ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣୁଥିବା ବୋଲେରୋ ଓଲଟିଲା, ଆଉ ତା’ ପରେ…
କେନ୍ଦ୍ରାପଡ଼ା,୨୧ା୨: ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣି ଆସୁଥିବା ଏକ ବୋଲେରୋ ଶୁକ୍ରବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଜଣେ ଛାତ୍ରୀ ଗୁରୁତର ହୋଇଥିବାବେଳେ ଆଉ କିଛି ସାମାନ୍ୟ…
ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଯୌନ ନିର୍ଯାତନା, ଟ୍ୟୁଶନ ସାର୍ ଗିରଫ
ପାଲଲହଡ଼ା,୨୧।୨(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ସଦରମହକୁମାଠାରେ ଥିବା ଏକ ଘରୋଇ କୋଚିଂ ସେଣ୍ଟରରେ ପଢ଼ୁଥିବା ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଉକ୍ତ କୋଚିଂ ସେଣ୍ଟର ମାଲିକ ତଥା ଶିକ୍ଷକ ମୁକେଶ କୁମାର ବେହେରାଙ୍କୁ ପାଲଲହଡ଼ା…
ଆଜିଠୁ ମାଟ୍ରିକ ପରୀକ୍ଷା: ବଢ଼ିଛି ପରୀକ୍ଷା କେନ୍ଦ୍ର, କମିଛନ୍ତି ପରୀକ୍ଷାର୍ଥୀ
ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ପରୀକ୍ଷା ଶୁକ୍ରବାର ଆରମ୍ଭ ହେବ। ମାର୍ଚ୍ଚ ୬ତାରିଖ ଯାଏ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ସକାଳ ୯ଟାରୁ ପୂର୍ବାହ୍ନ ୧୧ଟା ୩୦ମିନିଟ୍ ଯାଏ ଗୋଟିଏ ସିଟିଂ ପରୀକ୍ଷା…
ଖରସ୍ରୋତାରେ ବ୍ୟାରେଜ ପାଇଁ ସ୍ଥାନ ନିରୂପଣ
ଯାଜପୁର,୨୧ା୨(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ମଧୁସୂଦନପୁର ପଞ୍ଚାୟତ ବଗମରା ଘାଟ ନିକଟରେ ଖରସୋ୍ରତା ନଦୀ ଉପରେ ଏକ ବ୍ୟାରେଜ ଓ ସେତୁ ନିର୍ମାଣ ହେବ ବୋଲି ବିଭାଗୀୟ ସୂତ୍ରରୁ ଜଣାପଡିଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀ ବିଘ୍ନରାଜ ପୁରୋହିତ, ଅଧୀକ୍ଷଣ…
ଜିଲାର ମୁଖ୍ୟ ଜୀବିକାରେ ଜଳସେଚନ ବାଧକ
କେନ୍ଦ୍ରାପଡ଼ା, ୨୧ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ୬୯ ପ୍ରତିଶତ ଅଧିବାସୀ କୃଷି ଅର୍ଥନୀତି ଉପରେ ନିର୍ଭରଶୀଳ। ପରିବାର ପ୍ରତିପୋଷଣ ପାଇଁ ଜିଲାବାସୀ ମୁଖ୍ୟତଃ କୃଷି ଉପରେ ନିର୍ଭରଶୀଳ ଥିବାବେଳେ ଚାଷ ଜମିର ଜଳସେଚନ ଓ ନିଷ୍କାସନ ପରିଚାଳନା ବାଧକ ହୋଇଛି।…
ଲୁଣାଟାଙ୍ଗରା ଭୂଇଁରେ ଫଳୁଛି ଦେଶୀ ବିଦେଶୀ ଫଳ
ମହାକାଳପଡ଼ା,୨୧ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କିଛି ନୂଆ କରିବାର ଇଚ୍ଛା ଥିଲେ ଆପେ ଆପେ ବାଟ ଦେଖାଯାଏ। ନିଜର ନିଷ୍ଠା, ଏକାଗ୍ରତା ଓ ଇଚ୍ଛାଶକ୍ତି ଥିଲେ ଅସମ୍ଭବ ବି ସମ୍ଭବ ହୋଇପାରେ। ଲୁଣା ଅଞ୍ଚଳ ଟାଙ୍ଗରା ଭୂଇଁରେ ଦେଶୀ ଓ ବିଦେଶୀ ଫଳ…
ଡୋନାଲ୍ଡ ଟ୍ରମ୍ପଙ୍କ ବିଶ୍ୱସ୍ତ କାଶ ପଟେଲ ଏଫବିଆଇ ନିର୍ଦ୍ଦେଶକ, ସିନେଟରୁ ମିଳିଲା ଅନୁମୋଦନ
ନୂଆଦିଲ୍ଲୀ,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିଶ୍ୱସ୍ତ ଏବଂ ଭାରତୀୟ ବଂଶୋଦ୍ଭବ କାଶ ପଟେଲଙ୍କୁ ଫେଡେରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେସନ୍ (FBI)ର ନୂତନ ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। ଏହି ନିଯୁକ୍ତିକୁ ଆମେରିକାର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥାର ନେତୃତ୍ୱ ଗଠନରେ ଏକ…
ବର୍ଷେ ପୂରୁନି ବାରମ୍ବାର ଅଚଳ ହେଉଛି ଶିଶୁଙ୍କ ଟୟ ଟ୍ରେନ୍: ପର୍ଯ୍ୟଟକ ନିରାଶ
ଦାରିଙ୍ଗବାଡ଼ି,୨୧ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ର ବୁଲିବା ପାଇଁ ଏବେ ମଧ୍ୟ ଦୈନିକ ଶତାଧିକ ପର୍ଯ୍ୟଟକ ଆସୁଛନ୍ତି। ପର୍ଯ୍ୟଟନକ୍ଷେତ୍ର କଫି ବଗିଚା ସମେତ କିରିକୁଟି ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା, ପାଟାବାନ୍ଧା ଜଳପ୍ରପାତ ସମେତ ନେଚର ପାର୍କ, ହିଲଭିୟୁ ପାର୍କ, ଡୁଲୁରୀ…
କିଟ୍ରେ ଛାତ୍ରୀ ମୃତ୍ୟୁ, ନିର୍ଯାତନା ଘଟଣା: ରିମାଣ୍ଡରେ ପୁରୁଷବନ୍ଧୁ ଆଦଭିକ୍
ଭୁବନେଶ୍ୱର,୨୧।୨(ସତ୍ୟଜିତ୍ ରାଉତ): କିଟ୍ ବିଶ୍ୱ ବିଦ୍ୟାଳୟରେ ବି.ଟେକ୍ ଛାତ୍ରୀ ପ୍ରକ୍ରିତି ଲାମସଲ୍ ଆତ୍ମହତ୍ୟା ଘଟଣାରେ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଦ୍ୱାରା ତଦନ୍ତ ଚାଲିଛି। ଅପରପକ୍ଷରେ ପ୍ରକ୍ରିତିଙ୍କୁ ବ୍ଲାକମେଲ୍ କରି ଗିରଫ ହୋଇଥିବା ଅଭିଯୁକ୍ତ ପୁରୁଷବନ୍ଧୁ ଆଦଭିକ୍ ଶ୍ରୀବାସ୍ତବ ୩ ଦିନିଆ…
ମହାପ୍ରଭୁଙ୍କୁ ଲାଗିହେଲା ଜୈବିକ ଚାଉଳ ମହାପ୍ରସାଦ: ଚାଉଳ ପ୍ରସ୍ତୁତକାରୀଙ୍କୁ ସରକାରୀ ପ୍ରୋତ୍ସାହନ ମିଳିବ
ପୁରୀ,୨୧।୨(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଗୁରୁବାର ମଧ୍ୟାହ୍ନ ଧୂପରେ ମହାପ୍ରଭୁଙ୍କ ପାଖରେ ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଲାଗି କରାଯାଇଛି। ପାଞ୍ଚ ପ୍ରକାର ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଭୋଗ ଲାଗି ହୋଇଛି। ଏହି ମହାପ୍ରସାଦକୁ ଶ୍ରୀମନ୍ଦିର ମୁଖ୍ୟ…
ଘଡ଼ଘଡ଼ି ସହ କୁଆପଥର ବର୍ଷା, ନଷ୍ଟ ହେଲା ଶହଶହ ହେକ୍ଟର ପରିବା ଚାଷ
କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ଘଡ଼ଘଡ଼ି ବର୍ଷା ହେବା ସହ କୁଆପଥର ବର୍ଷା ହୋଇଛି। ଫଳରେ କିଛି ଦିନ ହେଲା ଗରମ ହୋଇ ପଡ଼ିଥିବା ପରିବେଶ ଥଣ୍ଡା ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର…
ପାନାମାରେ ପହଞ୍ଚିଲେ ଆମେରିକାରୁ ବିତାଡ଼ିତ ଭାରତୀୟ: ସହାୟତା ପାଇଁ ନିବେଦନ
ପାନାମା ସିଟି,୨୦।୨: ଆମେରିକାରୁ ବିତାଡ଼ିତ ହୋଇଥିବା ବେଆଇନ ପ୍ରବାସୀ ଭାରତୀୟମାନଙ୍କର ଆଉ ଏକ ଗ୍ରୁପ୍ ପାନାମାରେ ନିରାପଦର ସହ ପହଞ୍ଚି ଥିବା ସେଠାକାର ସରକାର ନୂଆଦିଲ୍ଲୀକୁ ଜଣାଇଛି। ସେଠାରେ ଥିବା ଭାରତୀୟ ମିଶନ କନ୍ସୁଲାର ଆକ୍ସେସ୍ ପାଇବା ପରେ ସେମାନଙ୍କ ସୁବିଧା…
Archives


