Home Left

୨୬/୧୧ ଆକ୍ରମଣର ଅଭିଯୁକ୍ତ ଆତଙ୍କବାଦୀ ଅବଦୁଲ ରହମାନ ମକ୍କି ମୃତ

ନୂଆଦିଲ୍ଲୀ,୨୭।୧୨: ୨୬/୧୧ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତ ତଥା ଲଶ୍କର-ଏ-ତୋଇବା ଆତଙ୍କବାଦୀ ସଂଗଠନର ଡେପୁଟି ଚିଫ ଅବଦୁଲ ରେହମାନ ମକ୍କିଙ୍କର ହୃଦଘାତ ଯୋଗୁଁ ମୃତ୍ୟୁ ଘଟିଛି। ମକ୍କି ହାଫିଜ ସଇଦଙ୍କ ସମ୍ପର୍କୀୟ ତଥା ସଂଗଠନର ଆତଙ୍କବାଦୀ ପାଣ୍ଠିର ମୁଖ୍ୟ ଥିଲେ। ଆମେରିକା ଏବଂ…

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ ବରଗଡ଼, ବଲାଙ୍ଗିର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ବର୍ଷା ହୋଇପାରେ। ସେହିପରି ୨୯…

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ ବଣ୍ଟନ କରାଯାଇଛି। ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ ମିଳିବା ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ସଚିନଙ୍କ ରେକର୍ଡ ଭାଙ୍ଗିଦେଲେ ଯଶସ୍ବୀ ଜୟସ୍ବାଲ

ମେଲବୋର୍ନ,୨୭।୧୨: ଅଷ୍ଟ୍ରେଲିଆ ବିପକ୍ଷ ମେଲବୋର୍ନ ଟେଷ୍ଟର ଦ୍ୱିତୀୟ ଦିନରେ ଭାରତ ୪ ଉଇକେଟ ହରାଇ ୧୬୪ ରନ ସଂଗ୍ରହ କରିଛି। ଏହି ସମୟ ମଧ୍ୟରେ ଟିମ ଇଣ୍ଡିଆର ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ଏକ ଶକ୍ତିଶାଳୀ ଇନିଂସ ଖେଳିଥିଲେ। ସେ ୧୧୮…

ମୃତ୍ୟୁ ଛୁଇଁ ଦେଇ ଚାଲିଗଲା, ବର୍ତ୍ତିଗଲେ WHO ମୁଖ୍ୟ

ସାନା,୨୭।୧୨: ୟେମେନରୁ ଏକ ବଡ ଖବର ଆସିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ମହାନିର୍ଦ୍ଦେଶକ ଟେଡ୍ରୋସ ଆଡାନୋମଙ୍କ ଉପରେ ଭୟଙ୍କର ଆକ୍ରମଣ ହୋଇଛି। କିନ୍ତୁ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।ଏହି ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗଣମାଧ୍ୟମର…

ଏଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର,୨୭।୧୨: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ଭିଜିଲାନ୍ସ ପକ୍ଷରୁ ଏଆରଆଇ ସୁରେନ୍ଦ୍ର କୁମାରଙ୍କ ଘର ସମେତ ୮ଟି ସ୍ଥାନରେ…

ବସୁଧା ଯୋଜନାରେ ଚାଲିଥିବା ପାଇପ୍‌ ଲାଇନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ

ଗଞ୍ଜାମ,୨୭ା୧୨(ବିଦ୍ୟାଧର ସାହୁ): ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ବସୁଧା ଯୋଜନାରେ ସହରର ବିଭିନ୍ନ ଓ୍ବାର୍ଡରେ ରାସ୍ତା ଖୋଳା ଯାଇ ପାଇପ୍‌ ଲାଇନ କାମ ଚାଲିଛି l ଉକ୍ତ ପାଇପ୍‌ ଲାଇନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଜେସିବି ସାହାଯ୍ୟରେ…

ନଦୀପଠାରୁ ମିଳିଥିଲା ଅର୍ଦ୍ଧଦଗ୍ଧ ମୃତଦେହ: ଅପହରଣ ପରେ କରିଥିଲେ ହତ୍ୟା, ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାରିପଦା,୨୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସଦର ଥାନା ଅଧୀନ ଗୁମୁ ଗ୍ରାମ ନିକଟସ୍ଥ ବୁଢାବଳଙ୍ଗ ନଦୀପଠାରୁ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ ୨ଜଣକୁ ଗିରଫ କରିଛି। ଅଭିଯୁକ୍ତ ଜଣେ ହେଲେ ଆଶିଷ ସିଂ ଏବଂ ଅନ୍ୟ ଜଣେ…

ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି…

ଭୁବନେଶ୍ୱର,୨୭।୧୨: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ। ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଇ-କେୱାଇସି ଜାରି ଥିବା ମନ୍ତ୍ରୀ କହିଥିବା ବେଳେ…

ସ୍ଥଗିତ ହେଲା ଅମିତ ଶାହଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୭।୧୨: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ । ରବିବାର ସାରେ ସେ ଓଡ଼ିଶା ଆସିବାର ଥିଲା। ଅମିତଶାହା୨୮ ତାରିଖ ସାରେ ଭୁବନେଶ୍ବର ଆସିବେ ବୋଲି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି…

କାହିଁକି ଅର୍ଦ୍ଧନଗ୍ନ ହେଲେ ଭାଜପା ନେତା, ହଠାତ୍‌ ଶରୀରକୁ କଲେ ପ୍ରହାର

ଚେନ୍ନାଇ,୨୭।୧୨: ତାମିଲନାଡୁର ଆନ୍ନା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗ ତୀବ୍ର ହେବାରେ ଲାଗିଛି। ଏହି ଘଟଣା ରାଜ୍ୟ ରାଜନୀତିରେ ଉତ୍ତେଜନା ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଏଆଇଏଡିଏମକେ ଗୁରୁବାର (୨୬ ଡିସେମ୍ବର) ଏହି ପ୍ରସଙ୍ଗରେ…

କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ହେବ ଯାଞ୍ଚ: କଟକ ଜିଲାପାଳ

କଟକ,୨୭।୧୨: କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ଯାଞ୍ଚ ହେବ ବୋଲି ଶୁକ୍ରବାର କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଏପରିକି ଘଟଣାସ୍ଥଳକୁ ଅଧିକାରୀ ଯାଇ ଯାଞ୍ଚ କରିବେ ବୋଲି ସେ କହିଛନ୍ତି। ଯଦି କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri