ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ
ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଫୋନରେ ଆଲୋଚନା କରିଛନ୍ତି। ଏହା ପରେ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀଙ୍କୁ…
ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର
ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ ରାମ ମେହେରଙ୍କୁ ଭାରତର ସର୍ବୋଚ୍ଚ ହସ୍ତତନ୍ତ ସମ୍ମାନ ମଧ୍ୟରୁ ଅନ୍ୟତମ ‘ସନ୍ଥ କବୀର…
ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା
ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା କରିଥିଲା। ତେବେ ଶନିବାର ବର୍ଷାପାଗ ଲାଗି ରହିଥିବାରୁ ଏହି ଘୋଷଣାକୁ ଶନିବାର ସକାଳୁ…
ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା
ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ ଦେଶ ସହମତି ପ୍ରକାଶ କରିଛନ୍ତି। ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍ଏସି)ନିକଟରେ ଭୁଲ୍ ବୁଝାମଣା ଏବଂ…
ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍
ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍ ବାର୍ଥ ଟ୍ୟୁରିଜମ୍ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ ନାଗରିକତ୍ୱ ପାଇବା ପାଇଁ ଯୋଗ୍ୟ ଲୋକଙ୍କ ସଂଖ୍ୟା ସୀମିତ କରିବା ପାଇଁ ୨ଟି…
ଭାଜପା-ଏସ୍ଏଡି ମେଣ୍ଟ ଚର୍ଚ୍ଚା
ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଏବଂ ଏସ୍ଏଡି ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ଜୋର୍ ଧରିଛି।…
ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ
ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ, କପା ସମେତ ବିଭିନ୍ନ ଫସଲ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଠିକ୍…
ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା
ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ ବ୍ୟକ୍ତି ଗ୍ରାମାଞ୍ଚଳରେ ବାସ କରିବେ ବୋଲି ଶୁକ୍ରବାର ପ୍ରକାଶିତ ଏକ ଗବେଷଣାରୁ ଜଣାପଡ଼ିଛି।…
ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ
ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ଶୁକ୍ରବାର ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ମୋଟ ୨୧,୧୨୧ଜଣ ଚୟନ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୬,୯୧୮ଜଣ…
ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ
ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜୀ ନିଲମ୍ବନ କରିଛନ୍ତି। ନିଲମ୍ବନ ଅବଧି ଶେଷ ନ…
ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର
ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ ଭାରତର ସମୃଦ୍ଧ ଏବଂ ବିବିଧ ହସ୍ତତନ୍ତ ବୟନ ପରମ୍ପରାକୁ ସମ୍ମାନ ପ୍ରଦର୍ଶନ କରୁଥିବା…
୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…
ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଇତିମଧ୍ୟରେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର…

