨(ସୁନିତ୍‌ ମିଶ୍ର): Lingaraja ମନ୍ଦିର ଓ ଏକାମ୍ର କ୍ଷେତ୍ରର ପାରିପାର୍ଶିକ ଅଞ୍ଚଳର ବିକାଶ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିସହ ରାଜ୍ୟର ସମସ୍ତ ଆଧ୍ୟାତ୍ମିକ ସ୍ଥାନର ଉନ୍ନତିକରଣ ଲାଗି ଉଦ୍ୟମ ଜାରି ରହିବ। ତେବେ ପ୍ରଭୁ ଲିଙ୍ଗରାଜଙ୍କ କାର୍ଯ୍ୟରେ ଅର୍ଥ ବାଧକ…

ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ପୋଲିସ ଭୟରେ ବିଷ ପିଇଦେଲେ

ବାସୁଦେବପୁର/ସୋର,୨୭ା୨(ନାରାୟଣ ପ୍ରସାଦ ବାରିକ/ ଜନ୍ମେଜୟ ମିଶ୍ର):ବିବାହ ଲାଗି ମନା କରିବାରୁ ବାଲେଶ୍ୱର ଜିଲା ସୋର ଥାନା ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା ନାମ୍ନୀ ଯୁବତୀଙ୍କୁ ୩ଦିନ ତଳେ ଗଳାକାଟି ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପ୍ରେମିକ ବିଶ୍ୱରଞ୍ଜନ ପୁହାଣ ଫେରାର…

Odisha 10th Exam: ୧୦ମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାରେ ଯୁବକ ଗିରଫ

ଚିତ୍ରକୋଣ୍ଡା,୨୭ା୨ (ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଜନଜାତି ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଙ୍କ ପ୍ରସବ ଘଟଣାରେ ସମ୍ପୃକ୍ତ ଥିବା ଜଣେ ଯୁବକଙ୍କୁ ଚିତ୍ରକୋଣ୍ଡା ପୋଲିସ ଗିରଫ ପରେ ବୁଧବାର କୋର୍ଟ ଚାଲାଣ କରିଛି। ସେ ହେଲେ ଚିତ୍ରକୋଣ୍ଡା…

Odisha Weather Alert: ଘନ କୁହୁଡ଼ି ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୨(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ପାଗ ଶୁଖିଲା ରହିଥିଲେ ମଧ୍ୟ ତାପମାତ୍ରା ଅଧିକ ରହିଛି। ବୁଧବାର ଦିନ ତାପମାତ୍ରା ବୌଦ୍ଧ ଜିଲାରେ ସର୍ବାଧିକ ୩୬.୮ ଡିଗ୍ରୀ ରହିଥିଲାବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୧୫.୩ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।…

ଅଗ୍ନିକାଣ୍ଡରେ ଜଳିଗଲା ରାସ୍ତାପାର୍ଶ୍ୱ ଚାରା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ବେହେରା କପଡ଼ା ବଜାର ନିକଟରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟି ରାସ୍ତାପାର୍ଶ୍ୱ ଥିବା ୫୦ରୁ ଊର୍ଦ୍ଧ୍ୱ କିସମର ଚାରା ନଷ୍ଟ ହୋଇଯାଇଛି। ଏହାକୁ ନେଇ ପରିବେଶପ୍ରେମୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ନିକଟସ୍ଥ ଧାନକ୍ଷେତ…

ମନ୍ଦିରରେ ଦୀପ ଜାଳୁଜାଳୁ ଘଟିଲା ଅଘଟଣ, ଆଉ ତା’ ପରେ…

ଛତ୍ରପୁର,୨୬ା୨: ମହାଶିବରାତ୍ରି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ରିକାପଲ୍ଲୀସ୍ଥିତ ଚନ୍ଦ୍ରଶେଖର ମନ୍ଦିରରେ ଏକ ଅଘଟଣ ଘଟିଛି। ଦୀପ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ମହିଳା ଜଣକ ରିକାପଲ୍ଲୀ ମୋଚି ସାହିର ଏନ. ରାଣୀ (୫୦)।ଆଜି ଶିବରାତ୍ରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri