ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର, ସର୍ବନିମ୍ନ ତାପମାତ୍ରା…
ଜି.ଉଦୟଗିରି,୪ା୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି.ଉଦୟଗିରି ସହର କ୍ରମାଗତ ୪ଦିନ ଧରି ରାଜ୍ୟର ସବୁବେଳେ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି। ଶନିବାର ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ରେକର୍ଡ କରାଯାଇଛି। ଗୁରୁବାର ଓ ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ…
କଲରା ପତରିଆ ହାବୁଡ଼ରେ ପଡ଼ିଲା ୨୦ରୁ ଊର୍ଦ୍ଧ୍ୱ ମେଣ୍ଢା: ୧୧ ମୃତ ୧୦ରୁ ଅଧିକ ଗୁରୁତର
ନୂଆପଡ଼ା,୪।୧(ମକାରୁ ବେମାଲ): ପୁଣି ନୂଆପଡ଼ା ଜିଲାରେ ବାଘ ଆତଙ୍କ। ନୂଆପଡ଼ା ଜିଲା ବୋଡେନ ବ୍ଲକ ଅନ୍ତର୍ଗତ ବାଗବାହାଳ ଭୋଇ ପଡ଼ାରେ କଲରା ପତରିଆ ବାଘ ଆତଙ୍କ ଖେଳାଇଛି। ବାଗବାହାଳଗ୍ରାମର ମେଣ୍ଢା ମାଲିକ ଭଜ ହାତୀ ରାତିରେ ଶୋଇଥିବା ସମୟରେ ଅର୍ଦ୍ଧ ରାତିରେ…
ଲୁଟ୍ ପାଇଁ ଗୁଳିମାଡ଼: ଚାଲିଗଲା ଜଣଙ୍କ ଜୀବନ
ପାଣିକୋଇଲି,୪।୧: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ଅଘଟଣ ଘଟିଛି। ଲୁଟ୍ ପାଇଁ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ କର୍ମଚାରୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା
ନୂଆଦିଲ୍ଲୀ,୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥି ତାଲିକା ପ୍ରକାଶ ପାଇଛି। ୨୯ ଜଣ ପ୍ରାର୍ଥୀଙ୍କ ଏହି ତାଲିକାରେ ଅରବିନ୍ଦ କେଜରିୱାଲ ଏବଂ ମୁଖ୍ୟମନ୍ତ୍ରୀ ଅତିଶୀଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରାଯାଇଛି। ପ୍ରଭାସ ସାହେବ ସିଂ ବର୍ମାଙ୍କୁ ନୂଆଦିଲ୍ଲୀ…
ମନରେଗାରେ ମହାଦୁର୍ନୀତି: କାମ ନ କରି ଟଙ୍କା ହଡ଼ପ ଅଭିଯୋଗ
ଥୁଆମୂଳ ରାମପୁର,୪ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡ଼େପଦର ପଞ୍ଚାୟତରେ ମନରେଗା ଯୋଜନା ଅର୍ଥ ହଡ଼ପ ହୋଇଥିବା ଭଳି ଏକ ସଂଗୀନ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଏହି ପଞ୍ଚାୟତର ଖମାରପଦର ଗ୍ରାମରେ ମନରେଗା ଯୋଜନାରେ କାର୍ଯ୍ୟାଦେଶ…
ବଡ଼ ଦୁର୍ଘଟଣା, ଖାଲକୁ ଖସିଲା ସେନା ଗାଡ଼ି ୩ ଯବାନ ମୃତ, ୨ ଆହତ
ଜମ୍ମୁ,୪।୧: ଜମ୍ମୁ କଶ୍ମୀରରୁ ବଡ଼ ଖବର ଆସିଛି। ବାନ୍ଦିପୋରାରେ ସେନା ଗାଡି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହି ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୨ସେନା ଆହତ ହୋଇଥିବା କୁହାଯାଉଛି। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି…
