Home Left

ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଉଦ୍ଧାର

ବାରିପଦା,୮।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଧୀନ ଉପରବାରାହାକାମୁଡା (ୟୁବିକେ) ରେଞ୍ଜ ଅନ୍ତର୍ଗତ ଜଟିଆନୀ କ୍ୟାମ୍ପ ନିକଟରେ (କୋର କ୍ଷେତ୍ର) ପ୍ରାୟ ୫ ବର୍ଷ ବୟସର ଏକ କଳା ବାଘୁଣୀର ମୃତଦେହ ମିଳିଛି। ୬ତାରିଖ ସନ୍ଧ୍ୟା…

ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୨୧ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…

ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ବିଧାୟକ ତଥା ଜିଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ଡ. ଦୁର୍ଗା…

‘ହେଲୋ ଅଙ୍କଲ ଅମରିନ୍ଦର…’: ରାହୁଲଙ୍କ ବୟାନ ପଞ୍ଜାବ ରାଜନୀତିକୁ କରିଛି ଉଷ୍ମ; ଜବାବ ଦେଲେ କ୍ୟାପଟେନ

ଚଣ୍ଡିଗଡ଼,୮।୮: ଦିଲ୍ଲୀରେ ଆୟୋଜିତ ‘ଜେନ-ଜେଡ ସମ୍ବାଦ’ କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ତାଙ୍କ ପସନ୍ଦର ଭାଜପା ନେତାମାନଙ୍କ ମଧ୍ୟରେ କ୍ୟାପଟେନ ଅମରିନ୍ଦର ସିଂହଙ୍କ ନାମ ନେଇ ଏକ ନୂଆ କଳ୍ପନାଜଳ୍ପନା ସୃଷ୍ଟି କରିଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ‘ମୁଁ ତାଙ୍କ…

ସନ୍ତାନ ପାଇଁ ସ୍ବାମୀ-ସ୍ତ୍ରୀ ମୁହାଁମୁହିଁ: ଛତିଶଗଡ଼ରୁ ଧାଇଁ ଆସିଥିଲେ ମା’

ଭୁବନେଶ୍ୱର,୮।୮(ତ୍ରିନାଥ ମହାନ୍ତି):ନିଜ ଛୁଆକୁ ଖୋଜି ଖୋଜି ଛତିଶଗଡ଼ରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଧାଇଁଆସିଲେ ମା’। ତେବେ ଛୁଆକୁ ଫେରାଇନେବାକୁ ଉଦ୍ୟମ କଲାବେଳେ ବିରୋଧ କଲେ ସ୍ବାମୀ। ଉଭୟ ସ୍ବାମୀ- ସ୍ତ୍ରୀ ଏହାକୁ ନେଇ ମୁହାଁମୁହିଁ ହୋଇଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ଉଭୟଙ୍କୁ…

ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ‘ମେଟଲ ମିଟ’: ଅଦ୍ୟାଶା ସତପଥୀ

ଭୁବନେଶ୍ୱର, ୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଏହି ଅବସରରେ ଓଡ଼ିଶାପୋଷ୍ଟ ଓ ଧରିତ୍ରୀର ସିଇଓ ଅଦ୍ୟାଶା ସତପଥୀ ପିଲାଙ୍କୁ ଉତ୍ସାହିତ କରି କହିଛନ୍ତି, ୨୦୧୬ରେ ଆରମ୍ଭ ହୋଇଥିବା ‘ଓଡ଼ିଶାପୋଷ୍ଟ ମେଟଲ ମିଟ’ ଚଳିତ ବର୍ଷ ଏକ…

କୁଇଜିଂରେ ପୁରସ୍କାର ଅପେକ୍ଷା ଜ୍ଞାନ ଆହରଣ ସହ ନିଜକୁ ଚିହ୍ନିବା ଅଧିକ ଗୁରୁତ୍ୱପୂର୍ଣ୍ଣ: ତଥାଗତ ସତପଥୀ

ଭୁବନେଶ୍ୱର, ୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ ହେଉଛି। ପିଲାଙ୍କ ମଧ୍ୟରେ ଚାପ ବୃଦ୍ଧି ପାଉଛି। ଏହି ଅବସରରେ ପିଲାଙ୍କୁ ଉତ୍ସାହିତ…

ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ

ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ ଚାରିଜଣ ଦୁର୍ବୃତ୍ତ ଆସି ତାଙ୍କୁ ମାଡି ବସିଥିଲେ। ଜବରଦସ୍ତି ପେଟ୍ରୋଲ ପିଆଇବା ପରେ…

ଯେକୌଣସି ସମୟରେ ଆସିପାରେ ଖାମେନେଇଙ୍କ ମୃତ୍ୟୁ ଖବର! ଇସ୍ରାଏଲୀ ମିଡିଆର ବଡ଼ ଦାବି

ତେହରାନ,୮।୮: ୨୮ ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଥମ ଦିନରେ ହିଁ ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ ପୁଅ ମୋଜତବା ଖାମେନେଇଙ୍କୁ ସୁପ୍ରିମ ଲିଡର ଭାବେ ଦାୟିତ୍ୱ ଦିଆଯାଇଥିଲା। ତାଙ୍କ ଜୀବନ…

‘ଦୟାକରି ମୋତେ ସାହାଯ୍ୟ କରନ୍ତୁ’, ମୁଖ୍ୟମନ୍ତ୍ରୀଙ୍କୁ ଏମିତି ଅନୁରୋଧ କଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟର ରିଷଭ ପନ୍ତ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କୁ ଏକ ଅନୁରୋଧ କରିଛନ୍ତି। ସେ ସୋସିଆଲ ମିଡିଆରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରି କହିଛନ୍ତି ଯେ ଜମି ଅଧିଗ୍ରହଣରେ ତାଙ୍କୁ ସାହାଯ୍ୟ କରାଯାଉ। ପନ୍ତ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ ଏବଂ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯିବା ନେଇ କୁନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମା’ ଙ୍କ ରୂପା ମୁକୁଟ ସହ ଦାନପେଟିରୁ ସୁନା ଅଳଙ୍କାର ଟଙ୍କା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା ଦେଇ ହାତୀମାନେ ଯାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି l ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?