ବାବୁଙ୍କ ଆର୍ଥିକ କ୍ଷମତା ବୃଦ୍ଧି: ପ୍ରଶାସନିକ ଅଧିକାରୀଙ୍କୁ ୫୦କୋଟିର ଟେଣ୍ଡର କ୍ଷମତା
ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଟେଣ୍ଡର ନିଲାମବେଳେ ପୂର୍ବରୁ ଅଧିକାରୀଙ୍କୁ ଯେଉଁ ଆର୍ଥିକ କ୍ଷମତା ଦିଆଯାଇଥିଲା ତାକୁ ଏବେ ସରକାର ବୃଦ୍ଧି କରିଛନ୍ତି। ଏପରିକି ବିଭିନ୍ନ କାର୍ଯ୍ୟର ଟେଣ୍ଡର ବେଳେ ଆକଳନ ଖର୍ଚ୍ଚ(ଏଷ୍ଟିମେଟେଡ୍ କଷ୍ଟ) ୫୦ କୋଟି…
ପୁଣି ବଡ଼ ଦୁର୍ଘଟଣା! ବିମାନରେ ପିଟିହେଲା…
ନୂଆଦିଲ୍ଲୀ,୯।୭: ପାଟନାରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ପକ୍ଷୀ ଧକ୍କା ଦେବାରୁ ପାଟନା ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। ଅବତରଣ ପରେ, ଏହି ବିମାନକୁ ବାତିଲ କରାଯାଇଛି। ଇଣ୍ଡିଗୋ ଯାତ୍ରୀମାନଙ୍କ ପାଇଁ ଆଉ ଏକ ବିମାନ ବ୍ୟବସ୍ଥା କରୁଛି।…
ତୃତୀୟଥର ମା’ ହେବେ କି କରିନା: ଫଟୋ ବଢାଉଛି ସସ୍ପେନ୍ସ
ଅଭିନେତ୍ରୀ କରିନା କପୁର ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖନ୍ତି। କରିନା ନିକଟରେ ତାଙ୍କ ଛୁଟିର କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ସେ ମୋନୋକିନି ପିନ୍ଧିଥିବାର ଦେଖାଯାଉଛି। କରିନାଙ୍କ ଫଟୋ ସୋସିଆଲ ମିଡିଆରେ…
ଷ୍ଟିୟରିଂ ଛାଡ ଆନ୍ଦୋଳନ: ଡ୍ରାଇଭରଙ୍କୁ ଉଠାଇ ନେଲା ପୋଲିସ
ବରଗଡ଼, ୯।୭(ପ୍ରେମାନନ୍ଦ ଖମାରୀ)-ଓଡ଼ିଶା ଡ୍ରାଇଭର ମହାସଂଘ ବିଭିନ୍ନ ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନକୁ ଓହ୍ଲାଇଛି। ଏହି କ୍ରମରେ ବୁଧବାର ସକାଳୁ ବରଗଡ଼ ହଲଦୀପାଲି ଛକରେ ଡ୍ରାଇଭରମାନେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ରାଜପଥର ଉଭୟ ପାଶର୍ବରେ ବହୁସଂଖ୍ୟକ ଯାନବାହାନ…
ଜୋରଦାର ହେଲା ଭାରତ ବନ୍ଦ: ଜାଣନ୍ତୁ ଭୁବନେଶ୍ୱରରେ କେଉଁ ସେବା ବନ୍ଦ, କେଉଁଟା ଖୋଲା?
