ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍
ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ। ସେହିପରି ମଦ୍ୟପାନ କରିବା ସମୟରେ ମଧ୍ୟ। ସରକାର ଅବକାରୀ ଟ୍ୟାକ୍ସ ନାମରେ ମଦ ବିକ୍ରି…
ସାମ୍ବାଦିକଙ୍କ ଗାଡି ନେଇଗଲେ ଚୋର, ଟେର୍ ପାଉନି ପୋଲିସ
ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଞ୍ଚଳରେ ଏବେ ଚୋରି ସଂଖ୍ୟା ବୃଦ୍ଧି ପାଉଛି । ଏପରିକି ଦୃବର୍ତମାନେ ସାମ୍ବାଦିକକୁ ମଧ୍ୟ ଛାଡି ନାହାନ୍ତି। ଏକ ଦୈନିକ ଖବର କାଗଜର ପ୍ରତିନିଧି ସୂଜୟ ସୁପ୍ରକାଶ ଧଳଙ୍କ ବାଇକ ଚୋରି ହୋଇଥିବା ନେଇ ଛତ୍ରପୁର…
ମନମୋହନଙ୍କ ସିଂଙ୍କ କ’ଣ ରହିଛି ୨୬ ତାରିଖର ଲିଙ୍କ୍, ଜାଣିଲେ ତାଜୁବ ହେବେ…
ନୂଆଦିଲ୍ଲୀ,୨୭।୧୨: ଆଉ ନାହାନ୍ତି ଭାରତୀୟ ଅର୍ଥନୀତିର ଭୀଷ୍ମ ପିତାମହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। କେବଳ ଦେଶ ନୁହେଁ ସେ ଜଣେ ଭଲ ଅର୍ଥନୀତିଜ୍ଞ ଭାବେ ତାଙ୍କୁ ସାରା ଦୁନିଆ ଜାଣିଥିଲା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୯୨ ବର୍ଷ ବୟସରେ…
କୋହଲିଙ୍କ ପାଇଁ ମଞ୍ଜରେକରଙ୍କ ସହ ଝଗଡ଼ା କଲେ ଇରଫାନ ପଠାନ, LIVE ଶୋ’ରେ ଜୋରଦାର କଥା କଟାକଟି,Video
ନୂଆଦିଲ୍ଲୀ,୨୭।୧୨: ଆଜିକାଲି ଚର୍ଚ୍ଚାରେ ଅଛନ୍ତି ଟିମ୍ ଇଣ୍ଡିଆର ଭେଟେରାନ କ୍ରିକେଟର ବିରାଟ କୋହଲି। ପ୍ରଥମେ ଅଷ୍ଟ୍ରେଲିଆର ଡେବ୍ୟୁଟାଣ୍ଟ ସାମ୍ କନ୍ଷ୍ଟାସ୍ଙ୍କୁ ଧକ୍କା ମାରିବାକୁ ନେଇ ସେ ଆଲୋଚନାରେ ଥିବା ବେଳେ ଏବେ ଟିମ୍ ଇଣ୍ଡିଆ ଓପନର ଯଶସ୍ବୀ ଜୟସ୍ବାଲଙ୍କୁ ରନ୍ ଆଉଟ୍…
ପ୍ରେମିକଙ୍କୁ ନେଇ ବାପାଙ୍କ ଫାର୍ମହାଉସ୍ ଗଲେ ସୁହାନା, ନୂଆ ବର୍ଷରେ…
ମୁମ୍ବାଇ: ସତ କେବେ ଲୁଚି ରୁହେନା। ଯେତେ ନା ବୋଲି କହିଲେ ବି ଯାହା ସତ ତାହା ସାମ୍ନାକୁ ଆସିଯାଇଥାଏ। କିଛି ଏଭଳି ଘଟିଛି ବଲିଉଡ୍ର କିଙ୍ଗ ଖାନ୍ ଶାହାରୁଖଙ୍କ ଲଳନା ସୁହାନାଙ୍କ କ୍ଷେତ୍ରରେ। କିଛିଦିନ ହେଲାଣି ବିଗ୍ ବି ଅମିତାଭ…
ଧାନ ଫସଲ ନଷ୍ଟ ନେଇ ଯୋଗାଣ ମନ୍ତ୍ରୀଙ୍କୁ ଜଣାଇଲେ ବିଧାୟକ
ପାରଳାଖେମୁଣ୍ଡି,୨୭ା୧୨(ଗିରିଧାରୀ ପରିଛା): ଅଦିନିଆ ବର୍ଷା ଯୋଗୁ ଗଜପତି ଜିଲାର ୭ଟି ଯାକ ବ୍ଲକରେ ବ୍ୟାପକ ପରିମାଣରେ ଧାନ, କପା ଓ ଅନ୍ୟାନ୍ୟ ଫସଲ ନଷ୍ଟ ହୋଇଛି। ଏନେଇ ଜିଲାର ଚାଷୀମାନେ ବିଭିନ୍ନ ସ୍ଥାନରେ ନିଜ ଅସନ୍ତୋଷ ପ୍ରକାଶ କରି ରାସ୍ତାରୋକୋ କରି…
ସମସ୍ୟାଘେରରେ ମେଲକୁନ୍ଦେଲ ପ୍ରାଥମିକ ବିଦ୍ୟାଳୟ
