Home Left

ମନୁଷ୍ୟର ଏସବୁ କର୍ମ ପାଇଁ ହ୍ରାସ ପାଏ ଆୟୁଷ, ପ୍ରେମାନନ୍ଦ ମହାରାଜ କହିଲେ…

କଥାରେ ଅଛି କର୍ମ ଅନୁସାରେ ମିଳଇ ଫଳ। ଆମେ ଜୀବନରେ ଯେଉଁଭଳି କର୍ମ କରିଥାଉ, ତାର ପରିଣାମ ଆମକୁ ଏହି ଜନ୍ମରେ ଭୋଗିବାକୁ ପଡେ। ମଥୁରାର ବୃନ୍ଦାବନରେ ପ୍ରବଚନ ଦେଉଥିବା ପ୍ରେମାନନ୍ଦ ମହାରାଜ ମନୁଷ୍ୟର ସେଭଳି କର୍ମ ବିଷୟରେ କହିଛନ୍ତି ଯେଉଁଥିରେ…

ନୂଆବର୍ଷରେ ଘରେ ଏକୁଟିଆ ଥିବା ୪ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର: ପଡ଼ୋଶୀ ଗିରଫ

ମୁମ୍ବାଇ, ୨ା୧: ଦେହ ଭୋକରେ ୪ ବର୍ଷର ନିଷ୍ପାପ ଶିଶୁକୁ ଜଣେ ୨୮ ବର୍ଷୀୟ ପଡ଼ୋଶୀ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୁମ୍ବାଇର ପୁର୍ବାଞ୍ଚଳରେ। ମଙ୍ଗଳବାର ଯେତେବେଳେ ସମସ୍ତେ ନୂଆବର୍ଷକୁ ସ୍ବାଗତ କରୁଥିଲେ।…

ସ୍ପିଡ୍‌ ବ୍ରେକର ଅତିକ୍ରମ ବେଳେ ଜାର୍କିଂରେ ଫେରିଲା ହୃଦ୍‌ଘାତ ମୃତକଙ୍କ ଜୀବନ

ନୂଆଦିଲ୍ଲୀ,୨ା୧: ମହାରାଷ୍ଟ୍ର କୋହ୍ଲପୁର ଅଞ୍ଚଳର ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କୁ ହୃଦ୍‌ଘାତ ହେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶେଷକୃତ୍ୟ ପାଇଁ ପଣ୍ଡୁରଙ୍ଗ ଉଲ୍‌ପେ ନାମକ ଉକ୍ତ ବ୍ୟକ୍ତିଙ୍କ ମରଶରୀରକୁ ଆମ୍ବୁଲାନ୍ସ ଯୋଗେ ଘରକୁ ନିଆଯାଉଥିଲାବେଳେ ଆଶ୍ଚର୍ଯ୍ୟ ଘଟଣା…

ଗାଭାସ୍କରଙ୍କ ବଡ଼ ବୟାନ: ‘ରୋହିତ ଶର୍ମା ଖେଳିବେ, କୋଚ୍‌-ଉପଅଧିନାୟକଙ୍କ ସହ…’

ନୂଆଦିଲ୍ଲୀ,୨।୧: ଭାରତୀୟ ଟିମ୍‌ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଶୁକ୍ରବାର ଅର୍ଥାତ ଜାନୁଆରୀ ୩ରେ ସିଡନୀ କ୍ରିକେଟ୍‌ ମଇଦାନରେ ଖେଳାଯିବ। ହେଲେ ଏହା ପୂର୍ବରୁ ଭାରତୀୟ ଦଳରେ ଅନିଶ୍ଚିତତା ଦେଖାଦେଇଛି। ଭାରତୀୟ ଅଧିନାୟକ…

ଘନ କୁହୁଡ଼ି ନେଇ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୩ା୧: ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍‌ କିମ୍ବା ଏହାଠାରୁ କମ୍‌ ତାପମାତ୍ରା ରେକର୍ଡ ହୋଇଛି। ରାଉରକେଲାରେ ସର୍ବନିମ୍ନ ୭ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡାରେ ୮ ଡିଗ୍ରୀ,…

ପିକ୍‌ନିକ୍‌ କରିବାକୁ ଯାଇଥିଲେ: ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ବୋରିଗୁମ୍ମା,୨ା୧(ବିଜୟ ସାହୁ)- ବୋରିଗୁମ୍ମା ବ୍ଲକ୍‌ ଅନ୍ତର୍ଗତ ବିସିଂପୁର ଥାନା ଅଧୀନ ନକୁଳଗୁଡ଼ା ଗ୍ରାମରେ ନୂତନ ବର୍ଷରେ ପିକ୍‌ନିକ୍‌ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ତାଙ୍କ ସାଙ୍ଗମାନେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ହେଲେ ଜଗନ୍ନାଥ ମାଝୀ(୩୦)। ଏ ନେଇ ୪…

ଫେସବୁକ୍‌ ପ୍ରେମିକାଙ୍କୁ ଭେଟିବା ଲାଗି ପାକିସ୍ତାନ ସୀମା ଡେଇଁଥିଲେ ୟୁପିର ଯୁବକ, ଗିରଫ ହେବା ପରେ ଫସାଇଦେଲେ…

ଅଲିଗଡ଼/ଲାହୋର,୨।୧: ଫେସବୁକ୍‌ରୁ ଆରମ୍ଭ ହୋଇଥିଲା ପ୍ରେମ ସମ୍ପର୍କ। ଦେଖୁଦେଖୁ ବର୍ଷେ କି ଦୁଇ ବର୍ଷ ନୁହେଁ ବରଂ ବିତିଯାଇଥିଲା ଅଢ଼େଇ ବର୍ଷ। ଏଣୁ ପ୍ରେମିକାକୁ ଥରେ ଆଖି ପୁରାଇ ଭେଟିବାକୁ ଇଚ୍ଛା କରିଥିଲେ ପ୍ରେମିକ। ହେଲେ ଏଥିରେ ବାଧା ସାଜିଥିଲା ଭାରତ-ପାକିସ୍ତାନ…

ମ୍ୟାନେଜରଙ୍କୁ ହତ୍ୟା କଲେ ଦୁଇ ପୋଲିସ କନ୍‌ଷ୍ଟେବଳ

ନୂଆଦିଲ୍ଲୀ,୨ା୧: ହିମାଚଳପ୍ରଦେଶର ଡାଲ୍‌ହାଉସି ନିକଟ ବାନିଖେତ୍‌ର ଏକ ଘରୋଇ ରିସର୍ଟରେ ନୂଆବର୍ଷ ଉତ୍ସବ ପାଳନ ବେଳେ ଖାଦ୍ୟ ଓ ମଦ ପରିବେଷଣ କରିବାକୁ ନେଇ ପୋଲିସ କର୍ମଚାରୀଙ୍କ ଆକ୍ରମଣରେ ରିସର୍ଟ ମ୍ୟାନେଜରଙ୍କ ମୃତ୍ୟୁ ଘଟିବା ସହ ରିସେପ୍‌ଶନିଷ୍ଟ ଆହତ ହୋଇଛନ୍ତି। ଏହି…

ପ୍ରେମିକାଙ୍କ ହାତ ଧରିଲେ ଗାୟକ ଅରମାନ୍‌

ମୁମ୍ବାଇ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଗାୟକ ଅରମାନ୍‌ ମଲିକ। ସେ ପ୍ରେମିକା ଆଶ୍‌ନା ଶ୍ରଫ୍‌ଙ୍କ ହାତ ଧରିଛନ୍ତି। ଗୁରୁବାର ସକାଳେ ନିଜ ବିବାହର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରି ଅରମାନ୍‌ ନିଜ ପ୍ରଶଂସକଙ୍କୁ ଖୁସିଖବର ଜଣାଇଛନ୍ତି। ବେଶ…

ଜନ୍ମ ପ୍ରମାଣ ପତ୍ର କରିବାକୁ ଲାଞ୍ଚ ନେଉଥିଲେ ସୁପର ଭାଇଜର, ଧରିଲା ଭିଜିଲାନ୍ସ

ଥୁଆମୂଳ ରାମପୁର,୨ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ମହୁଲପାଟଣା ସ୍ବାସ୍ଥ୍ୟ ଉପକେନ୍ଦ୍ର ହେଲ୍ଥ ୱାର୍କର ଓ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର (ଭାଇଟାଲ ଷ୍ଟାର୍ଟସ୍ଟିକ) କ୍ଲର୍କ ଭାବେ ଦାୟିତ୍ୱରେ ଥିବା…

ଯିଏ ବଳାତ୍କାର କରିଥିଲେ, ତାଙ୍କ ନାଁ ରଖିଦେଲେ; ପୁଅ ନାଁକୁ ନେଇ ସୈଫ ଅଲ୍ଲୀ ଖାନ୍‌ଙ୍କୁ ଟାର୍ଗେଟ କଲେ…

ମୁମ୍ବାଇ: ପୁଣି ନିଜ ବୟାନକୁ ନେଇ ଚର୍ଚ୍ଚାରେ କବି କୁମାର ବିଶ୍ୱାସ। ନିକଟରେ ସେ ସୋନାକ୍ଷୀ ସିହ୍ନା ଏବଂ ଜାହିରଙ୍କ ବିବାହକୁ ନେଇ କଟାକ୍ଷ କରିଥିଲେ। ଏବେ ସେ ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କୁ ଟାର୍ଗେଟ କରିଛନ୍ତି। ଏପରିକି ଯେଉଁ ଆକ୍ରମଣକାରୀ…

କୁକୁଡ଼ାଫାର୍ମ ଛାତରୁ ଖସି ଶ୍ରମିକ ମୃତ

ଦିଗପହଣ୍ଡି,୨।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା କଇଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମ ନିକଟରେ ଥିବା କୁକୁଡ଼ା ଫାର୍ମ ଛାତରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଶ୍ରମିକ ଜଣକ ହେଲେ ପଶ୍ଚିମବଙ୍ଗ ବାଙ୍କୁଡ଼ା ଜିଲା ବିଷ୍ଣୁପୁର ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri