Home Left

ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା

ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ସରୀସୃପ ପାର୍କରେ ୨୦୨୫ ଜୁଲାଇ ୪ରେ ଦ୍ୱିତୀୟ ପ୍ରଜନନ ଯୋଡିରୁ ୧୧ଟି…

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା ବେଳେ ଜଣେ ଶିଶୁଙ୍କ ପାଦରେ ସାମାନ୍ୟ ଆଘାତ ଲାଗିଥିଲା। ଟ୍ରେନ୍‌ ବଗିରେ ନିଆଁ ଦେଖି…

ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ କୁଜଙ୍ଗ CHCର ଡାକ୍ତର ପ୍ରସାଦ ସେଠୀ, ମାଡି ବସିଲା ଭିଜିଲାନ୍ସ

କୁଜଙ୍ଗ,୭।୭: କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC)ର ଡାକ୍ତର ଶିବ ପ୍ରସାଦ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଲାଞ୍ଚ ନେଉଥିବା ଧରାଯାଇଛି। ସେ ଜଣେ ଅଭିଯୋଗକାରୀଙ୍କଠାରୁ ତାଙ୍କ ପତ୍ନୀଙ୍କ ମୃତ ଶରୀରର ପୋଷ୍ଟମର୍ଟମ ରିପୋର୍ଟ ଶୀଘ୍ର ପ୍ରଦାନ କରିବା ପାଇଁ ୧୦,୦୦୦…

‘ବ୍ୟାଡ୍ ବୟ ପିଜା’ ଆରମ୍ଭ କଲେ ବାଦଶାହ, ପ୍ୟାକେଜିଂରେ ‘ହାୟେ ଗର୍ମୀ

ମୁମ୍ବାଇ: ଜଣାଶୁଣା ରାପର ବାଦଶାହ, ଯିଏ ଜଣେ ଆବେଗୀ ଖାଦ୍ୟପ୍ରେମୀ ମଧ୍ୟ, ନିଜର ଖାଦ୍ୟ ପ୍ରତି ଥିବା ଅନୁରାଗକୁ ଆଉ ଏକ ପାଦ ଆଗକୁ ନେଇଛନ୍ତି। ସେ ମୁମ୍ବାଇର ଅନ୍ଧେରୀରେ ନିଜର ପିଜା ବ୍ରାଣ୍ଡ ‘ବ୍ୟାଡ୍ ବୟ ପିଜା’ର ପ୍ରଥମ ବୁଟିକ…

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର ହିମାଂଶୁ ଲାଲ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବି. ଭିଜନ ପାତ୍ର…

ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ

ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ୬ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ। ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ମଧ୍ୟ ଆନ୍ଦୋଳନରେ ସାମିଲ ହେବେ। ଏନେଇ ସୋମବାର ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ଏନ୍‌ଏସି ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି। କର୍ମକର୍ତ୍ତାମାନେ…

ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା

ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା ସହିତ ୩୮…

କୁଟିଆ ଜନଜାତି ମହିଳା ଏକକାଳୀନ ଜନ୍ମଦେଲେ ତିନି ସନ୍ତାନ, କନ୍ଧମାଳରେ ଚର୍ଚ୍ଚା

ତୁମୁଡିବନ୍ଧ,୭।୭(ଦିପକ କୁମାର ପରାସେଠ): କନ୍ଧମାଳ ଜିଲାର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ପଞ୍ଚାୟତରେ ଏକ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କୁଟିଆ ଜନଜାତିର ଜଣେ ମହିଳା ରଂଜିତା ମାଝି (୨୬), ଦେଉଗାଡ଼ା ଗ୍ରାମର କଂସ ମାଝିଙ୍କ ସ୍ତ୍ରୀ, ବେଲଘର ପ୍ରାଥମିକ ସ୍ୱାସ୍ଥ୍ୟ…

ମନ୍ଦିର ସମ୍ମୁଖରେ ପହଞ୍ଚିଲେ ମହାପ୍ରଭୁ, ଅଧରପଣା ନୀତି ସମ୍ପନ୍ନ

ଦାରିଙ୍ଗବାଡ଼ି, ୭ା୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ୍‌ ସିମନବାଡିଠାରେ ବାଟରେ ଅଟକି ରହିଥିବା ମହାପ୍ରଭୁଙ୍କ ସୋମବାର ଅଧରପଣା ନୀତିକାନ୍ତି କରାଯିବା ପରେ ପୁଣି ରଥଟଣା ଯାଇଥିଲା। ରଥ ବର୍ତ୍ତମାନ ଶ୍ରୀ ମନ୍ଦିରରେ ନିକଟରେ ପହଞ୍ଚି ଯାଇଛି। ମଙ୍ଗଳବାର ମହାପ୍ରଭୁଙ୍କ…

ବସ ଧକ୍କାରେ ଘଟଣାସ୍ଥଳରେ ଅଙ୍ଗନୱାଡ଼ି କର୍ମୀଙ୍କ ମୃତ୍ୟୁ

ବାଲେଶ୍ୱର,୭।୭: ବାଲେଶ୍ୱର ଜିଲାର ଔପଦା ବ୍ଲକ ଅନ୍ତର୍ଗତ ଅଘିରାପଦା ପଞ୍ଚାୟତର ଜଣେ ଅଙ୍ଗନୱାଡ଼ି କର୍ମୀଙ୍କର ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ମୃତ ମହିଳା ହେଉଛନ୍ତି କୁନ୍ତଳା ପ୍ରଧାନ (୪୦)। ସୂଚନା ଅନୁଯାୟୀ, କୁନ୍ତଳା ନୀଳଗିରିକୁ ଟ୍ରେନିଂ ପାଇଁ ଯାଇଥିଲେ।…

Video: ଭାଇରାଲ ନିଶାରେ ବାପାଙ୍କ ବିପଜ୍ଜନକ କାଣ୍ଡ, ଝିଅକୁ ଡ୍ୟାମ କଡରେ ବସାଇ କଲେ ରିଲ୍

ନୂଆଦିଲ୍ଲୀ,୭।୭: ରାଜସ୍ଥାନରେ ଜଣେ ବାପା ନିଜ ଝିଅର ଜୀବନକୁ ବିପଦରେ ପକାଇ ରିଲ୍ ତିଆରି କରିବା ଘଟଣା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା ରାଜସ୍ଥାନର ଭରତପୁର ଜିଲ୍ଲାର ବନ୍ଧ ବରେଠା ଡ୍ୟାମରେ ଜୁଲାଇ ୪ ତାରିଖରେ ଘଟିଛି। ସୂଚନା…

ନବମ ଶ୍ରେଣୀର ଛାତ୍ରୀଙ୍କ ଆତ୍ମହତ୍ୟା, ଶିକ୍ଷକଙ୍କ ବିରୁଦ୍ଧରେ ଯୌନ ଶୋଷଣ ଅଭିଯୋଗ

ନୂଆଦିଲ୍ଲୀ,୭।୭: ଆସାମର ତିନସୁକିଆ ଜିଲାରେ ଜଣେ ନବମ ଶ୍ରେଣୀର ଛାତ୍ରୀ ଜୁନ୍‌ ମାସରେ ଶିକ୍ଷକଙ୍କ ଦ୍ୱାରା ଯୌନ ଶୋଷଣ ଅଭିଯୋଗ ପରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। କିନ୍ତୁ ଜୁଲାଇ ୬ ତାରିଖରେ ସେ ଦ୍ୱିତୀୟବାର ଆତ୍ମହତ୍ୟା କରି ମୃତ୍ୟୁବରଣ କରିଛନ୍ତି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?