ବିଲକୁ ଯାଇଥିଲେ, ଆକ୍ରମଣ କଲା ହାତୀ: ଚାଲିଗଲା ଜୀବନ
ବାରିପଦା, ୪/୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲାରେ ହାତୀ ଉତ୍ପାତ ବଢୁଥିବାରୁ ଆତଙ୍କ ଖେଳିଯାଇଛି । ୪୮ଘଣ୍ଟା ବ୍ୟବଧାନ ପରେ ପୁଣି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବାରିପଦା ବନଖଣ୍ଡ ଅନ୍ତର୍ଗତ ଶ୍ୟାମାଖୁଣ୍ଟା ଅଞ୍ଚଳର ଦାଡଦୁଡ…
”ଗାଁ ବିକାଶ ହେଲେ, ଦେଶର ବିକାଶ ହେବ”: ପ୍ରଧାନମନ୍ତ୍ରୀ
କଟକ,୩।୧: ପ୍ରଧାନମନ୍ତ୍ରୀ ଶନିବାର ଗ୍ରାମୀଣ ଭାରତ ମହୋତ୍ସବ ୨୦୨୫ ର ଉଦଘାଟନ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ସେୟାର କରିଥିବା ଏକ ପୋଷ୍ଟରେ ଲେଖିଛନ୍ତି ଯେ ଆମ ”ଗ୍ରାମ ଯେତେ ସମୃଦ୍ଧ, ଏକ ବିକଶିତ ଭାରତର ଦୂରଦୃଷ୍ଟି ହାସଲ କରିବାରେ…
ଖାନ୍ନଗରର ପଞ୍ଚାମୁଖୀ ହନୁମାନ ମନ୍ଦିରରୁ ଚୋରି, ସୁନା ରୁପା ଅଳଙ୍କାର ନେଇଗଲେ
କଟକ,୪।୧: ଶୁକ୍ରବାର ବିଳମ୍ବିତ ରାତିରେ କଟକ ଜିଲାର ମଧୁପାଟଣା ପୋଲିସ ଷ୍ଟେସନ ଅନ୍ତର୍ଗତ ଖାପୁରିଆ ଖାନ୍ନଗରର ପଞ୍ଚାମୁଖୀ ହନୁମାନ ମନ୍ଦିରରୁ ଦୁର୍ବୁତ୍ତମାନେ ହୁଣ୍ଡି ଏବଂ ଅଳଙ୍କାର ଲୁଟି ନେଇଛନ୍ତି। ସୂଚନାନୁସାରେ, ପଞ୍ଚାମୁଖୀ ହନୁମାନ ମନ୍ଦିରରେ ଚୋରମାନେ ରୂପା ମୁକୁଟା (ମୁଦି), ସୁନା…
କମୁଛି ରାତ୍ରି ତାପମାତ୍ରା; ୧୦ ଡିଗ୍ରୀ ତଳେ ୯ ସହର
ଭୁବନେଶ୍ୱର,୪।୧: ପଶ୍ଚିମା ଝଡ଼ ପ୍ରଭାବରେ, ବର୍ତମାନ ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ୯ ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହୋଇଥିବା ବେଳେ ଏଠାରେ ତାପମାତ୍ରା ୭.୫ ଡିଗ୍ରୀ ରହିଛି। ସେହିପରି…
ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି
ନୂଆଦିଲ୍ଲୀ,୪।୧: ଭାରତ ସହିତ ଖରାପ ସମ୍ପର୍କ ବାଂଲାଦେଶକୁ ପ୍ରଭାବିତ କରିବା ଆରମ୍ଭ କରିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଖାଦ୍ୟ ଯୋଗାଣ ସଙ୍କଟ ଏବଂ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ଏହି ସମୟରେ ପଡୋଶୀ ଦେଶରେ ଗତ ତିନି…
ମ୍ୟାଚ୍ ମଝିରେ ହଠାତ୍ ମେଡିକାଲ ଗଲେ ବୁମ୍ରା: ଟିମ୍ ଇଣ୍ଡିଆର ବଢିଲା ସମସ୍ୟା
ସିଡନୀ,୪।୧: ସିଡନୀରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢୁଥିବା ପରି ମନେ ହେଉଛି। ଏହି ମ୍ୟାଚରେ ଦଳର ଅଧିନାୟକ ଥିବା ଜସପ୍ରୀତ ବୁମ୍ରା ହଠାତ୍ ପଡ଼ିଆ ଛାଡିଥିଲେ ଏବଂ ପ୍ରାୟ…
Archives


