Home Left

ପ୍ରତି ୧୫ଦିନରେ ଋଣ ପ୍ରଦାନକାରୀ ଦେବେ କ୍ରେଡିଟ୍‌ ରେକର୍ଡ

ଭୁବନେଶ୍ୱର,୪ା୧( ଅନୁରାଧା ମହାରଣା): ବିଭିନ୍ନ ବ୍ୟାଙ୍କରୁ ରଣ ଆଣୁଥିବା ବ୍ୟକ୍ତିଙ୍କ କ୍ରେଡିଟ୍‌ ରେକର୍ଡ ଏଣିକି ପ୍ରତି ୧୫ଦିନରେ ଋଣ ପ୍ରଦାନକାରୀ ତଥ୍ୟ ଦେବେ। କ୍ରେଡିଟ୍‌ ରିସ୍କ ଆକଳନ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରିଜର୍ଭ ବ୍ୟାଙ୍କ ଏହି ନୂତନ ପଦକ୍ଷେପ ନେଇଛି।…

ଆଇସିଆଇସିଆଇ ପ୍ରୁ ୱିଶ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୪।୧: ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ୱିଶ୍‌’ ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ନୂତନ ଉତ୍ପାଦକୁ ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ଡିଜାଇନ କରାଯାଇଥିବାବେଳେ ଜୀବନ ବୀମା ଶିଳ୍ପରେ ମଧ୍ୟ ଏହା ପ୍ରଥମ…

ଡ. ତାପସ ନାଲ୍‌କୋର ନୂତନ ନିର୍ଦ୍ଦେଶକ

ଭୁବନେଶ୍ୱର,୪।୧ (ଅଭୟ ଦାଶ): କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)ର ନୂତନ ନିର୍ଦ୍ଦେଶକ (ମାନବ ସମ୍ବଳ) ଭାବେ ଡ. ତାପସ କୁମାର ପଟ୍ଟନାୟକ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ…

ଶେଷ କାର୍ଯ୍ୟଦିବସରେ ନିବେଶକ ନିରାଶ

ମୁମ୍ବାଇ,୪।୧: କ୍ରମାଗତ ଭାବେ ଘରୋଇ ଶେୟାର ବଜାରର ନିବେଶକମାନେ ନିରାଶ ହେଉଛନ୍ତି। ଏପରିକି ବର୍ଷ ଆରମ୍ଭରୁ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିବେଶକମାନେ ଆଶ ଓ ଆଶଙ୍କା ମଧ୍ୟରେ କାରବାର କରୁଥିବାବେଳେ ପୁଞ୍ଜି ବଜାରରେ…

ଅଲ୍ଲୁ ଅର୍ଜୁନଙ୍କୁ ନିୟମିତ ଜାମିନ

ହାଇଦ୍ରାବାଦ,୪।୧: ‘ପୁଷ୍ପା ୨: ଦି ରୁଲ୍‌’ର ପ୍ରିମିୟର ଶୋ’ ଗତ ମାସରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଚାଲିଥିବାବେଳେ ଏହାର ଅଭିନେତା ଅଲ୍ଲୁ ଅର୍ଜୁନ ସେଠାରେ ପହଞ୍ଚତ୍ୟିବାରୁ ତାଙ୍କୁ ଦେଖିବା ପାଇଁ ପ୍ରଶଂସକ ଓ ଦର୍ଶକଙ୍କ ମଧ୍ୟରେ ଠେଲାପେଲାରୁ ଦଳାଚକଟା ହୋଇଥିଲା। ଏଥିରେ…

ଦୃଷ୍ଟିବାଧିତଙ୍କ ସୃଜନଶୀଳତା ପାଇଁ ବ୍ରେଲି

ମନର କଥା ଏବଂ ସୃଜନଶୀଳତାର ପରିପ୍ରକାଶ ପାଇଁ ସଭିଙ୍କ ମନରେ ଥାଏ ବହୁ ଉତ୍କଣ୍ଠା। ମାତ୍ର ଦୃଷ୍ଟିବାଧିତଙ୍କ ଭଳି କେତେକଙ୍କ ପକ୍ଷରେ ଅକ୍ଷର ଚିହ୍ନିବା, ପଢ଼ିବା ଏବଂ ଏହାର ପରିପ୍ରକାଶ ନିଜସ୍ବ ଢଙ୍ଗରେ କରିବା ସମ୍ଭବ ହୋଇ ପାରି ନ ଥାଏ।…

ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୪/୧(ଅନିଲ ଦାସ):ରାଜ୍ୟ ସରକାର ଗତ ଡିସେମ୍ବରରେ ହୋଇଥିବା ‘ଅଦିନିଆ ବର୍ଷା’କୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଯୋଗୁ ବ୍ୟାପକ ଫସଲ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି…

୨୦ ହଜାର ଡଲାରର ହୀରା ଉପହାର

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୪ା୧: ୨୦୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତବେଳେ ସେଠାକାର ରାଷ୍ଟ୍ରପତିଙ୍କ ସ୍ତ୍ରୀ ଜିଲ୍‌ ବାଇଡେନ୍‌ଙ୍କୁ ୨୦,୦୦୦ ଡଲାର (ପ୍ରାୟ ୧୭.୧୫ ଲକ୍ଷ ଟଙ୍କା) ମୂଲ୍ୟର ଏକ ହୀରା ଉପହାର ଦେଇଥିଲେ। ଲାବ୍‌ରେ ପ୍ରସ୍ତୁତ ତଥା ସୁରଟ୍‌ରେ ପଲିଶ୍‌ କରାଯାଇଥିବା ୭.୫…

ଦିଲ୍ଲୀରେ କୁହୁଡ଼ି: ୪୭୦ ବିମାନ ବିଳମ୍ବିତ

ନୂଆଦିଲ୍ଲୀ,୪।୧: ଉତ୍ତର ଭାରତ ସମେତ ଜାତୀୟ ରାଜଧାନୀରେ ପ୍ରବଳ ଶୀତ ଲହର ଜାରି ରହିଛି। ଏହା ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଶୁକ୍ରବାର ସକାଳେ ଦିଲ୍ଲୀ ବିମାନବନ୍ଦରରେ ୪୭୦ ବିମାନ ବିଳମ୍ବିତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ ଦୂର ସ୍ଥାନ ଦୃଶ୍ୟ…

ପିଥମ୍‌ପୁରରେ ୨ ଜଣଙ୍କ ଆତ୍ମାହୁତି ଉଦ୍ୟମ

ଧର୍‌,୪ା୧: ମଧ୍ୟପ୍ରଦେଶର ଭୋପାଳସ୍ଥିତ ୟୁନିୟନ କାର୍ବାଇଡ୍‌ ଇଣ୍ଡିଆ ଲିଃ (ୟୁସିଆଇଆଇ) କୀଟନାଶକ ପ୍ଲାଣ୍ଟରୁ ବର୍ଜ୍ୟକୁ ୧୨ଟି କଣ୍ଟେନର ଟ୍ରକ୍‌ରେ ସିଲ୍‌ କରି ୨୫୦ କି.ମି. ଦୂର ଧର୍‌ ଜିଲା ପିଥମ୍‌ପୁର ଶିଳ୍ପଞ୍ଚଳକୁ ନିଆଯିବାକୁ ସ୍ଥାନୀୟ ଲୋକେ ତୀବ୍ର ବିରୋଧ କରିଛନ୍ତି। ୩୩୭…

ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ

ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍‌ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି ଅଭିଯୋଗ ଆଣିଛି। ଶଙ୍ଖଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ କମିଟି ଅଧ୍ୟକ୍ଷ…

EPFO କଲା ବଡ଼ ପରିବର୍ତ୍ତନ,ଏବେ ପେନସନଭୋଗୀ ପାଇବେ ଏହି ଲାଭ…

ନୂଆଦିଲ୍ଲୀ,୩।୧: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ୍‌ଓ)ର ପେନ୍‌ସନଭୋଗୀମାନେ ବର୍ତ୍ତମାନ ଯେକୌଣସି ବ୍ୟାଙ୍କରୁ ପେନ୍‌ସନ ବାହାର କରିବାକୁ ସକ୍ଷମ ହେବେ। ଇପିଏଫଓ ଏହାର ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପେନ୍‌ସନ ପେମେଣ୍ଟ ସିଷ୍ଟମ (ସିପିପିଏସ୍‌) ର ଲାଗୁ କରିବାର କାର୍ଯ୍ୟ ସମାପ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri