Home Left

ମହିଳା ଥାନାରୁ ଚମ୍ପଟ ମାରିଥିଲେ ବଳାତ୍କାର ଅଭିଯୁକ୍ତ: ବେଙ୍ଗାଲୁରୁରୁ ଗିରଫ

ଭୁବନେଶ୍ୱର,୭।୮: କମିଶନରେଟ ପୋଲିସ ଶୁକ୍ରବାର ଭୁବନେଶ୍ୱର ମହିଳା ଥାନାରୁ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଜଳଖିଆ ଖାଇବା ବାହାନାରେ ଭଦ୍ରକ ଅଞ୍ଚଳର ଜଣେ ଅଭିଯୁକ୍ତ ମହିଳା ଥାନାରୁ ଚମ୍ପଟ ମାରିଥିଲେ। ଏନେଇ କମିଶନରେଟ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର ଆବାହକ ତଥା ଜିଲା ଓଷ୍ଟା ସମ୍ପାଦକ ଅଶୋକ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ଶିକ୍ଷକ…

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। କୋର୍ଟ କହିଛନ୍ତି ଯେ ଉଭୟ ହସ୍ପିଟାଲ…

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ ଅନୁଷ୍ଠିତ ଏହି ବୈଠକ ପୁଣିଥରେ ପଞ୍ଜାବର ରାଜନୈତିକ ଦୃଶ୍ୟପଟକୁ ହଲାଇ ଦେଇଛି। ପ୍ରଧାନମନ୍ତ୍ରୀଙ୍କ…

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର ‘ସ୍ବଚ୍ଛତା ପଖଓ୍ବାଡା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆୟୋଜିତ ସଚେତନତା ସଭାରେ କଲେଜର ଭାରପ୍ରାପ୍ତ…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ ‘ଆସିଆନା – ହୋପ୍‌ ବିଗିନ୍ସ ଓ୍ବିଥ୍‌ ଏ ସେଫ୍‌ ସେଲଟର୍‌’ ଅଭିଯାନରେ ଯୋଗ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣକୁ ମହିଳା ସଂରକ୍ଷଣ କାର୍ଯ୍ୟାନ୍ବୟନ ସହିତ ଯୋଡ଼ିଛନ୍ତି। ଡିଏମକେର ମନୋଭାବ…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସାଂଗଠନିକ ଜିଲା ପକ୍ଷରୁ ଭଞ୍ଜନଗରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତର ଅଭିଯୋଗ…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ ସାପକୁ ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରି…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ ପରିସରରେ ପାଣି ଜମି ରହୁଥିବା ଦେଖାଯାଇଛି l ଏହି ସମସ୍ୟା ପ୍ରତିବର୍ଷ ହେଉଥିବାବେଳେ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କରାଯାଇ ବିରିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ,…

ଗଞ୍ଜାମ ମହାବିଦ୍ୟାଳୟ ୫୮ ତମ ସ୍ବର୍ଣ୍ଣକ୍ଷେତ୍ର ସମାରୋହ: ନୂତନ ସମିଳନୀ କକ୍ଷ ଶୁଭାରମ୍ଭ କଲେ ବିଧାୟକ, ୮ ଛାତ୍ରୀଛାତ୍ରଙ୍କୁ…

ଗଞ୍ଜାମ, ୭।୮(ବିଦ୍ୟାଧର ସାହୁ ): ଗଞ୍ଜାମ କଲେଜକୁ ପୂରିଛି ୫୮ ବର୍ଷ । ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କଲେଜ ପରିସରରେ ଥିବା ନୂତନ ସମିଳନୀ କକ୍ଷର ଶୁଭାରମ୍ଭ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?