ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ ସଂଯୋଗ ଦ୍ୱି-ଦ୍ୱାଦଶ ଦୃଷ୍ଟି ଯୋଗ ସୃଷ୍ଟି କରୁଛି, ଯାହା ଚାରୋଟି ନିର୍ଦ୍ଦିଷ୍ଟ ରାଶିର…
କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ
ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ ଦୁଇଜଣ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଏ ସମ୍ପର୍କରେ ଆନନ୍ଦପୁର ଏସ୍ଡିପିଓ କମଳଲୋଚନ…
ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…
ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଏନେଇ ଆନନ୍ଦପୁର ଥାନାରେ କେସ୍…
‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘
କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି। ଏହି ଅବସରରେ ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଅଙ୍ଗନଓ୍ୱାଡ଼ି…
ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ
ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା ବଦଳରେ କେବଳ ଅସନ୍ତୋଷ ଏବଂ ନାପସନ୍ଦ ହିଁ ମିଳିଥିଲା। ଏହାର କାରଣ ଥିଲା…
ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…
ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ସେହିପରି ଡ୍ରପ୍ ଆଉଟ ପିଲାଙ୍କୁ କିପରି ଶିକ୍ଷା ମିଳିପାରିବ,…
ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍, ଭାରତକୁ ପଡିପାରେ ବଡ଼ ପ୍ରଭାବ!
ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ ଜେଦ୍ଦାରେ ଏକ ମିଳିତ ପ୍ରତିରକ୍ଷା ଚୁକ୍ତି ସ୍ୱାକ୍ଷର କରିବେ। ଆମେରିକା ଏବଂ ଇରାନ…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…
ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ ସମୟରେ, ସେ ମୁର୍ଶିଦାବାଦର ଲୋକଙ୍କ ଅସୁବିଧା ଏବଂ ବିଶେଷକରି ବହରମପୁର ଲୋକ ସଭା…
ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…
ମୋହନା,୭ା୮(ମନ୍ମଥ ମିଶ୍ର): ଆର୍.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର ତାଙ୍କ ବଡ଼ବାପାଙ୍କ ଅସୁସ୍ଥତା ଖବର ପାଇ ସ୍ବାମୀଙ୍କ ସହ ଲୁହାଖୁଣ୍ଟି ଗ୍ରାମକୁ ଯାଇଥିଲେ।…
ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ
ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ନେଇ ବ୍ୟାପକ ରିପୋର୍ଟ ଆସିଥିଲା। ଏହା ମଧ୍ୟରେ, ବିଜୟ ତ୍ରିଶା କୃଷ୍ଣନଙ୍କ…
୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର
ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ (ଏମପି)ଙ୍କ ସହ ସାକ୍ଷାତ କରିଥିଲେ। ପ୍ରାୟ ୪୫ ଜଣ ଏମପିଙ୍କ ଗୋଷ୍ଠୀରେ ଶିବସେନାର…
ବିବାହକୁ ପୂରିନି ମାସେ: ଜୁଲାଇ ୧୨ରେ ବାହାଘର ଅଗଷ୍ଟ ୫ରେ ହତ୍ୟା, ବାହାଘର ନା…
ନିଶ୍ଚିନ୍ତକୋଇଲି,୭।୮(ଅଶୋକ କୁମାର ମହାପାତ୍ର): ବାହାଘରକୁ ମାତ୍ର ୨୫ ଦିନ ହୋଇଥିବା ବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଛନ୍ତି। କଟକ ଜିଲା ନେମାଳ ଥାନା ଅନ୍ତର୍ଗତ ସହଦେବପୁର ଗାଁରେ ବୁଧବାର ବିଳମ୍ବିତ ରାତିରେ ଏହି ଦୁଃଖଦ ଘଟଣା କରିଛି। ମୃତା…