ଥୁଆମୂଳ ରାମପୁର,୨୭ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ମେଲକୁନ୍ଦେଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ସମସ୍ୟାଘେରରେ ରହିଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ୨୯ ଛାତ୍ରୀଛାତ୍ର ପାଠ ପଢୁଥିବାବେଳେ ଦୁଇଜଣ ଶିକ୍ଷକ ନିଯୁକ୍ତି ହୋଇଛନ୍ତି। ବିଦ୍ୟାଳୟରେ ପାଚେରି ନ ଥିବାବେଳେ…
ବାଛୁରୀକୁ ଖାଇଗଲା ବାଘ
ଭଞ୍ଜନଗର,୨୭ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଚ୍ଛେଦାଭୂମିରେ ଏକ ହେଟାବାଘ ବାଛୁରୀକୁ ମାରି ଖାଇ ଦେଇଥିବା ଅଭିଯୋଗ ହେଶଇଛି। ବାଛୁରୀ ମାଲିକ ବଳରାମ ଗୌଡ ଶୁକ୍ରବାର ଏନେଇ ବନ ବିଭାଗ ଅଧିକାରୀଙ୍କୁ ଜଣାଇଥିଲେ। ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…
ଗାଜାରେ ଥମୁନି ଇସ୍ରାଏଲର ଆକ୍ରମଣ, ଏୟାରଷ୍ଟ୍ରାଇକରେ ୫ ଖବରଦାତାଙ୍କ ମୃତ୍ୟୁ
ଗାଜା ସିଟି,୨୭।୧୨: ମଧ୍ୟ ପୂର୍ବରେ ଅସ୍ତ୍ରବିରତି ଉଲ୍ଲଂଘନ ଉଦ୍ୟମ ମଧ୍ୟରେ ବୁଧବାର ରାତିରେ ଗାଜା ଅଞ୍ଚଳର ଏକ ଡାକ୍ତରଖାନା ବାହାରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ୫ଜଣ ପାଲେଷ୍ଟାଇନ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ଗାଜାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏହି ଦାବି ପରେ ଇସ୍ରାଏଲ…
୨ ଦିନ ଧରି ଥିଲେ ନିଖୋଜ: ଏବେ ପୋଖରୀରୁ ମିଳିଲା…
ପାରଳାଖେମୁଣ୍ଡି,୨୭।୧୨: ଗଜପତି ଜିଲା ପାରଳାଖେମୁଣ୍ଡି ସୀତାସାଗର ଗ୍ରାମ ଏକ ପୋଖରୀରୁ ଶୁକ୍ରବାର ଜଣେ ବୃଦ୍ଧଙ୍କ ମୃତଦେହ ପୋଲିସ ଜବତ କରିଛି। ତାଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ସେ ୨ ଦିନ…
ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ
ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି ନବୋଦୟ ସ୍କୁଲ ନିକଟରେ। ଏକ ବିଲରେ ସ୍କୁଟି ସହିତ ଜନୈକ ବ୍ୟକ୍ତଙ୍କ ପୋଡା କଙ୍କାଳ…
ମନମୋହନଙ୍କ ପାର୍ଥିବ ଶରୀରରେ କିଏ ଦେବେ ମୁଖାଗ୍ନୀ, କ’ଣ କହୁଛି ଶାସ୍ତ୍ର
ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୯୨ବର୍ଷ ବୟସରେ ଏକ୍ସ ଦିଲ୍ଲୀରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ସମ୍ମାନାର୍ଥେ କେନ୍ଦ୍ର ସରକାର ୭ଦିନ ଜାତୀୟ ଶୋକ ଘୋଷଣା କରିଛନ୍ତି। ବର୍ତ୍ତମାନ ତାଙ୍କ ମୃତଦେହକୁ ଶେଷ ଦର୍ଶନ ପାଇଁ ମୋତିଲାଲ…
Archives


