Home Left

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ ୩ ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ପରିଦର୍ଶନ କରିଛନ୍ତି। ଏହି ଟିମ୍‌ରେ ଡା.…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ ରାମ ମେହେରଙ୍କୁ ଭାରତର ସର୍ବୋଚ୍ଚ ହସ୍ତତନ୍ତ ସମ୍ମାନ ମଧ୍ୟରୁ ଅନ୍ୟତମ ‘ସନ୍ଥ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚାଳଛପର ଘରେ ରହୁଥିବା ଗରୀବ ଲୋକେ ନାକେଦମ ହେଉଛନ୍ତି। ଏହି କ୍ରମରେ…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ ମୋଟ ୨୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ, ପ୍ରମାଣ ଅଭାବରୁ ସେମାନଙ୍କ ମଧ୍ୟରୁ ଏହି…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା ବେଳେ ବଉଳା ନାଳ ଉପରେ ପୋଲ ନିର୍ମାଣ ହୋଇପାରୁ ନ ଥିଲା। ଫଳରେ…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ ସେ ଚେନ୍ନାଇ ସୁପର କିଙ୍ଗ୍ସ (CSK) ସହିତ ଯୋଗଦେଇ ପାରନ୍ତି, ଅନ୍ୟପକ୍ଷରେ କିଛି…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ ଅଞ୍ଚଳର ମୁଖ୍ୟ ପ୍ରସଙ୍ଗ ପାଲଟିଛି। ସର୍ବସାଧାରଣ ସରକାରୀ ରାସ୍ତା ଉପରୁ ଜବରଦଖଲ ଉଚ୍ଛେଦ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର ହୋଇପଡ଼େ। ଏହି ସମସ୍ୟାର ସମାଧାନ ପାଇଁ ଆଡ୍-ଅନ୍ କ୍ରେଡିଟ୍ କାର୍ଡ (Add-On Credit…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ କିଣି ନେଉଥିବା ଦେଖିବାକୁ ମିଳିଛି। ଜି. ଉଦୟଗିରିଠାରୁ ୨୫ କି.ମି. ଦୂର ବେହେରା…

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ୩୯ ତମ ଶ୍ରାଦ୍ଧ ଦିବସ ମହାସମାରୋହରେ ପାଳନ କରାଯାଇଛି। ଗ୍ରାମର ଦଣ୍ଡପାଣି…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ ଘଟିଛି। ସେ ୧୯୭୩ ମସିହାରେ ଜନ୍ମଗ୍ରହଣ କରିଥିଲେ।…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫ ତାରିଖ ସୁଦ୍ଧା ଜିଲାସ୍ତରରୁ ଯେଉଁ ଯୋଗ୍ୟ ହିତାଧିକାରୀଙ୍କ ନାମ ଆସିଥିବ, ସେମାନଙ୍କୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?