ଭୁବନେଶ୍ୱର, ୯।୭: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ କୃଷକ ସଂଗଠନମାନଙ୍କ ଦ୍ୱାରା ଡକାଯାଇଥିବା ଭାରତ ବନ୍ଦ ଯୋଗୁଁ ଆଜି ଓ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ସେବା ପ୍ରଭାବିତ ହୋଇଛି। ଏହି ବନ୍ଦ କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ, କୃଷକ ବିରୋଧୀ ଓ…
ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଖୋଲା: ୪ ଗେଟ୍ ବନ୍ଦ
ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍କୁ ବନ୍ଦ କରାଯାଇଛି। ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରୁ ମଙ୍ଗଳବାର ସନ୍ଧ୍ୟା ୭ଟାରେ ଉଭୟ ପାଶର୍ବର ୨ଟି ଲେଖାଏ ମିଶି ମୋଟ ୪ଟି ସ୍କୁଇସ ଗେଟ୍କୁ ବନ୍ଦ କରି ଦିଆଯାଇଥିଲା। ବର୍ତ୍ତମାନ…
ଚକା ଜାମ୍: ରାଜପଥରେ ଅଟକିଛି ଶହ ଶହ ଗାଡ଼ି
ଭଦ୍ରକ,୯। ୭(ସନାତନ ରାଉତ)- କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ତଥା ରାଷ୍ଟ୍ର ବିରୋଧୀ ଏବଂ କର୍ପୋରେଟ୍ ସପକ୍ଷବାଦୀ ନୀତିକୁ ବିରୋଧ କରି ୧୦ଟି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଓ ଏହାର ସହଯୋଗୀ ସଂଗଠନଗୁଡ଼ିକ ପକ୍ଷରୁ ବୁଧବାର ଭାରତ ବନ୍ଦ…
ତୁରନ୍ତୁ ଭରନ୍ତୁ ପେଟ୍ରୋଲ, ନଚେତ୍ ଭାରତ ବନ୍ଦରେ…
ଭୁବନେଶ୍ୱର, ୯।୭: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ ଅନ୍ୟାନ୍ୟ ସଂଗଠନମାନଙ୍କ ଦ୍ୱାରା ଡକାଯାଇଥିବା ଭାରତ ବନ୍ଦ ଯୋଗୁଁ ଆଜି ଓ ରାଜଧାନୀ ଭୁବନେଶ୍ୱରରେ ବସ ସେବା ସମେତ ଅନେକ ସେବା ପ୍ରଭାବିତ ହୋଇଥିବା ବେଳେ ପେଟ୍ରୋଲ ପମ୍ପଗୁଡିକ ଖୋଲା ରହିଛି। ଉତ୍କଳ…
ପାନୀୟଜଳ ସମସ୍ୟା ଉତ୍କଟ: ସରପଞ୍ଚ, ପିଇଓଙ୍କୁ ତାଲା ପକାଇଲେ ଗ୍ରାମବାସୀ
କେସିଙ୍ଗା,୯।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିକିଆ ଗ୍ରାମପଞ୍ଚାୟତର ଡଙ୍ଗରମୂର୍ଲ୍ଲି ଗ୍ରାମର ୯, ୧୦ ନମ୍ବର ୱାର୍ଡରେ ୩୦ଟି ପରିବାର ବସବାସ କରୁଛନ୍ତି। ଏହି ୱାର୍ଡବାସୀ ଗୋଟିଏ ନଳକୂପ ଉପରେ ନିର୍ଭର କରନ୍ତି। ବର୍ତ୍ତମାନ ନଳକୂପରେ ପାଣି ବାହାରିବା…
ବିଦ୍ୟୁତ କର୍ମଚାରୀଙ୍କୁ କଚାଡ଼ି ଦେଲା ପାଗଳ ଷଣ୍ଢ: ଖେଳିଗଲା ଆତଙ୍କ
ଦାରିଙ୍ଗବାଡି, ୯/୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଗତ ୨ ଦିନ ହେଲା ଏକ ପାଗଳ ଷଣ୍ଢ ଲୋକଙ୍କୁ ଦେଖିଲେ ଗୋଡାଇ ଗୋଡାଇ ଆକ୍ରମଣ କରୁଛି। ବୁଧବାର ସକାଳ ସମୟରେ ଜଣେ ବୃଦ୍ଧ ନାଥ ମାଝୀ ସକାଳ…
ଆଖି ଦେଖାଇଲେ ଡ୍ରାଇଭର୍: ଆମ ବସ୍ ସେବା ବି ବନ୍ଦ!
ଭୁବନେଶ୍ୱର, ୯ ।୭: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ ଅନୁବନ୍ଧିତ ସଂଗଠନମାନଙ୍କ ଦ୍ୱାରା ଡକାଯାଇଥିବା ଦେଶବ୍ୟାପୀ ବନ୍ଦ ପାଇଁ ଆଜି ଭୁବନେଶ୍ୱରରେ ବସ ସେବା ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଏହି ବନ୍ଦ କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ, କୃଷକ ବିରୋଧୀ…
୧୪ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ: କଳାବ୍ୟାଚ୍ ପିନ୍ଧି ରାଜସ୍ବ ଅମଲା ସଂଘର ବିକ୍ଷୋଭ
ଭଞ୍ଜନଗର,୯।୭(ବାବୁଲା ପ୍ରଧାନ)-ବିଭିନ୍ନ ଦାବି ନେଇ ଓଡ଼ିଶା ରାଜସ୍ବ ଅମଲା ସଂଘ ଗତ ୭ ତାରିଖରୁ କଳାବ୍ୟାଚ ପିନ୍ଧି ଆନ୍ଦୋଳନ ଚଳାଇଛି। ଏହି ଆନ୍ଦୋଳନ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୩ ତାରିଖ ସୁଦ୍ଧା ସରକାର ଦାବିଗୁଡ଼ିକ ପୂରଣ ନ କଲେ…

